Posted inରାଜ୍ୟ

ସୁରେଶ ପୂଜାରୀଙ୍କୁ ଆସିଲା ଫୋନ କଲ୍, ହେବେ ମନ୍ତ୍ରୀ

ଭୁବନେଶ୍ୱର,୧୨।୬: ମୋହନ ମଝି ଓଡ଼ିଶାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଆଉ କିଛି ସମୟ ବ୍ୟବଧାନରେ ଶପଥ ଗ୍ରହଣ କରିବାକୁଯାଉଥିଲା ବେଳେ ତାଙ୍କ ମନ୍ତ୍ରୀ ମଣ୍ଡଳରେ ସାମିଲ ହେବାକୁ ଥିବା ନେତା ମାନଙ୍କୁ ଫୋନ କଲ୍ ଆସିବାରେ ଲାଗିଛି। ଏହି କ୍ରମରେ ବ୍ରଜରାଜନଗର ବିଧାୟକ ସୁରେଶ ପୂଜାରୀଙ୍କୁ ମଧ୍ୟ ଡାକରା ଆସିଛି। ଶପଥ ଗ୍ରହଣ ସମାରୋହରେ ସେ ମଧ୍ୟ ଶପଥ ନେବେ।

ଦୁଇ ଉପମୁଖ୍ୟମନ୍ତ୍ରୀ କେଭି. ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ମିଶାଇ ମୋହନ ମୋଟ ୧୬ ଜଣଙ୍କୁ ତାଙ୍କ ମନ୍ତ୍ରୀ ମଣ୍ଡଳରେ ସାମିଲ କରୁଛନ୍ତି। ତେବେ ଯେଉଁମାନେ ଶପଥ ଗ୍ରହଣ କରିବେ ସେମାନଙ୍କ ତାଲିକା ରାଜଭବନ ପକ୍ଷରୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ସବୁଠାରୁ ଯୁବ ମୁଖ୍ୟମନ୍ତ୍ରୀ କିଏ? ସମ୍ପୂର୍ଣ୍ଣ ତାଲିକା ଦେଖନ୍ତୁ

ନୂଆଦିଲ୍ଲୀ,୯।୫: ପଶ୍ଚିମବଙ୍ଗର ରାଜନୀତିରେ ଏକ ଐତିହାସିକ ପରିବର୍ତ୍ତନ ଘଟିବାକୁ ଯାଉଛି। ଆଜି ପ୍ରଥମ ଥର ପାଇଁ ରାଜ୍ୟରେ ଭାଜପା ସରକାର ଗଠନ ହେବାକୁ ଯାଉଛି । ଭବାନୀପୁର…

ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା କଲା ଭାଜପା: ଜାଣନ୍ତୁ କେଉଁ ଜିଲାରୁ କିଏ ପାଇଲେ ଦାୟିତ୍ୱ

ଭୁବନେଶ୍ୱର,୯।୫: ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା ଐଶ୍ୱର୍ଯ୍ୟା ବିଶ୍ୱାଳ ରାଜ୍ୟର ବିଭିନ୍ନ ସାଙ୍ଗଠନିକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାମ ଶୁକ୍ରବାର ଘୋଷଣା କରିଛନ୍ତି।…

ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାଁ ଘୋଷଣା କଲା ଭାଜପା: ଭୋଳି ସାହୁଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା ଐଶ୍ୱର୍ଯ୍ୟା ବିଶ୍ୱାଳ ରାଜ୍ୟର ବିଭିନ୍ନ ସାଙ୍ଗଠନିକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାମ ଶୁକ୍ରବାର ଘୋଷଣା…

ଦେଶରେ ବଢ଼ିବ ପେଟ୍ରୋଲ-ଡିଜେଲର ମୂଲ୍ୟ, ୩୦ହଜାର କୋଟି କ୍ଷତି ସହୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୯।୫:  ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ପରେ, ବିଶ୍ୱ ବଜାରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା ଏହି ସଂଘର୍ଷ…

ରାତାରାତି ଫଲୋଅର୍ସ ଗାଏବ୍‌, ଚିନ୍ତାରେ କୋହଲିଙ୍କ ସମେତ ଏହି ଷ୍ଟାର୍‌, ଜାଣନ୍ତୁ କାହିଁକି

ସୋସିଆଲ ମିଡିଆ ଜଗତରୁ ସମ୍ପ୍ରତି ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ରାତାରାତି ଅନେକ ପ୍ରମୁଖ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଫଲୋଅର୍ସ ସଂଖ୍ୟାରେ ଏକ ବଡ଼ ହ୍ରାସ…

ଅବିନାଶ ନନ୍ଦଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ଯୁବ ମୋର୍ଚ୍ଚା ଜିଲା ସଭାପତିଙ୍କ ନାମ…

ଶୁଭେନ୍ଦୁ ମୁଖ୍ୟମନ୍ତ୍ରୀ ହେବାପରେ ଆସିଲା ଶେଖ ହସିନାଙ୍କ ପ୍ରତିକ୍ରିୟା: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୯।୫: ପଶ୍ଚିମବଙ୍ଗରେ ବିଜେପିର ନବନିର୍ବାଚିତ ବିଧାୟକ ଦଳର ଏକ ବୈଠକ ପରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ମୁଖ୍ୟମନ୍ତ୍ରୀ ପଦ ପାଇଁ…

ହାତୀଙ୍କୁ ଠେଙ୍ଗାରେ ପିଟିବା ସହ ହାତୀପଲଙ୍କ ଭିଡିଓ କରି ସୋସିଆଲ ମିଡିଆରେ ଛାଡିବା ପଡିଲା ମହଙ୍ଗା: ବିଳମ୍ବିତ ରାତିରେ ୨ ନାବାଳକ ଗିରଫ

ପାଟଣା, ୯।୫(ବୀର କିଶୋର ଦାଶ): ଗତ ୪/୫ଦିନ ତଳେ ୪ଟି ଦନ୍ତା ହାତୀପାଟଣା ରେଞ୍ଜ ମଲ୍ଲିପଶି ବିଟରେ ଡେରା ପକାଇ ଥିବାବେଳେ ହାତୀଙ୍କୁ ଠେଙ୍ଗାରେ ପିଟିବା, ଲାଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri