ସୁରେଶ ମହାପାତ୍ର ହେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ହେଲେ ମୁଖ୍ୟ ଶାସନ ସଚିବ। ଅସିତ୍‌ ତ୍ରିପାଠୀଙ୍କ ପରେ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି।  ପୂର୍ବରୁ ସେ ଉନ୍ନୟନ କମିଶନର ଦାୟିତ୍ୱରେ ଥିଲେ। ୧୯୮୬ ମସିହାର ଆଇଏଏସ୍‌ ଅଧିକାରୀ ହେଉଛନ୍ତିି ସୁରେଶ ମହାପାତ୍ର।
ସେହିପରି ପ୍ରଦୀପ କୁମାର ଜେନା ନୂଆ ଉନ୍ନୟନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ପୁଣି ୧୨୪୭ ପଜିଟିଭ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୨୪୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଛି।...

ସ୍କୁଲରେ ଶିକ୍ଷା ପୂର୍ବରୁ ଦକ୍ଷତା ଟେଷ୍ଟ

ଅନୁଗୋଳ ଅଫିସ, ୧୦।୧୦ କରୋନା କାରଣରୁ ଗତ ମାର୍ଚ୍ଚରୁ ସ୍କୁଲ ବନ୍ଦ ହେବା ପରେ କେବଳ ଅନ୍‌ଲାଇନ୍‌ ଶିକ୍ଷା ହିଁ ଏକମାତ୍ର ଭରସା ପାଲଟିଛି। ହେଲେ...

ପୋଲିସର ସହଯୋଗକୁ ଆଇଜିଙ୍କ ପ୍ରଶଂସା

ଅନୁଗୋଳ ଅଫିସ, ୨୮।୪ ଲକ୍‌ଡାଉନ୍‌ କଟକଣାକୁ ଅନୁଗୋଳରେ କଡ଼ାକଡ଼ି କରିବା ସହ ଭୋକିଲା ଓ ସହଯୋଗ ଲୋଡ଼ୁଥିବା ଲୋକଙ୍କ ନିକଟରେ ସହାୟତା ପହଞ୍ଚାଇପାରୁଥିବା ଅନୁଗୋଳ ପୋଲିସକୁ...

ରାଜ୍ୟରେ ଆଉ ୭୨୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୫।୭(ବ୍ୟୁରୋ)-ରାଜ୍ୟରେ ଶନିବାର ପୁଣି ୭୨୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୩୯୧ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୯, କଟକରୁ ୪୩, ବାଲେଶ୍ୱରରୁ...

ରାଜ୍ୟରୁ ପୁଣି ୪୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର କରୋନା ଆଉ ୪୦ ଜଣଙ୍କ ଜୀବନ...

ଇଚ୍ଛାପୁରସ୍ଥ ସ୍ନାନମଣ୍ଡପରେ ଶ୍ରୀବଳଦେବଜୀଉ

କେନ୍ଦ୍ରାପଡ଼ା ଅଫିସ, ୧୭ା୬: ସୋମବାର ଦେବସ୍ନାନ ପୂର୍ଣ୍ଣିମା। ଏହି ଉପଲକ୍ଷେ କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥିତ ଶ୍ରୀବଳଦେବଜୀଉ ମନ୍ଦିର ପରିସରରେ ଥିବା ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ...

ରାଜଧାନୀରେ ନକଲି ତେଲ, ଘିଅ କାରଖାନା ଠାବ: ପୂଜକଙ୍କ ସମେତ ୪ ଅଟକ

କଟକ ରୋଡ୍‌,୩।୯(ଡି.ଏନ୍‌.ଏ.): କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାର୍ଡ ଓ ଲକ୍ଷ୍ମୀସାଗର ଥାନା ପୋଲିସ ମଙ୍ଗଳବାର ଲକ୍ଷ୍ମୀସାଗର ଥାନା ଅଧୀନ ହାଉସିଂ ରୋଡ୍‌ ଷ୍ଟେଜ୍‌-୧ ଅଞ୍ଚଳରେ ଚଢ଼ାଉ...

୪୮ଘଣ୍ଟା ପରେ ଧରାପଡ଼ିଲେ ବ୍ୟାଙ୍କ ଲୁଟେରା

ସୁନ୍ଦରଗଡ଼,୩୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସହର ନିକଟ କିରେଇସ୍ଥିତ ଉତ୍କଳ ଗ୍ରାମ୍ୟବ୍ୟାଙ୍କରୁ ଗତ ୨୭ ତାରିଖରେ ବନ୍ଧୁକ ଦେଖାଇ ୪ଜଣ ଡକାୟତ ଲକ୍ଷାଧିକ ଟଙ୍କା ଲୁଟି ନେବା ଘଟଣାରେ...

Advertisement
Archives

Model This Week