ନୂଆଁଖାଇରେ କୋଭିଡ୍‌ କଟକଣା କୋହଳ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସୁରେଶ ପୂଜାରୀ

ବରଗଡ଼ ଅଫିସ,୯ା୮: ବରଗଡ଼ ଏମ୍‌ପି ସୁରେଶ ପୂଜାରୀ ପଶ୍ଚିମ ଓ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ କୋଭିଡ୍‌ କଟକଣା କୋହଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ଲେଖିଛନ୍ତି। ସେହି ଚିଠିରେ ଏମ୍‌ପି ଉଲ୍ଲେଖ କରିଛନ୍ତି ଯେ, ନୂଆଁଖାଇ ସଂସ୍କୃତି , ଐତିହ୍ୟ, ଭାଇ ତଥା ପରମ୍ପରାର ଏକ ଜୀବନ୍ତ ନିଦର୍ଶନ । ସାରା ଓଡ଼ିଶାରେ କୃଷିଭିତ୍ତିକ ଗଣପର୍ବ ଭାବେ ଏହା ପ୍ରସିଦ୍ଧ। ଫଳରେ ଯେଭଳି କୋଭିଡ୍‌-୧୯ ମହାମାରୀ ସମୟରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସମସ୍ତ କଟକଣା ମଧ୍ୟରେ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ସୁରୁଖୁରୁରେ ପାଳନ କରାଯାଇପାରିଲା, ଠିକ୍‌ ସେଭଳି ସମସ୍ତ ପ୍ରକାର କୋଭିଡ୍‌ – ୧୯ର କଟକଣା ଓ ମାର୍ଗଦର୍ଶିକା ଭିତରେ ନୂଆଁଖାଇ ପର୍ବ ପାଳନ ପାଇଁ ଅନୁମତି ଦିଆଯାଉ। ନୀତିକାନ୍ତି ପାଳନ ପାଇଁ ପଦକ୍ଷେପ ଗ୍ରହଣ ସହିତ ଆବଶ୍ୟକ ସାମଗ୍ରୀ କିଣାବିକା ନିମନ୍ତେ ନୂଆଁଖାଇ ତିଥିର ଅବ୍ୟବହିତ ପୂର୍ବରୁ କଟକଣା କୋହଳ ପାଇଁ ବ୍ୟବସ୍ଥା ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ସମସ୍ତ ଗରିବ କଲ୍ୟାଣ ଯୋଜନାର ଅର୍ଥ ରାଶି ନୂଆଁଖାଇ ପୂର୍ବରୁ ହିତାଧିକାରୀମାନଙ୍କୁ ଆଗୁଆ ପ୍ରଦାନର ବ୍ୟବସ୍ଥା ପାଇଁ ଶୀଘ୍ର ପଦକ୍ଷେପ ନେବାକୁ ଏମ୍‌ପି ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri