ମମତାଙ୍କୁ ସୁରେଶ ପୂଜାରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଶ୍ରୀକ୍ଷେତ୍ରର ବିକଳ୍ପ…

ଭୁବନେଶ୍ୱର,୫ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର କଡ଼ା ଜବାବ ଦେଇଛନ୍ତି। ମମତାଙ୍କୁ ହିନ୍ଦୁ ବିରୋଧୀ, ଜଗନ୍ନାଥ ବିରୋଧୀ କହି ଟାର୍ଗେଟ କରିଛନ୍ତି ସୁରେଶ ପୂଜାରୀ। ମମତା ଶ୍ରୀକ୍ଷେତ୍ରର ବିକଳ୍ପ ତିଆରି କରିବାକୁ ଚେଷ୍ଟା କରୁଛନ୍ତି। ମନ୍ଦିର ନିର୍ମାଣ ସ୍ବାଗତଯୋଗ୍ୟ, କିନ୍ତୁ ସେଇଟା ଶ୍ରୀକ୍ଷେତ୍ର ନୁହେଁ। ପ୍ରତିଦିନ ଗଣତନ୍ତ୍ରକୁ ରକ୍ତାକ୍ତ କରୁଛନ୍ତି ମମତା ବାନାର୍ଜୀ। କେତେ ଭକ୍ତଙ୍କ ଉପରେ ବେଙ୍ଗଲରେ ପ୍ରତିଦିନ ଆକ୍ରମଣ ହେଉଛି ବୋଲି ପଚାରିବାକୁ କହିଛନ୍ତି ମନ୍ତ୍ରୀ।

ଅନ୍ୟପକ୍ଷରେ ଆଜି ମମତା ବାନାର୍ଜୀ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରି କହିଛନ୍ତି ପୁରୀ ମନ୍ଦିର ଓ ଜଗନ୍ନାଥଙ୍କୁ ଆମେ ସମ୍ମାନ କରୁ ସାରା ଦେଶରେ କାଳୀ ମନ୍ଦିର ଓ ଗୁରୁଦ୍ୱାର ରହିଛି। ମାତ୍ର ଦୀଘା ମନ୍ଦିରକୁ ନେଇ ଏତେ ରାଗ କାହିଁକି ବୋଲି ଓଡ଼ିଶା ସରକାରଙ୍କୁ ମମତା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri