ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ୱ: ଓଇଆର୍‌ସି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶା ଇଲେକ୍ଟ୍ରିସିଟି ରେଗୁଲେଟୋରୀ କମିଶନ(ଓଇଆର୍‌ସି) ଚେୟାରମ୍ୟାନ୍‌ ହେବେ ସୁରେଶ ମହାପାତ୍ର। ରବିବାର ତାଙ୍କର ନୂଆ ନିଯୁକ୍ତି ନେଇ ଶକ୍ତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଆଇଏସ୍‌ ଅଫିସର ସୁରେଶ ଏବେ ରାଜ୍ୟର ମୁଖ୍ୟ ଶାସନ ସଚିବ ଅଛନ୍ତି। ଚଳିତ ମାସ ୨୮ ତାରିଖରେ ସେ ଅବସର ନେବେ। ଏହା ପୂର୍ବରୁ ରାଜ୍ୟ ସରକାର ତାଙ୍କୁ ଥଇଥାନ କରିଛନ୍ତି। ତେବେ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ଦୁଇଥର ୬ ମାସ ଲେଖାଏ ତାଙ୍କ କାର୍ଯ୍ୟକାଳ ଅବଧିକୁ ବଢ଼ାଇଥିଲେ। ହେଲେ ପ୍ରଦୀପ କୁମାର ଜେନାଙ୍କୁ ମୁଖ୍ୟ ଶାସନ ସଚିବ ଭାବେ ସରକାର ନିଯୁକ୍ତ ଦେବା ପରେ ସୁରେଶଙ୍କୁ ଓଇଆର୍‌ସି ଚେୟାରମ୍ୟାନ ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri