Odisha Elections 2024
Posted inଜାତୀୟ

ଶରଦ ପାୱାରଙ୍କୁ ସମର୍ଥନ କରିବା ପାଇଁ ବୈଠକରେ ସାମିଲ ହେବାକୁ ଏନସିପି ନେତାଙ୍କୁ ସୁପ୍ରିୟାଙ୍କ ଅପିଲ

ମୁମ୍ବାଇ,୫।୭: ଜାତୀୟତାବାଦୀ କଂଗ୍ରେସ ପାର୍ଟି(ଏନସିପି)ର କାର୍ଯ୍ୟକାରୀ ଅଧ୍ୟକ୍ଷ ସୁପ୍ରିୟା ସୁଲେ ପାର୍ଟି ବିଧାୟକ ଏବଂ କର୍ମୀଙ୍କୁ ବୁଧବାର ଶରଦ ପାୱାରଙ୍କ ଦ୍ୱାରା ଡକାଯାଇଥିବା ବୈଠକରେ ଯୋଗଦେବାକୁ ଅନୁରୋଧ କରିଛନ୍ତି। ଅଜିତ ପାୱାରଙ୍କ ନେତୃତ୍ୱରେ ପ୍ରତିଦ୍ୱନ୍ଦ୍ୱୀ ଦଳ ମଧ୍ୟ ଆଜି ସମସ୍ତ ଦଳର ବିଧାୟକଙ୍କ ବୈଠକ ଘୋଷଣା କରିଛନ୍ତି।

ସୁପ୍ରିୟା ସୁଲେ ଏକ ଭିଡିଓରେ କହିଛନ୍ତି, ସମସ୍ତଙ୍କୁ ଅନୁରୋଧ ଯେ ଆପଣ ସମସ୍ତେ ଏହି ବୈଠକରେ ବହୁ ସଂଖ୍ୟାରେ ଯୋଗ ଦିଅନ୍ତୁ। ବର୍ତ୍ତମାନ ପରିସ୍ଥିତିରେ, ୮୩ ବର୍ଷ ବୟସ୍କ ଯୋଦ୍ଧା ଅର୍ଥାତ୍‌ ଆମର ସମ୍ମାନିତ ପାୱାର ସାହେବ ସମସ୍ତ ପଦାଧିକାରୀ ଏବଂ କାର୍ଯ୍ୟକର୍ତ୍ତାଙ୍କୁ ମାର୍ଗଦର୍ଶନ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ରାତିରେ ହେବନି ଚେକିଂ, ଚାଲାଣ କାଟିବନି ପୋଲିସ, ସିଟ୍‌ ବେଲ୍ଟ ନ ଲଗାଇଲେ ବି ହେବନି ଅସୁବିଧା

ନୂଆଦିଲ୍ଲୀ,୩୧।୫: ଏବେ ରାତିରେ ଚାରିଆଡେ ପୋଲିସ ଗାଡି ଚେକିଂ କରୁଛି। ଗାଡି ଚେକିଂ ସମୟରେ ପୋଲିସ ବାବୁମାନେ ଅଯଥା ଲୋକଙ୍କୁ ହଇରାଣ ମଧ୍ୟ କରୁଛନ୍ତି। ବାରମ୍ବାର...

ନ୍ୟୁଜ ଚ୍ୟାନେଲର ଏକଜିଟ ପୋଲ ବିତର୍କରେ ଭାଗ ନେବନି କଂଗ୍ରେସ, କାରଣ…

ନୂଆଦିଲ୍ଲୀ,୩୧।୫: ଲୋକ ସଭା ନିର୍ବାଚନ ୨୦୨୪ର ଶେଷ ପର୍ଯ୍ୟାୟ ଭୋଟିଂ ପରେ ଜୁନ ୪ରେ ଫଳାଫଳ ଆସିବ। ଏହାପୂର୍ବରୁ, ଶନିବାର ଟିଭି ନ୍ୟୁଜ ଚ୍ୟାନେଲ ଓ...

କିଏ ହେବେ ଇଣ୍ଡିଆ ଆଲାଏନ୍ସର ପ୍ରଧାନମନ୍ତ୍ରୀ: ଖାର୍ଗେ କରିଦେଲେ ଖୁଲାସା

ନୂଆଦିଲ୍ଲୀ,୩୧।୫: ଲୋକ ସଭା ନିର୍ବାଚନ ୨୦୨୪ର ୬ଟି ପର୍ଯ୍ୟାୟ ପାଇଁ ଭୋଟ ଦିଆଯାଇଥିବାବେଳେ ସପ୍ତମ ପର୍ଯ୍ୟାୟ ପାଇଁ ଭୋଟ ଜୁନ ୧ରେ ହେବ। ଏହାପୂର୍ବରୁ କଂଗ୍ରେସ...

କ୍ୟାବିନେଟ୍‌ ସଚିବଙ୍କ ମୋଟ ଦରମା କେତେ ଜାଣନ୍ତି

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ଲୋକ ସେବା ଆୟୋଗ ଦ୍ୱାରା ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପ୍ରାର୍ଥୀମାନେ ଆଇଏଏସ୍‌ ଅଧିକାରୀ ହୁଅନ୍ତି। ଯେଉଁମାନଙ୍କର ଅନେକ ଗୁରୁତ୍ୱପୂର୍ଣ୍ଣ...

ଏୟାରହୋଷ୍ଟେସ୍‌ କଲେ ଏପରି ଘୃଣ୍ୟ କାମ, ଜାଣିଲେ ପାଦତଳୁ ଖସିଯିବ ମାଟି…

ଥିରୁଭାନନ୍ତପୁରମ୍‌,୩୧ା୫: ବେଆଇନ ତଥା ଘୃଣ୍ୟ କାର୍ଯ୍ୟ ପାଇଁ ଜଣେ ଏୟାର ହୋଷ୍ଟେସଙ୍କୁ ଗିରଫ କରାଯିବା ଏହା ବୋଧହୁଏ ଦେଶରେ ପ୍ରଥମ ଘଟଣା ହୋଇପାରେ। ଏୟାର ହୋଷ୍ଟେସଙ୍କୁ...

ଭାରତର ପ୍ରଥମ ଏକଜିଟ ପୋଲ, ଯେଉଁଥିରେ ଭାଜପା ଜିତିବ ବୋଲି ହୋଇଥିଲା ପୂର୍ବାନୁମାନ, ରେଜଲ୍ଟରେ ତାଜୁବ ହୋଇଯାଇଥିଲା ସାରା ଦୁନିଆ

ନୂଆଦିଲ୍ଲୀ,୩୧।୫: ଭାରତରେ ଗଣତନ୍ତ୍ରର ଏହି ବଡ଼ ପ୍ରତିଯୋଗିତା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଜୁନ ୧ରେ ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟର ମତଦାନ ଅନୁଷ୍ଠିତ ହେବ...

ୟୁପି, ରାଜସ୍ଥାନର ଫଳାଫଳକୁ ନେଇ ଖାର୍ଗେ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୩୧।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରି କହିଛନ୍ତି, ଲୋକମାନେ ତାଙ୍କୁ କ୍ଷମତାରୁ ବହିଷ୍କାର କରିବେ। ଲୋକ ସଭା ନିର୍ବାଚନ...

ନିଜକୁ ଭଗବାନ କହୁଛନ୍ତି ମୋଦି: କେଜ୍‌ରିୱାଲ

ନୂଆଦିଲ୍ଲୀ,୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅହଂକାର ବଢିଗଲାଣି। ଆଜିକାଲି ସେ ନିଜକୁ ଭଗବାନ ବୋଲି ଘୋଷଣା କରିଛନ୍ତି। ଏକ ସାକ୍ଷାତକାରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri