ସୁରେଶ ଦଳାଇ ହେଲେ ଉତ୍ତରାଞ୍ଚଳ ଆର୍‌ଡିସି

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସଚିବ ସୁରେଶ ଚନ୍ଦ୍ର ଦଳାଇଙ୍କୁ ରାଜ୍ୟ ସରକାର ସମ୍ବଲପୁର ରାଜସ୍ବ ଡିଭିଜନ କମିଶନର(ଉତ୍ତରାଞ୍ଚଳ ଡିଭିଜନ) ଭାବେ ନିଯୁକ୍ତି ଦେଇଛନ୍ତି। ସେହିପରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ସଚିବ ରଞ୍ଜନ କୁମାର ଦାସଙ୍କୁ ବିଭାଗର ସଚିବ ଦାୟିତ୍ୱ ଦିଆଯାଇଛି। ଏଥିସହିତ ସେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ନିର୍ଦ୍ଦେଶକ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦ୍ୱାରା ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା:ହତ୍ୟା ମାମଲା ରୁଜୁ, ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଖାରବେଳନଗର ଥାନା ନିକଟ ଗୁରୁଦ୍ୱାରା ପରିସରରୁ ଗୁରୁବାର ସୁବାସ ନାୟକ ନାମକ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ମୃତଦେହ ଉଦ୍ଧାର ସମୟରେ ତାଙ୍କ...

ଓଡ଼ିଆରେ ଇଞ୍ଜିନିୟରିଂ ଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି

ଭୁବନେଶ୍ୱର, ୯।୨(ବ୍ୟୁରୋ): ଆଞ୍ଚଳିକ ବା ମାତୃଭାଷାରେ ବୈଷୟିକ ଶିକ୍ଷା ପ୍ରଚଳନ ପାଇଁ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଯେଉଁ ଉଦ୍ୟମ ଆରମ୍ଭ କରିଛି, ତାହା ସଫଳତା...

କାର୍ଯ୍ୟକାରୀ ହେବ ୬୦୨କୋଟିର ବନ ପ୍ରକଳ୍ପ

ଭୁବନେଶ୍ୱର, ୨୩।୮(ବ୍ୟୁରୋ): ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ୨୦୨୦-୨୧ ଆର୍ଥତ୍କ ବର୍ଷରେ ୬୦୨କୋଟି ଟଙ୍କାର ବନ ପ୍ରକଳ୍ପ କାର୍ଯ୍ୟକାରୀ କରିବ। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ସଂଯୋଜନା କମିଟି...

ଟିକା ପାଇଁ ଓଡ଼ିଶାର ପ୍ରସ୍ତୁତି ଜାରି ରହିଛି : ମନ୍ତ୍ରୀ

ଭୁବନେଶ୍ୱର, ୨୦।୧୧(ବ୍ୟୁରୋ) – କରୋନା ସଂକ୍ରମଣର ଦ୍ୱିତୀୟ ପର୍ଯ୍ୟାୟ ଡିସେମ୍ବରରେ ଆସିବ ବୋଲି ଆଶଙ୍କା କରାଯାଉଛି। ଏପରିସ୍ଥଳେ ଟିକା କେବେ ଆସିବ ତାହାକୁ ନେଇ ସମସ୍ତଙ୍କ...

ସଭାପତି ପଦରେ ରହିଲେ ନିରଞ୍ଜନ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଓଡ଼ିଶା କଂଗ୍ରେସକୁ ସଜାଡିବା ପାଇଁ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଚିନ୍ତା ପ୍ରକଟ କରିଛନ୍ତି। ଏଆଇସିସି ପକ୍ଷରୁ ଏକ ବିଜ୍ଞପ୍ତି...

କଳା, କଳାକାରଙ୍କ କଥା କହିବେ ବୋସ୍‌ କ୍ରିଷ୍ଣାଚାରୀ

ଭୁବନେଶ୍ୱର,୬ା୨(ବ୍ୟୁରୋ): ଜେ.ଡି. ସେଣ୍ଟର ଅଫ୍‌ ଆର୍ଟ(ଜେଡିସିଏ)ର ଫିଲ୍ମ ଫୋରମ୍‌ ଆନୁକୂଲ୍ୟରେ ଫେବୃୟାରୀ ୭ରୁ ୯ ଯାଏ ଆୟୋଜିତ ହେବ କଳା ଓ କଳାକାର ଆଧାରିତ ତ୍ରୟୋଦଶ...

ଧାରା ୩୭୦ ଉଚ୍ଛେଦକୁ ସମର୍ଥନ ମିଳିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର,୨-୯(ବ୍ୟୁରୋ):ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ଦେଶର ସମସ୍ତ ଲୋକଙ୍କୁ ଅବଗତ ଓ ସଚେତନ କରିବାକୁ ଭାଜପା ପକ୍ଷରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସେପ୍ଟେମ୍ବର ୧ରୁ ୩୦...

ଭୁବନେଶ୍ୱରରେ ଡିଜେଲ ୧୦୦ ଟପିଲା

ଭୁବନେଶ୍ୱର,୪।୪: କ୍ରମାଗତ ଦ୍ୱିତୀୟ ଦିନ ଲାଗି ତୈଳଦର ଉଚ୍ଚ ପରିମାଣରେ ବୃଦ୍ଧି ପାଇଛି। ଏପରିକି ଗତ ୧୩ଦିନ ମଧ୍ୟରେ ୧୧ଥର ତୈଳ ଦରରେ ପରିବର୍ତ୍ତନ ଘଟିଲାଣି।...

Advertisement
Archives

Model This Week