ସୁରେଶ ଚୌଧୁରୀ ବ୍ଲକ କଂଗ୍ରେସ ସଭାପତି, ପିସିସି ସଭାପତିଙ୍କୁ ଧନ୍ୟବାଦ…

କର୍ଲାମୁଣ୍ଡା,୧୮/୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କଂଗ୍ରେସ କମିଟି ସଭାପତି ଭାବେ ସୁରେଶ ଚୌଧୁରୀ ପୁନର୍ବାର ନିଯୁକ୍ତି ପାଇଛନ୍ତି । ସେ ବର୍ତ୍ତମାନ ଖ ଜୋନ ଜିଲ୍ଲା ପରିଷଦ ସଭ୍ୟ ରହିଥିବା ବେଳେ ଗତ ଜିଲ୍ଲା ପରିଷଦ ନିର୍ବାଚନରେ କଳାହାଣ୍ଡି ଜିଲାରେ ସେ ଏକମାତ୍ର କଂଗ୍ରେସ ପ୍ରାର୍ଥୀ ଭାବେ ବିଜୟୀ ହୋଇଥିଲେ ।

ସୁରେଶ ଚୌଧୁରୀ ଏଥିପାଇଁ ପିସିସି ସଭାପତି ଭକ୍ତ ଚରଣ ଦାସ, ଜିଲ୍ଲା ସଭାପତି ଜଳନ୍ଧର ନାଏକଙ୍କୁ କୃତଜ୍ଞତା ଜଣାଇବା ସହ ସମସ୍ତଙ୍କୁ ନେଇ ଦଳ କୁ ସୁଦୃଢ କରିବି ବୋଲି ପ୍ରକାଶ କରିଛନ୍ତି । ସେହିପରି ବରିଷ୍ଠ ନେତା ରାଜକିଶୋର ମିଶ୍ର ଜିଲ୍ଲା ଉପସଭାପତି ଓ ଗୋବର୍ଦ୍ଧନ କୁମାର ଜିଲା ସମ୍ପାଦକ ଭାବେ ନିଯୁକ୍ତି ପାଇଛନ୍ତି  ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି…

ମିଲର୍ସଙ୍କ ମର୍ଜିରେ ଚାଲିଛି ଧାନକିଣା: ଗର୍ଜିଲେ ଚାଷୀ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ସପ୍ତାହକ ପରେ ଏହି ପ୍ରକ୍ରିୟାକୁ ମାସେ ବିତିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ…

ମମି ଶରୀରରେ ବଢୁଛନ୍ତି ଅଣୁଜୀବ: ୫,୩୦୦ ବର୍ଷ ପରେ ବି ଜୀବିତ

ବୋଲଜାନୋ (ଇଟାଲୀ),୪ା୬:ପ୍ରାୟ ୫,୩୦୦ ବର୍ଷ ପୂର୍ବେ ଇଟାଲୀର ଆଲ୍ପସ ପର୍ବତମାଳାରେ ଜଣେ ଶିକାରୀଙ୍କୁ ତୀର ମାରି ହତ୍ୟା କରାଯାଇଥିଲା। ବର୍ଷ ବର୍ଷ ଧରି ବରଫ ତଳେ ପୋତିହୋଇ…

ହସ୍ପିଟାଲ ICUରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ରୋଗୀ ଜୀବନ୍ତ ଦଗ୍ଧ

ପାଟନା,୪।୬: ଦିଲ୍ଲୀର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡର ମାତ୍ର ଗୋଟିଏ ଦିନ ପରେ, ବିହାରର ମୁଜାଫରପୁରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିବା ରିପୋର୍ଟ ଆସିଛି। ଗୁରୁବାର ପ୍ରାୟ…

ଛତ୍ରପୁର ମହୋତ୍ସବର ତୃତୀୟ ସନ୍ଧ୍ୟା: ଦୀପ୍ତିରେଖା-କୁଲଦୀପଙ୍କ ଗୀତରେ ବିଭୋର ହେଲେ ଶ୍ରୋତା

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

କଳାବ୍ୟାଜ୍‌ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri