ଭୁବନେଶ୍ୱର,୧।୩: ସୁରେଶ ପନ୍ତ ନୂଆ ପିସିସିଏଫ ନିଯୁକ୍ତ ହୋଇଛନ୍ତି। ୧୯୯୦ ବ୍ୟାଚର IFS ସୁରେଶ ପନ୍ତ। ଭାରତୀୟ ବନ ସେବା (ଆଇଏଫଏସ) ଅଧିକାରୀ ସୁରେଶ ପନ୍ତ ଓଡ଼ିଶାର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ପିସିସିଏଫ) ଭାବେ ନିଯୁକ୍ତ ହୋଇଛନ୍ତି। ଏନେଇ ଶନିବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


