ଅଙ୍ଗଦାନ କରିଥିବା ୩ ମହିଳାଙ୍କ ପରିବାରକୁ ସୁରଜ ସମ୍ମାନ

ଭୁବନେଶ୍ୱର,୧୩।୮(ବ୍ୟୁରୋ)-ଅଙ୍ଗଦାନ କରିଥିବା ୩ ମହିଳାଙ୍କ ପରିବାରକୁ ମିଳିଛି ସୁରଜ ସମ୍ମାନ। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଙ୍ଗଦାନ କରିଥିବା ମହିଳାଙ୍କ ପରିବାରଙ୍କୁ ସୂରଜ ସମ୍ମାନ ପ୍ରଦାନ କରିଛନ୍ତି। ଅଙ୍ଗଦାତା ବ୍ରହ୍ମପୁରର ପ୍ରିୟଙ୍କା ପାତ୍ର, ଭୁବନେଶ୍ୱରର ସୁଚିତ୍ରା ଦାସ ଓ ପୁରୀର ରାଜଲକ୍ଷ୍ମୀ ଦାସଙ୍କ ପରିବାରକୁ ମରଣୋତ୍ତର ସୂରଜ ସମ୍ମାନ ସହ ୫ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଅଙ୍ଗଦାନ କରିଥିବା ବ୍ୟକ୍ତି ଓ ତାଙ୍କ ପରିବାରକୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ…

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିପାରନ୍ତି ଶି ଜିନ୍‌ପିଙ୍ଗ୍‌

ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀରେ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଏକ ବଡ଼ ପ୍ରତିନିଧିମଣ୍ଡଳୀ ସହ ଭାରତ…

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri