Odisha Elections 2024
Posted inଜାତୀୟ

ମୋଦି ଡିଗ୍ରୀ ମାମଲାରେ କେଜ୍‌ରିଓ୍ବାଲଙ୍କୁ ମିଳିଲାନି ଆଶ୍ୱସ୍ତି

ଅହମ୍ମଦାବାଦ,୧୧।୮: ଗୁଜରାଟ ହାଇକୋର୍ଟ ଶୁକ୍ରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ଏଏପି ନେତା ସଞ୍ଜୟ ସିଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ହାଇକୋର୍ଟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଏବଂ ସଞ୍ଜୟ ସିଂଙ୍କ ଅପରାଧିକ ମାନହାନି ମକଦ୍ଦମା ମାମଲାରେ ଅନ୍ତରୀଣ ରୋକ ଲଭାଇବା ଆବେଦନକୁ ଖାରଜ କରିଦେଇଛନ୍ତି।

ଜଷ୍ଟିସ ସମୀର ଜେ ଦାବେଙ୍କ ଏକ ବେଞ୍ଚ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଡିଗ୍ରୀକୁ ନେଇ ଗୁଜରାଟ ବିଶ୍ୱବିଦ୍ୟାଳୟ ଦ୍ୱାରା ଦାଖଲ ହୋଇଥିବା ଅପରାଧିକ ମାନହାନୀ ମାମଲାରେ ମେଟ୍ରୋପଲିଟନ ଅଦାଲତ ଦ୍ୱାରା ଅନ୍ତରୀଣ ରୋକ ଲଗାଇବା ଆବେଦନକୁ ଖାରଜ କରିଦେଇଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଓକିଲ ତଥା ପିପି ମିତେଶ ଅମିନଙ୍କ ଯୁକ୍ତି ଶୁଣିବା ପରେ ଶୁକ୍ରବାର ଏହି ବେଞ୍ଚ ଏହି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଶ୍ମିକା ମନ୍ଦନାଙ୍କ ପୋଷ୍ଟ ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୫: ଅଭିନେତ୍ରୀ ରଶ୍ମିକା ମନ୍ଦନା ନ୍ୟାଶନାଲ କ୍ରସ ଜଣାଶୁଣା। ତାଙ୍କୁ ଶେଷ ଥର ପାଇଁ ଆନିମଲ ଫିଲ୍ମରେ ପରଦାରେ ଦେଖିବାକୁ ମିଳିଥିଲା। ଫିଲ୍ମରେ ତାଙ୍କର ଅଭିନୟକୁ...

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ମମତା ବାନାର୍ଜୀ

କୋଲକତା,୧୭।୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ୨୪ ଘଣ୍ଟା ମଧ୍ୟରେ ତାଙ୍କ ବିବୃତ୍ତିକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ନିକଟରେ ସେ କହିଥିଲେ...

ଜିତିଲେ ସିବଲ, ସୁପ୍ରିମକୋର୍ଟ ବାର ଆସୋସିଏଶନର ଅଧ୍ୟକ୍ଷ ହେଲେ କପିଲ ସିବଲ

ନୂଆଦିଲ୍ଲୀ,୧୬।୫: ବରିଷ୍ଠ ଓକିଲ କପିଲ ସିବଲ ସୁପ୍ରିମକୋର୍ଟ ବାର ଆସୋସିଏସନର ସଭାପତି ଭାବରେ ନିର୍ବାଚିତ ହୋଇଛନ୍ତି। ଗୁରୁବାର (୧୬ ମେ’) ରେ ଅନୁଷ୍ଠିତ ନିର୍ବାଚନରେ କପିଲ...

ସୋସିଆଲ ମିଡିଆରେ କଂଗ୍ରେସ ହିଟ! କଂଗ୍ରେସର ମନିଫେଷ୍ଟୋକୁ ୮୮ ଲକ୍ଷଥର କରାଯାଇଛି ଡାଉନଲୋଡ

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ କେବଳ ମଇଦାନରେ କରାଯାଉନାହିଁ, ସୋସିଆଲ ମିଡିଆ ମଧ୍ୟ ଏହାର ପ୍ରଚାର ପାଇଁ ଏକ ପ୍ରମୁଖ ମାଧ୍ୟମ...

ଗୋଟିଏ ମଞ୍ଚରେ ଏକାଠି ନଜର ଆସିବେ ମୋଦି-ରାଜ ଠାକରେ

ମୁମ୍ବାଇ,୧୬।୫: ଭାଜପା ଏହାର ସହଯୋଗୀ ତଥା ମହାରାଷ୍ଟ୍ର ନବନିର୍ମାଣ ସେନାଙ୍କ ସହ ମହାରାଷ୍ଟ୍ରର ଅବଶିଷ୍ଟ ୧୩ ଟି ସିଟ ଉପରେ ବାଜି ଲଗାଇବାକୁ ପ୍ରସ୍ତୁତ ହେଉଛି।...

କୋଭିଶିଲ୍ଡ ଟିକାର ମାରାତ୍ମକ ରକ୍ତଜମାଟ ପ୍ରତିକ୍ରିୟା ଭିଆଇଟିଟି

ନୂଆଦିଲ୍ଲୀ,୧୬ା୫ : ଆଷ୍ଟ୍ରାଜେନିକା କମ୍ପାନୀ ଏହାର କୋଭିଶିଲ୍ଡ ଟିକାକୁ ସାରା ବିଶ୍ୱରୁ ପ୍ରତ୍ୟାହାର କରିନେବାର ସପ୍ତାହେ ପରେ ଏହାର ଅନ୍ୟ ଏକ ମାରାତ୍ମକ ପାର୍ଶ୍ୱ ପ୍ରତିକ୍ରିୟା...

କାଳବୈଶାଖୀ ନେଲା ୧୧ ଜୀବନ

କୋଲକାତା,୧୬।୫: ଗୁରୁବାର ପଶ୍ଚିମବଙ୍ଗର ମାଲଦାଠାରେ ପ୍ରକୃତି ତାଣ୍ଡବ ରଚିଛି। ବାତ୍ୟା ପରେ ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟିଥିବାର ସୂଚନା ମିଳିଛି ଯେଉଁଥିରେ ଏପର୍ଯ୍ୟନ୍ତ ୧୧ ଜଣଙ୍କର...

ଏନଡିଏରେ ସାମିଲ ହେଲେ ଦାଗି ନେତାଙ୍କ ପ୍ରତି ସଫ୍ଟ ହୋଇ ଯାଉଛି କେନ୍ଦ୍ରୀୟ ଏଜେନ୍ସି? ଜବାବ ରଖିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ପାଇଁ ଚାରୋଟି ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଇଛି। ୪୦୦ ଟି ଆସନ ଲକ୍ଷ୍ୟ ହାସଲ କରିବା ପାଇଁ ଭାରତୀୟ ଜନତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri