କଂଗ୍ରେସକୁ ଫେରିବେ ସୁର ରାଉତରାୟ!

ଭୁବନେଶ୍ୱର,୧୧।୬: କଂଗ୍ରେସକୁ ଫେରିବେ ବରିଷ୍ଠ ନେତା ସୁରେଶ(ସୁର) ରାଉତରାୟ। ଏନେଇ ଦେଇଛନ୍ତି ବଡ଼ ସଙ୍କେତ। ପିସିସି ସଭାପତିଙ୍କ ସହ ଦଳର ନେତାମାନେ ସୁରଙ୍କୁ ଫେରି ଆସିବାକୁ ଅନୁରୋଧ କରିଛନ୍ତି । ଏ ନେଇ ଖୁବଶୀଘ୍ର ସେ ରାହୁଲ ଗାନ୍ଧୀ ଓ ସୋନିଆ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିବେ ବୋଲି ସୁର କହିଛନ୍ତ ।

ସୁର କହିଛନ୍ତି, ନିଲମ୍ବନ ଆଦେଶ ଉଠିବା ପରେ କଂଗ୍ରେସ ଭବନ ଯିବି। ଦରଦାମ ବୃଦ୍ଧି ନେଇ କେନ୍ଦ୍ର ଓ ରାଜ୍ୟକୁ ତୁରନ୍ତ ନିୟନ୍ତ୍ରଣ କରିବାକୁ ପରାମର୍ଶ ଦେଇଛନ୍ତି । ତେଲ, ଡାଲି ଠାରୁ ଆରମ୍ଭ କରି ପରିବା ଦର ବି ଆକାଶ ଛୁଆଁ ହୋଇଛି। ଲୋକେ ବହୁତ ହଇରାଣ ହେଉଛନ୍ତି । କେନ୍ଦ୍ରମନ୍ତ୍ରୀ ମଣ୍ଡଳରେ ଓଡ଼ିଶାକୁ ଅଧିକ ଗୁରୁତ୍ୱ ଦିଆଯାଉ ବୋଲି ସୁର ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri