ସୁରେଶ ମହାପାତ୍ର ହେଲେ ସିଏମ୍‌ଓ ମୁଖ୍ୟ ପରାମର୍ଶଦାତା

ଭୁବନେଶ୍ୱର,୧୭।୧୧(ଅନୀଲ ଦାସ): ପୂର୍ବତନ ମୁଖ୍ୟ ଶାସନସଚିବ ଏବଂ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆର୍‌ସି)ର ଅଧ୍ୟକ୍ଷ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ନୂତନ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି। ଏହି ନିଯୁକ୍ତି ପାଇବା ପରେ ସେ ଓଇଆର୍‌ସି ଅଧ୍ୟକ୍ଷ ପଦରୁ ଶୁକ୍ରବାର ଇସ୍ତଫା ଦେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ପଦରୁ ପୂର୍ବତନ ଆଇଏଏସ୍‌ ଅଫିସର ଆର୍‌. ବାଳକ୍ରିଷ୍ଣନଙ୍କୁ ଅବ୍ୟାହତି ଦିଆଯାଇଛି। ସେହିଭଳି ପୂର୍ବତନ ମୁଖ୍ୟ ଶାସନସଚିବ ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ଅସୀତ ତ୍ରିପାଠୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ପ୍ରମୁଖ ପରାମର୍ଶଦାତା ପଦବୀରୁ ମୁକ୍ତ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?