ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ ପ୍ରଚାର ଆରମ୍ଭ କରିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି।

ଭିଡିଓରେ ଦେଖାଯାଇଛି କି, ସୁର ଏକ ସଭାରେ ପହଞ୍ଚି କଂଗ୍ରେସ ଓ ବିଜେଡି କର୍ମୀଙ୍କୁ ଯୋଡିଶଙ୍ଖରେ ଭୋଟ ଦେବାକୁ କହିବା ସହ ଶପଥ ପାଠ କରାଇଛନ୍ତି। ଡେଲାଙ୍ଗ ହରିରାଜପୁର ପଶ୍ଚିମାଶମ୍ଭୁ ମନ୍ଦିରରେ କର୍ମୀଙ୍କୁ ଠାକୁରଙ୍କ ପାଦୁକା ଛୁଆଇଁ ଯୋଡିଶଙ୍ଖରେ ଭୋଟ ଦେବାକୁ ନିବେଦନ କରିଛନ୍ତି। ଜଟଣୀ ଏମଏଲଏ ସୁର ରାଉତରାୟ ନିଜ ପୁଅ ତଥା ବିଜେଡି ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ପ୍ରଚାର କରିବା ସହ ନିଜ ପୂର୍ବତନ ପ୍ରତିଦ୍ୱନ୍ଦୀ ବିଭୂତି ବଳବନ୍ତରାୟଙ୍କ ପାଇଁ ମଧ୍ୟ ପ୍ରଚାର କରିଛନ୍ତି।

ସୂଚନାଥାଉ କି, କଂଗ୍ରେସରୁ ବହିଷ୍କାର ହେବା ପରେ ସୁର ବିଜେଡିର କୌଣସି ସଭା, ସମାବେଶ କିମ୍ବା ବିଜେଡି ପତାକା ଧରିବେ ନାହିଁ ବୋଲି ଦାବି କରିଥିଲେ। କିନ୍ତୁ ପୁଅ ମନ୍ମଥ ପାଇଁ ପ୍ରଚାର କରିବେ ପୋଲି କହିଥିଲେ। ହେଲେ ଭାଇରାଳ ଭିଡିଓରେ ଦେଖାଯାଇଛି କି, ବିଜେଡିର ଏକ ସଭା ଆରମ୍ଭ ହେବା ପୂର୍ବରୁ ପହଞ୍ଚି ଯୋଡିଶଙ୍ଖ ନାରା ଦେଇ ଭୋଟ ଦେବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ...

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ...

ପଳାଶୁଣି ଫୁଟ ଓଭରବ୍ରିଜ୍‌ ହେଉନି, ଜୀବନ ଯାଉଛି

ଭୁବନେଶ୍ୱର,୯।୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀର ପଳାଶୁଣି ଛକ ଦୁର୍ଘଟଣାର ହଟସ୍ପଟ ପାଲଟିଛି। ଫୁଟ୍‌ ଓଭରବ୍ରିଜ୍‌ ନ ଥିବାରୁ ରାସ୍ତା ପାରି ହେବା, ବେପରୁଆ ଗାଡ଼ି ଚାଳନା ଏବଂ ପାର୍କିଂ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ

ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ...

ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍‌

ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri