ବାତ୍ୟା ପ୍ରସ୍ତୁତି ନେଇ ସୁରେଶ ପୂଜାରୀଙ୍କ ବଡ଼ ସୂଚନା: ଆସନ୍ତାକାଲି ରାତି ସୁଦ୍ଧା ଲୋକଙ୍କୁ…

ଭୁବନେଶ୍ୱର,୨୨।୧୦: ବାତ୍ୟା ପ୍ରସ୍ତୁତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜିଲା ପ୍ରଶାସନ ସହ ଯୋଗାଯୋଗରେ ଅଛୁ। ୨୫୦ଟି ରିଲିଫ ସେଣ୍ଟରର ବ୍ୟବସ୍ଥା କରାଯାଇଛି। ସବୁ ରିଲିଫ ସେଣ୍ଟରରେ ମହିଳା ପୋଲିସ ରହିବେ। ଜିଲା ପ୍ରଶାସନ ପକ୍ଷରୁ ଗ୍ରାଉଣ୍ଡ ଜିରୋରେ ତଦାରଖ ଚାଲିଛି। ସରକାରୀ ଆଶ୍ରୟସ୍ଥଳୀ ଛଡ଼ା ଆଉ ୫୦୦ଟି ଅସ୍ଥାୟୀ ଶିବିର ପ୍ରସ୍ତୁତ କରାଯାଇଛି। ଔଷଧ, ରନ୍ଧା ଓ ଶୁଖିଲା ଖାଦ୍ୟ ମହଜୁଦ ରଖାଯାଇଛି। ଗର୍ଭବତୀ, ଶିଶୁ ଓ ବୟସ୍କଙ୍କୁ ଆଗୁଆ ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଛି। ୨୩ ରାତି ସୁଦ୍ଧା ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

ମନ୍ତ୍ରୀ ଆହୁରି କହିଛନ୍ତି, ସମ୍ଭାବ୍ୟ ବାତ୍ୟାକୁ ନେଇ ସବୁଠି ଓଡ୍ରାଫ, NDRF ମୁତୟନ ହୋଇଛନ୍ତି। ରେଡ ଆଲର୍ଟ ଜିଲାରେ ଅଧିକ NDRF ଓ ଓଡ୍ରାଫ ଟିମ ରହିବେ। ଆବଶ୍ୟକ ସ୍ଥଳେ ହେଲିକପ୍ଟରର ବ୍ୟବହାର କରାଯିବ। ଆଲୋଚନା କରାଯାଇଛି, ଆଉ ଅଧିକ NDRF ଟିମ ଆସି ପହଞ୍ଚିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri