ସୁରଙ୍କର ଛାଡିନି କଂଗ୍ରେସ ମୋହ, ଆସନ୍ତା ୫ରେ…

ଭୁବନେଶ୍ୱର,୩।୭: ବରିଷ୍ଠ ନେତା ସୁରେଶ ରାଉତରାୟ ଓରଫ ସୁରଙ୍କର କଂଗ୍ରେସ ମୋହ ଛାଡିନି। ସେ କଂଗ୍ରେସ ଭବନକୁ ମନ୍ଦିର ସହ ତୁଳନା କରିବା ସହ ଆସନ୍ତା ୫ ତାରିଖରେ ଧସେଇ ପଶି ପୁଣି ଥରେ ଭବନର ଗାରିମା ଫେରାଇ ଆଣିବାକୁ ଉଦ୍ୟମ କରିବେ ବୋଲି ଜଣାପଡିଛି। ଏନେଇ ସୁର ଯୋଜନା ପ୍ରସ୍ତୁତ କରିଛନ୍ତି । ଯୋଜନା ସଫଳ ହେଲେ ସୁର ପୁଣି କଂଗ୍ରେସକୁ ଫେରିବେ ବୋଲି ଆଶା ରଖିଛନ୍ତି । ୨୦୨୪ ନିର୍ବାଚନରେ ବିଜେଡି ପାଇଁ ପ୍ରଚାର କରିବା ଅଭିଯୋଗରେ ତାଙ୍କୁ କଂଗ୍ରେସରୁ ନିଲମ୍ବନ କରାଯାଇଥିଲା।

ଅନ୍ୟପଟେ, ଆସନ୍ତା ୬ ତାରିଖରେ କଂଗ୍ରେସ ଓ ପ୍ରଭାରୀ ଅଜୟ କୁମାର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ବଡ଼ ଘୋଷଣା କଲେ ସରକାର

ଭୁବନେଶ୍ୱର,୧୯।୭: ଏଣିକି ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କୁ ମିଳିବ ସୁରକ୍ଷା। ଏନେଇ ବଡ଼ ଘୋଷଣା କରିଛନ୍ତି ସରକାର। ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ କାର୍ଯ୍ୟକାରୀ ହେବ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ। ଶନିବାର...

୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ: ବାଳସୁଧାର ଗୃହ ଗଲେ ନାବାଳକ…

ଦିଗପହଣ୍ଡି,୧୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଘଟଣାରେ ସମ୍ପୃକ୍ତ...

ବଳଙ୍ଗା ପୀଡ଼ିତାଙ୍କୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୭: ଏମ୍ସରେ ଚିକିତ୍ସାଧିନ ଥିବା ବଳଙ୍ଗା ପୀଡ଼ିତାଙ୍କୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଦରକାର ପଡ଼ିଲେ ଦିଲ୍ଲୀକୁ ଏୟାର ଲିଫ୍ଟ ହେବ ବୋଲି କହିଲେ...

ହିନ୍ଦୁଙ୍କୁ ନେଇ ବଡ଼ ବୟାନ ଦେଲେ କିରେନ ରିଜିଜୁ

ନୂଆଦିଲ୍ଲୀ,୧୯।୭: ଏକ ଆଲୋଚନା ସମୟରେ କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି ଯେ ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର ଏବଂ ସଂଖ୍ୟାଲଘୁମାନେ ଏହି ଦେଶରେ ସବୁଠାରୁ...

ମୋଦି ୪୨ ଦେଶ ବୁଲିପାରୁଛନ୍ତି ହେଲେ ମଣିପୁର ଯାଇପାରୁ ନାହାଁନ୍ତି, ପ୍ରଧାନମନ୍ତ୍ରୀଙ୍କୁ କଟାକ୍ଷ କଲେ ମଲ୍ଲିକାର୍ଜୁନ

ନୂଆଦିଲ୍ଲୀ,୧୯।୭: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର କର୍ନାଟକର ମୈସୁରୁରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ...

ଦିଗପହଣ୍ଡି ପାଇଁ ଏମ.ପି ପ୍ରତିନିଧି ହେଲେ ଭବାନୀ

ଦିଗପହଣ୍ଡି,୧୯।୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଭାଜପା ଯୁବନେତା ଭବାନୀ ଶଙ୍କର ପଣ୍ଡାଙ୍କୁ ଦିଗପହଣ୍ଡି ଏନଏସି ପାଇଁ ବ୍ରହ୍ମପୁର ଏମପିଙ୍କ ପ୍ରତିନିଧି ଭାବେ...

୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା ଟିକା ନୁହେଁ, ଭୁତାଣୁ ଜନିତ ଜ୍ୱର

ଦାରିଙ୍ଗବାଡ଼ି,୧୯ା୭ (ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ୍‌ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ୬ଜଣ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ରାଜ୍ୟ ସରକାର ତଦନ୍ତ...

କନ୍ଧମାଳରେ ଲଜ୍ଜା: ପୁଣି ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ମାସିକ ସାନିଟାରୀ ପ୍ୟାଡ୍‌ ନ ନେବାରୁ…

ତୁମୁଡିବନ୍ଧ/ବାଲିଗୁଡ଼ା,୧୯।୭(ଦୀପକ କୁମାର ପରାସେଠ/ସଞ୍ଜୟ କୁମାର ପାଣିଗ୍ରାହୀ): ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ। ମାସିକ ସାନିଟାରୀ ପ୍ୟାଡ୍‌ ନ ନେବାରୁ ସନ୍ଦେହକୁ ଆସି ଡାକ୍ତରୀ ମାଇନା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri