ନିର୍ବାଚନ ନେଇ ବଡ଼ ବୟାନ ଦେଲେ ସୁର ରାଉତରାୟ, କହିଲେ…

ଭୁବନେଶ୍ୱର,୨୩।୩: ଜଟଣୀ ବିଧାୟକ ସୁର ରାଉତରାୟ ନିର୍ବାଚନୀ ସଭାରେ ବଡ ବୟାନ ଦେଇ କହିଛନ୍ତି, ସେ କଂଗ୍ରେସ ଛାଡିବେ ନାହିଁ । ମାତ୍ର ତାଙ୍କ ପୁଅ ଯେଉଁ ଦଳରୁ ପ୍ରାର୍ଥୀ ହେବେ ସେହି ଦଳକୁ ସେ ସମର୍ଥନ କରିବେ । ଜଣେ ପୋଖତ କଂଗ୍ରେସ ନେତା ଭାବେ ପରିଚିତ ସୁର ବିଭିନ୍ନ ସମୟରେ କଂଗ୍ରେସ ପାଇଁ ବୟାନ ରଖନ୍ତି । କିନ୍ତୁ ମିଳିଥିବା ସୂଚନା ଅନୁସାରେ ତାଙ୍କର ପୁଅ କଂଗ୍ରେସରୁ ପ୍ରାର୍ଥୀ ହେବାର ସମ୍ଭାବନା ନାହିଁ । ହେଲେ ତାଙ୍କ ପୁଅ କେଉଁ ଦଳରୁ ନିର୍ବାଚନ ଲଢ଼ିବେ ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ, ପୁଅ ବିଧାୟକ ହୁଅନ୍ତୁ ବୋଲି ଆଶା ରଖିଛନ୍ତି ସୁର ।
ଶନିବାର ଜଟଣୀ ନାଗରିକ କମିଟି ଓ ଜଟଣୀ ନିର୍ବାଚନମଣ୍ଡଳୀର ହଜାର ହଜାର ଜନସାଧାରଣଙ୍କ ଦ୍ୱାରା ଗଙ୍ଗପଡ଼ା ପଞ୍ଚାୟତରେ ଭୁଆସୁଣୀ ପୀଠରେ ଏକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ହୋଇଥିଲା । କାର୍ଯ୍ୟକ୍ରମରେ ସୁର ରାଉତରାୟ ତାଙ୍କ ଉତ୍ତରାଧିକାରୀ ଭାବେ ତାଙ୍କ ସାନ ପୁଅ ମନ୍ମଥ ରାଉତରାୟଙ୍କ ନା ଘୋଷଣା କରିଛନ୍ତି । ମନ୍ମଥ ଯେଉଁ ଦଳରୁ ଟିକେଟ ପାଇ ଲଢିବେ ସେହି ଦଳକୁ ସମର୍ଥନ କରିବେ ବୋଲି କହିଛନ୍ତି । ନିର୍ବାଚନ କିଛି ଦିନ ପୂର୍ବରୁ ହଜାର ହଜାର ସଂଖ୍ୟାରେ କର୍ମୀଙ୍କୁ ଏକାଠି କରି ସୁର ଏକ ନୂଆ ରଣନୀତି କରିଛନ୍ତି । ତେବେ ମନ୍ମଥ କେଉଁ ଦଳରୁ ଲଢ଼ିବେ ତାହା ସ୍ପଷ୍ଟ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି! D ଏରିଆରେ ପ୍ରବେଶ କଲେ ୩ ସନ୍ଦିଗ୍ଧ

ମୋତିହାରୀ,୧୮।୭: ମୋତିହାରୀର ଗାନ୍ଧୀ ମଇଦାନରେ ଶୁକ୍ରବାର ଆୟୋଜିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି ସମୟରେ କଡ଼ା ସୁରକ୍ଷା ମଧ୍ୟରେ, ସନ୍ଦେହଜନକ ପରିସ୍ଥିତିରେ ତିନି ଜଣ ବ୍ୟକ୍ତି...

ଇନ୍‌କମ୍‌ ଟ୍ୟାକ୍ସ ଦେବା ଏବେ ଆହୁରି ହେଲା ସହଜ, ଅନ୍‌ଲାଇନ୍‌ରେ ଏମିତି ପୂରଣ କରିପାରିବେ ITR-2 ଫର୍ମ

ନୂଆଦିଲ୍ଲୀ,୧୮ା୭: ଆୟକର ବିଭାଗ ୧୮ ଜୁଲାଇ ୨୦୨୫ରୁ ଅନ୍‌ଲାଇନ୍‌ରେ ITR-୨ ଫର୍ମ ଦାଖଲ କରିବାର ସୁବିଧା ଆରମ୍ଭ କରିଛି। ଏବେ ଯେଉଁ ବେତନଭୋଗୀ କରଦାତାମାନଙ୍କର ପୁଞ୍ଜି...

ସୌମ୍ୟାଶୀଙ୍କ ମୃତ୍ୟୁ ଘଟଣା: ପୁଣି ବଡ଼ ଘୋଷଣା କରିଦେଲେ ଭକ୍ତ, ହେବ…

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡି ଆରଡିସି ସ୍ତରୀୟ ବିକ୍ଷୋଭ ପାଇଁ ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଫ୍‌ଏମ୍‌...

ଶ୍ରାବଣ ମାସରେ KFC ବନ୍ଦ, ହିନ୍ଦୁ ସଂଗଠନର କଡା ଚେତାବନୀ

ଗାଜିଆବାଦ,୧୮।୭: ଉତ୍ତରପ୍ରଦେଶର ଗାଜିଆବାଦର ବସୁନ୍ଧରା ଅଞ୍ଚଳରେ ଶୁକ୍ରବାର ହିନ୍ଦୁ ରକ୍ଷା ଦଳର ସଦସ୍ୟମାନେ ଶ୍ରାବଣ ମାସ ଓ କାଉଡିଆ ଯାତ୍ରା ଚାଲିଥିବା ବେଳେ ଦୁଇଟି ଲୋକପ୍ରିୟ...

କ୍ଲାସ୍‌ ଚାଲିଥିବାବେଳେ ଇଞ୍ଜିନିୟରିଂ କଲେଜରେ ଲାଗିଲା ନିଆଁ: ୬୦ରୁ ଅଧିକ ଛାତ୍ରୀଛାତ୍ର…

ଭୁବନେଶ୍ୱର,୧୮ା୭: ରାଜଧାନୀର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଶୁକ୍ରବାର ପୂର୍ବାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ଅଗ୍ନିକାଣ୍ଡ ପରେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ...

FM କଲେଜ ଛାତ୍ର ମୃତ୍ୟୁ ଘଟଣା: ପୁଣି ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ। କଟକ, ସମ୍ବଲପୁର, ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋପ କରିବ ବୋଲି ବିଜେଡି ନିଷ୍ପତ୍ତି ନେଇଛି।...

ଗୋଟିଏ ଯୁବତୀଙ୍କୁ ବିବାହ କଲେ ୨ ଭାଇ: ଏହି ଜିଲାର ପରମ୍ପରା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମହାଭାରତ ଯୁଗରେ ଦ୍ରୌପଦୀ ପାଞ୍ଚ ଭାଇଙ୍କୁ ବିବାହ କରିଥିଲେ ଏବଂ ସେ ପାଞ୍ଚ ଭାଇଙ୍କ ସହିତ ସମୟ ବିତାଉଥିଲେ। କିନ୍ତୁ ଆଜିର ସମୟରେ, ଯଦି କେହି...

କୋରମ ଅଭାବରୁ ଆରମ୍ଭ ହୋଇପାରୁନି ଜିଲାପରିଷଦ ବୈଠକ, ୧୯ ସଭ୍ୟ ଅନୁପସ୍ଥିତ

ନୟାଗଡ଼,୧୮ା୭(ଲୋକନାଥ ମିଶ୍ର): କୋରମ ଅଭାବରୁ ଆରମ୍ଭ ହୋଇପାରୁନି ନୟାଗଡ଼ ଦଶମ ଜିଲା ପରିଷଦ ବୈଠକ। ୨୨ ଜିଲା ପରିଷଦ ସଭ୍ୟ ମଧରୁ ୧୯ ସଭ୍ୟ ଅନୁପସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri