Posted inଖେଳ

କୋହଲି, ଧୋନୀଙ୍କ କ୍ଲବରେ ରାଇନା

ମୁମ୍ବାଇ,୨୫।୪ : ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବ୍ୟାଟ୍ସମ୍ୟାନ ସୁରେଶ ରାଇନା ରବିବାର ଆଇପିଏଲରେ ୨୦୦ ଛକା ପୂରଣ କରିଛନ୍ତି। ୭ମ ବ୍ୟାଟ୍ସମ୍ୟାନ ଭାବେ ଏହି ତାଲିକାରେ ସ୍ଥାନ ପାଇଛନ୍ତି ରାଇନା। ତେବେ ରୋହିତ ଶର୍ମା, ମହେନ୍ଦ୍ର ସିଂ ଧୋନୀ ଓ ବିରାଟ କୋହଲିଙ୍କ ପରେ ରାଇନା ଚତୁର୍ଥ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ଆଇପିଏଲରେ ୨୦୦ ଛକା ପୂରଣ କରିଛନ୍ତି।

ଓ୍ବାଙ୍ଖଡେ ଠାରେ ଆରସିବି ବିପକ୍ଷ ମ୍ୟାଚ୍‌ ପୂର୍ବରୁ ରାଇନା ୨୦୦ ଛକାଠାରୁ ମାତ୍ର ୧ ଛକା ଦୂରରେ ଥିଲେ। ମାତ୍ର ରାଇନାଙ୍କ ୨୪ ରନ୍‌ର ଛୋଟିଆ ଇନିଂସରେ ସାମିଲ ଥିଲା ୩ ଛକା।

ଆଇପିଏଲରେ ସର୍ବାଧିକ ଛକା ମାରିଥିବା ବ୍ୟାଟ୍ସମ୍ୟାନଙ୍କ ତାଲିକାରେ ୩୫୪ ଛକା ସହ ଶୀର୍ଷରେ ଅଛନ୍ତି କ୍ରିସ୍‌ ଗେଲ। ତାଙ୍କ ପଛକୁ ଏବି ଡି’ଭିଲର୍ସ (୨୪୦), ରୋହିତ ଶର୍ମା (୨୨୨), ଧୋନୀ (୨୧୭), କୋହଲି (୨୦୪) ଓ କିରନ ପୋଲାର୍ଡ (୨୦୨) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri