ସୁରେଶ ପନ୍ତ ନୂଆ ପିସିସିଏଫ୍‌

ଭୁବନେଶ୍ୱର,୧।୩: ସୁରେଶ ପନ୍ତ ନୂଆ ପିସିସିଏଫ ନିଯୁକ୍ତ ହୋଇଛନ୍ତି। ୧୯୯୦ ବ୍ୟାଚର IFS ସୁରେଶ ପନ୍ତ। ଭାରତୀୟ ବନ ସେବା (ଆଇଏଫଏସ) ଅଧିକାରୀ ସୁରେଶ ପନ୍ତ ଓଡ଼ିଶାର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ପିସିସିଏଫ) ଭାବେ ନିଯୁକ୍ତ ହୋଇଛନ୍ତି। ଏନେଇ ଶନିବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍‌ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!

ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri