Posted inଖେଳ

ରାଇନାଙ୍କ ଦ୍ୱିଶତକ

ନୂଆଦିଲ୍ଲୀ,୧।୫ : ଚିନ୍ନା ଥାଲା ଭାବେ ଜଣାଶୁଣା ସୁରେଶ ରାଇନା ଆଇପିଏଲରେ ଖେଳିଛନ୍ତି ୨୦୦ତମ ମ୍ୟାଚ୍‌। ଶନିବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ରେ ଏହି ମାଇଲଷ୍ଟୋନ ହାସଲ କରିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବ୍ୟାଟ୍ସମ୍ୟାନ। ୨୦୦ ମ୍ୟାଚ୍‌ ଖେଳିବାରେ ରାଇନା ଆଇପିଏଲ ଇତିହାସର ଚତୁର୍ଥ ଖେଳାଳି। ତାଙ୍କ ବ୍ୟତୀତ ମହେନ୍ଦ୍ର ସିଂ ଧୋନୀ (ସିଏସ୍‌କେ), ରୋହିତ ଶର୍ମା (ଏମ୍‌ଆଇ) ଓ ଦୀନେଶ କାର୍ତ୍ତିକ (କେକେଆର୍‌) ଏହି ତାଲିକାରେ ଅଛନ୍ତି। ତେବେ ଦ୍ୱିଶତକ ଆଇପିଏଲ ମ୍ୟାଚ୍‌ରେ ପୂରା ଫେଲ ମାରିଥିଲେ ରାଇନା। ବ୍ୟାଟ୍ସମ୍ୟାନ ସ୍ବର୍ଗ ଭଳି ମନେ ହେଉଥିବା ପିଚ୍‌ରେ ମାତ୍ର ୨ ରନ୍‌ କରି ଆଉଟ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧା ହେଲେ ଆୟକର ଅଧିକାରୀ: ୪ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ଭଦ୍ରକ, ୪।୬(ସନାତନ ରାଉତ): ଭଦ୍ରକ ଆୟକର ସୁପରିଟେଣ୍ଡେଣ୍ଟ ରମେଶ ମହାନ୍ତିଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ସିବିଆଇ। ଜଣେ ବ୍ୟକ୍ତିଙ୍କ ନକଲି ପାନ କାର୍ଡ ଡିଲିଟ…

ଉପକୂଳ ଅଞ୍ଚଳରେ ବୃଦ୍ଧିପାଉଛି ଦେଶୀ ହାଣ୍ଡିଆ ଭାଟି: ନିଶା ସେବନ କରି ଯୁବପିଢ଼ି…

ମହାକାଳପଡ଼ା,୪ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁ ଦିନ ବୃଦ୍ଧି ପାଉଛି ଦେଶୀ ହାଣ୍ଡିଆ ଭାଟି। ବିଶେଷ କରି ଏହି ଅଞ୍ଚଳର…

ଜୁନ୍‌ ୨୦ ପାଇଁ ୧୦ ବିଭାଗର ତତ୍ପରତା: ପୂରାଦମ୍‌ରେ ଲାଗିପଡ଼ିଛନ୍ତି ଅଧିକାରୀ

ଭୁବନେଶ୍ୱର,୪ା୬(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟବାସୀଙ୍କୁ ପାନୀୟଜଳ ଯୋଗାଇବାଠାରୁ ଆରମ୍ଭ କରି ଗମନାଗମନ…

ଯାହାକୁ ଡରୁଥିଲେ ଟ୍ରମ୍ପ, ଶେଷରେ ତାହା ହିଁ ଘଟିଲା: ନିଜ ଲୋକ ବି ଦେଲେ ଧୋକା

ଓ୍ବାଶିଂଟନ୍‌,୪।୬: ଇରାନ ସହିତ ସଂଘର୍ଷକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟକା ଲାଗିଛି। ଇରାନ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ସୀମିତ କରିବା…

ରୋହିଗାଁ’ରୁ ବନ୍ଧାହେଲେ ୨୦ ଜୁଆଡି: ୫ ଲକ୍ଷ ୪୪ ହଜାର ଟଙ୍କା ସହ…

ବ୍ରହ୍ମପୁର, ୪/୬(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ପୋଲିସ ବୁଧବାର ବିଳମ୍ବିତ ରାତିରେ ରୋହିଗାଁରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡାରେ ଚଢାଉ କରିଥିଲା। ସେଠାରୁ…

ବଳଭଦ୍ର ଜୈବିକ ଚାଷ ମିଶନ ପାଇଁ ଦାରିଙ୍ଗବାଡି ମନୋନୀତ:ଚାଷ ପାଇଁ ଅଣ୍ଟା ଭିଡ଼ିଲେ ଚାଷୀ

ଦାରିଙ୍ଗବାଡି, ୪।୬ (ଅରୁଣ ସାହୁ): କାଳବୈଶାଖୀ ବର୍ଷା ଚାଷୀଙ୍କ ପାଇଁ ଆଣିଛି ଖୁସିର ମୂହୁର୍ତ୍ତ। ପ୍ରଚଣ୍ଡ ଖରାରେ ଚାଷ ଜମି ଫାଟି ଆଁ କରିଥିବାବେଳେ ଏବେ ବର୍ଷା…

ଅକାମୀ ହୋଇପଡ଼ିଛି ବିଦ୍ୟୁତ ଟ୍ରାନ୍ସଫର୍ମର: ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଆର. ଉଦୟଗିରି,୪।୬(ମନୋଜ କୁମାର ପାଢୀ):ଅକାମୀ ହୋଇଛି ବିଦ୍ୟୁତ ଟ୍ରାନ୍ସଫର୍ମର। ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗଜପତି ଜିଲା…

ବାଦ୍ୟଯନ୍ତ୍ର ନିର୍ମାଣରେ ସିଦ୍ଧହସ୍ତ ରତ୍ନାକର: ପ୍ରୋତ୍ସାହନ ଅଭାବରୁ ବିତୁଛି ଅବହେଳିତ ଜୀବନ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ):ପଶ୍ଚିମ ଓଡ଼ିଶାର ଲୋକକଳାର ବିଭିଧତା ଓ ବିଭବତାକୁ ନେଇ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ଭିନ୍ନ ଏକ ପରିଚୟ ସୃଷ୍ଟି କରିଛି। ଦ୍ୱିତୀୟତଃ ଲୋକକଳା ଅଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri