Posted inଖେଳ

ଆଇପିଏଲ୍‌ ପୂର୍ବରୁ ବନ୍ଧୁତାର ଫଟୋ ଶେୟାର କରି ଭାବପ୍ରବଣ ହେଲେ ସୁରେଶ ରାଇନା

ଏପ୍ରିଲ ୯ରୁ ଆଇପିଏଲ୍‌ର ୧୪ତମ ସିଜିନ୍‌ ଆରମ୍ଭ ହେଉଛି। ପ୍ରଥମ ମ୍ୟାଚ୍‌ ମୁମ୍ବାଇ ଇଣ୍ଡିଆନ୍ସ ଏବଂ କୋଲକତା ନାଇଟ୍‌ ରାଇଡର୍ସ ମଧ୍ୟରେ ଖେଳାଯିବ। ଏପ୍ରିଲ ୧୦ରେ ଚେନ୍ନାଇ ସୁପର କିଙ୍ଗ୍ସ ନିଜର ପ୍ରଥମ ମ୍ୟାଚ୍‌ ଦିଲ୍ଲୀ କ୍ୟାପିଟାଲ୍ସ ସହ ଖେଳିବ। ଗତ ସିଜିନ୍‌ରେ ଖରାପ ପ୍ରଦର୍ଶନ କରିଥିବା ସିଏସ୍‌କେ ଏଥର ଭଲ ପ୍ରଦର୍ଶନ କରିବାକୁ ଆଶାବାଦୀ ଅଛି। ଏଥର ଦଳ ପସ୍ତିତି ଆରମ୍ଭ କରିଦେଇଛି। ପ୍ରସ୍ତୁତି ଭିତରେ ଦୁଇ ପୁରୁଣା ବନ୍ଧୁ ମହେନ୍ଦ୍ର ସିଂ ଧୋନୀ ଏବଂ ସୁରେଶ ରାଇନାଙ୍କ ଏକ ଫଟୋ ସାମ୍ନାକୁ ଆସିଛି। ସୁରେଶ ରାଇନା ନିଜ ଅଫିସିଆଲ ଇନ୍‌ଷ୍ଟାଗ୍ରାମରେ ଏହି ଫଟୋ ଶେୟାର କରିଛନ୍ତି। କ୍ୟାପଶନ୍‌ରେ ସେ ଲେଖିଛନ୍ତି, ଆଖିରେ ଆଖିରେ ସବୁବେଳେ ନୁହେଁ, କିନ୍ତୁ ହୃଦୟକୁ ହୃଦୟ ସବୁବେଳେ ମିଳେ। ଏହା ଦେଖି ସେ ଏକ ହାର୍ଟ ଇମୋଜି ଦେଇଥିଲେ। ଏଥିରୁ ଧୋନୀ ଏବଂ ରାଇନାଙ୍କ ମଧ୍ୟରେ ନୀବିଡ ସମ୍ପର୍କ ବୁଝା ପଡେ। ଏହି ଫଟୋକୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ସୂଚନାଯୋଗ୍ୟ, ଗତ ସିଜିନ୍‌ରେ କରୋନା ଯୋଗୁ ରାଇନା ଆିପିଏଲ୍‌ରୁ ଓହରି ଯାଇଥିଲେ। ଏହାକୁ ନେଇ ବିବାଦ ଦେଖଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri