ସୁରେଶ ପୂଜାରୀ ଅସୁସ୍ଥ: ଛାତିରେ ଯନ୍ତ୍ରଣା ପରେ ଆଇସିୟୁରେ ଭର୍ତ୍ତି…

ଭୁବନେଶ୍ୱର,୩।୩: ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ । ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ (AIIMS) ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଆଜି ହଠାତ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଡାକ୍ତରଖାନା ଅଣାଯାଇଥିଲା । ଏମ୍ସର ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ବିଭିନ୍ନ ପରୀକ୍ଷା ନିରୀକ୍ଷା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri