୭ ବର୍ଷ ହେଲାଣି ଏହି ବ୍ୟବସାୟୀଙ୍କୁ ଡେଟ୍‌ କରୁଛନ୍ତି ସୁରଭି; ଏକଦା ‘ଇସ୍କବାଜ୍‌’ ଛାଡ଼ିବାକୁ ନେଇ…

ବମ୍ବେ: ଟେଲି ଅଭିନେତ୍ରୀ ସୁରଭି ଚନ୍ଦନାଙ୍କ ଆଜି ହାପି ବର୍ଥ ଡେ। ଏହାକୁ ନେଇ ପ୍ରଶଂସକଙ୍କଠାରୁ ଆରମ୍ଭ କରି ସାଥୀ କଳାକାରଙ୍କ ତରଫରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟୁଛି। ତେବେ ବିଜ୍ଞାପନରୁ ନିଜର କ୍ୟାରିୟର ଆରମ୍ଭ କରିଥିଲେ ସେ। ଅନେକ ଛୋଟମୋଟ ଚରିତ୍ରରେ ଅଭିନୟ କରିବା ପରେ ‘ଇସ୍କବାଜ୍‌’ରେ ସେ ନଜର ଆସିଥିଲେ। ଏହା ତାଙ୍କୁ ଲୋକପ୍ରିୟ କରିଥିଲା।

ପଞ୍ଜାବୀ ପରିବାରରେ ସୁରଭିଙ୍କ ଜନ୍ମ। ୨୦୦୯ରେ ଲୋକପ୍ରିୟ ଟେଲି ଧାରାବାହିକ ‘ତାରକ୍‌ ମେହେଟ୍ଟା କା ଉଲ୍‌ଟା ଚଷମା’ରୁ ସେ ଡେବ୍ୟୁ କରିଥିଲେ। ଏହାପରେ ସେ ‘ଏକ ନଣନ୍ଦ କି ଖୁସିଓ କି ଚାବି…ମେରି ଭାବି(୨୦୧୫), କୁବୁଲ ହୈ(୨୦୧୫)ରେ କାମ କରିଥିଲେ। ହେଲେ ଅଭିନେତା ନକୁଲ ମେହେତାଙ୍କ ବିପକ୍ଷରେ ‘ଇସ୍କବାଜ୍‌’ରେ ତାଙ୍କ ଅଭିନୟକୁ ପ୍ରଶଂସକ ବେଶ ପସନ୍ଦ କରିଥିଲେ। ଏହାଛଡ଼ା ସେ ଫିଲ୍ମ ‘ବବି ଜାସୁସ୍‌’ରେ ବି ନଜର ଆସିଛନ୍ତି।

୨୦୧୮ରେ ‘ଇସ୍କବାଜ୍‌’ ଶୋ’ ଛାଡ଼ିଥିଲେ ସୁରଭି। ପ୍ରଶଂସକ ଏହାକୁ ବିରୋଧ କରିଥିଲେ। ଯଦି ସୁରଭି ନାହାନ୍ତି ତେବେ ଶୋ’କୁ ବନ୍ଦ କରିଦେବା ଉଚିତ ବୋଲି ସେମାନେ ଜିଦ୍‌ ଧରି ବସିଥିଲେ।

ବ୍ୟକ୍ତିଗତ ଜୀବନ ଦେଖିଲେ ସେ ଏବେ ବ୍ୟବସାୟୀ କରନ୍‌ ଶର୍ମାଙ୍କୁ ଡେଟ୍‌ କରୁଛନ୍ତି। ୨୦୧୪ରୁ ସେ ତାଙ୍କ ସହ ରିଲେସନଶିପ୍‌ରେ ଅଛନ୍ତି। ଉଭୟ ଏକାଠି ହୋଇ ବୁଲିବା ଏବଂ ପାର୍ଟି କରୁଥିବା ଦେଖିବାକୁ ମିଳେ। ନିଜର ସୋସିଆଲ ଆକାଉଣ୍ଟରେ କରନ୍‌ଙ୍କ ସହ ସେ ନିଜର ଫଟୋ ମଧ୍ୟ ଶେୟାର କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri