ମମତାଙ୍କୁ ସୁରେଶ ପୂଜାରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଶ୍ରୀକ୍ଷେତ୍ରର ବିକଳ୍ପ…

ଭୁବନେଶ୍ୱର,୫ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର କଡ଼ା ଜବାବ ଦେଇଛନ୍ତି। ମମତାଙ୍କୁ ହିନ୍ଦୁ ବିରୋଧୀ, ଜଗନ୍ନାଥ ବିରୋଧୀ କହି ଟାର୍ଗେଟ କରିଛନ୍ତି ସୁରେଶ ପୂଜାରୀ। ମମତା ଶ୍ରୀକ୍ଷେତ୍ରର ବିକଳ୍ପ ତିଆରି କରିବାକୁ ଚେଷ୍ଟା କରୁଛନ୍ତି। ମନ୍ଦିର ନିର୍ମାଣ ସ୍ବାଗତଯୋଗ୍ୟ, କିନ୍ତୁ ସେଇଟା ଶ୍ରୀକ୍ଷେତ୍ର ନୁହେଁ। ପ୍ରତିଦିନ ଗଣତନ୍ତ୍ରକୁ ରକ୍ତାକ୍ତ କରୁଛନ୍ତି ମମତା ବାନାର୍ଜୀ। କେତେ ଭକ୍ତଙ୍କ ଉପରେ ବେଙ୍ଗଲରେ ପ୍ରତିଦିନ ଆକ୍ରମଣ ହେଉଛି ବୋଲି ପଚାରିବାକୁ କହିଛନ୍ତି ମନ୍ତ୍ରୀ।

ଅନ୍ୟପକ୍ଷରେ ଆଜି ମମତା ବାନାର୍ଜୀ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରି କହିଛନ୍ତି ପୁରୀ ମନ୍ଦିର ଓ ଜଗନ୍ନାଥଙ୍କୁ ଆମେ ସମ୍ମାନ କରୁ ସାରା ଦେଶରେ କାଳୀ ମନ୍ଦିର ଓ ଗୁରୁଦ୍ୱାର ରହିଛି। ମାତ୍ର ଦୀଘା ମନ୍ଦିରକୁ ନେଇ ଏତେ ରାଗ କାହିଁକି ବୋଲି ଓଡ଼ିଶା ସରକାରଙ୍କୁ ମମତା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri