Posted inଜାତୀୟ

ରାସ୍ତାରେ ବାଇକ୍‌ ଷ୍ଟଣ୍ଟ୍‌ କରୁଥିଲେ ଯୁବତୀ: ଆଉ ତା’ପରେ

ସୁରତ,୧୦।୩: ଜନବହୁଳ ରାସ୍ତାରେ ବାଇକ୍‌ ଷ୍ଟଣ୍ଟ୍‌ କରି ଗିରଫ ହୋଇଛନ୍ତି ସୁରତର ଜଣେ ଯୁବତୀ। ସୁରତର ରାସ୍ତାରେ ଯୁବତୀ ଜଣଙ୍କ ବିନା ହେଲମେଟ୍‌ରେ ବାଇକ୍‌ ଷ୍ଟଣ୍ଟ କରୁଥିଲେ। ଏମିତି କରୁଥିବାର ଭିଡିଓ କରି ସେ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ। ଭିଡିଓ ଭାଇରାଲ ହେବା ପରେ ସଞ୍ଜନା ନାମକ ଏହି ଯୁବତୀଙ୍କୁ ପୋଲିସ ଗିରଫ କରିଥିଲା। ବାଇକ୍‌ ମାଲିକକୁ ପୋଲିସକୁ କହିଛନ୍ତି ଯେ, ସଞ୍ଜନା ମଡେଲିଂ ଏବଂ ଫଟୋଗ୍ରାଫି ପାଇଁ ବାଇକ୍‌ ବ୍ୟବହାର କରନ୍ତି। ବାରଡୋଲିରେ ରହୁଥିବା ସଞ୍ଜନା ପୂର୍ବରୁ ମଧ୍ୟ ସୁରତରେ ବାଇକ୍‌ରେ ଷ୍ଟଣ୍ଟର ଭିଡିଓ ତିଆରି କରି ସୋସିଆଲ ମିଡିଆ ପ୍ଲାଟଫର୍ମରେ ଅପଲୋଡ କରୁଥିଲେ। ଏହାସହ ମଡେଲିଂ ଫଟୋ ମଧ୍ୟ ସୋସିଆଲ ମିଡିଆରେ ଶେୟାର କରନ୍ତି। ପୋଲିସ ସଞ୍ଜନାରେ ପହଞ୍ଚି ସଞ୍ଜନାଙ୍କ ବିରୋଧରେ ମାମଲା ରୁଜୁ କରି ଗିରଫ କରିଥିଲା।

 

View this post on Instagram

 

A post shared by _SANJU_ (@princi_sanju_99)


Enter your email to get our daily news in your inbox.

All Right Reserved By Dharitri.Com

ହିମାଚଳ ପ୍ରଦେଶରେ ଭୂସ୍ଖଳନ

ଶିମଲା,୨୫।୬: ହିମାଚଳ ପ୍ରଦେଶ କିନୌର ଜିଲାର କଶଙ୍ଗ ନାଳ ନିକଟରେ ଭୂସ୍ଖଳନ ଯୋଗୁ ପାହାଡ଼ର ଏକ ଅଂଶ ଧସି ଯାଇଥିଲା। ଫଳରେ ନ୍ୟାସନାଲ ହାଇଓ୍ବେ-୫ରେ ରାସ୍ତା...

ସର୍ବଦଳୀୟ ବୈଠକରେ ସରକାରଙ୍କୁ ମିଳିଲା ସମର୍ଥନ: କଂଗ୍ରେସ ରଖିଲା କିଛି ପ୍ରଶ୍ନ

ନୂଆଦିଲ୍ଲୀ,୧୯।୬: ଭାରତ-ଚାଇନା ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏକ ସର୍ବଦଳୀୟ ବୈଠକ ଆୟୋଜିତ ହୋଇଛି। ଏଥିରେ ପ୍ରାୟ ୨୦ଟି ଦଳ ଭାଗ...

ନାଜାଲ୍‌ କୋଭିଡ୍‌ ଟିକା ପରୀକ୍ଷା ପାଇଁ ଭାରତ ବାୟୋଟେକ୍‌କୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୮।୧: କରୋନା ମହାମାରୀର ତୃତୀୟ ଲହର ସମୟରେ ନାଜାଲ କୋଭିଡ୍‌ ଟିକା ଟ୍ରାଏଲ ପାଇଁ ଭାରତ ବାୟୋଟେକକୁ ମିଳିଛି ଅନୁମତି। ଫେଜ ଥ୍ରୀ’ର କ୍ଲିନିକାଲ ଟ୍ରାଏଲ...

ଦିନକ ମଧ୍ୟରେ ଉତ୍ତର ଦିଅ

ନୂଆଦିଲ୍ଲୀ,୭।୧: ପଞ୍ଜାବର ଫିରୋଜପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ଉପରେ ଭଠିଣ୍ଡା ପୋଲିସକୁ ନୋଟିସ ଜାରି କରିଛି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ। ଉତ୍ତର...

ଜେଏନ୍‌ୟୁରେ ଛାତ୍ର-କର୍ମଚାରୀ ସଂଘର୍ଷ

ନୂଆଦିଲ୍ଲୀ,୧୦।୬: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ)ର ଗୋଟିଏ ଗୋଷ୍ଠୀ ଛାତ୍ର ଏବଂ କର୍ମଚାରୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଛାତ୍ରଗୋଷ୍ଠୀ ଜବରଦସ୍ତ ସେଣ୍ଟ୍ରାଲ ଲାଇବ୍ରେରିରେ ପ୍ରବେଶ କରି କାଚ...

ସ୍ବାଭିମାନୀ ଗୀତା: ପଦ୍ମ ପୁରସ୍କାର ନେବାକୁ ମନା କରିଥିଲେ

ନୂଆଦିଲ୍ଲୀ,୧୭ା୯: ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଲେଖିକା ତଥା ବୃତ୍ତଚିତ୍ର ନିର୍ଦ୍ଦେଶିକା-ପ୍ରଯୋଜିକା ଗୀତା ମେହେଟ୍ଟା ଜଣେ ସ୍ବାଭିମାନୀ ବ୍ୟକ୍ତିତ୍ୱର ଅଧିକାରିଣୀ ଥିଲେ। ୨୦୧୯ ଜାନୁୟାରୀ ୨୫ରେରେ କେନ୍ଦ୍ର ସରକାର...

ନାଜାଲ ଭାକ୍ସିନର ଫାଇନାଲ ପରୀକ୍ଷାକୁ ମିଳିଲା ମଞ୍ଜୁରୀ

ହାଇଦ୍ରାବାଦ,୧୩।୮: ଭାରତ ବାୟୋଟେକ୍‌ ପ୍ରସ୍ତୁତ ପ୍ରଥମ ନାଜାଲ କୋଭିଡ୍‌ ଭାକ୍ସିନର ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷାକୁ ଶୁକ୍ରବାର ଅନୁମତି ମିଳିଛି। ପୂର୍ବରୁ ୧୮ରୁ...

ମୋଦିଙ୍କ ନକଲ କରିବାରୁ ଏତଲା

ନୂଆଦିଲ୍ଲୀ, ୨୧ା୨: ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ଯୋଗୁ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିବା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନକଲ କରିବା ହାସ୍ୟ ଅଭିନେତା...

Advertisement
Archives

Model This Week