Posted inଖେଳ

କୋଟି କୋଟି ଟଙ୍କାର ଚାକିରି ଛାଡି ସମାଜ ସେବା କରୁଛନ୍ତି ଏହି କ୍ରିକେଟରଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟର ସୁରେଶ ରାଇନାଙ୍କ ସ୍ତ୍ରୀ ପ୍ରିୟଙ୍କା ରାଇନା ଆଜି ଗରିବ ଲୋକଙ୍କୁ ସାହାଯ୍ୟ କରୁଛନ୍ତି। ତାଙ୍କ ଝିଅଙ୍କ ନାମରେ ଏକ ଫାଉଣ୍ଡେଶନ୍‌ ଅଛି, ଯାହାକୁ ଉଭୟ ସୁରେଶ ରାଇନା ଏବଂ ପ୍ରିୟଙ୍କାଙ୍କୁ ପରିଚାଳନା କରନ୍ତି। କ୍ରିକେଟରେ ସୁରେଶ ରାଇନା ବ୍ୟସ୍ତ ଥିବାରୁ ଫାଉଣ୍ଡେସନରେ ପ୍ରିୟଙ୍କାଙ୍କ ଅବଦାନ ଅଧିକ। କିନ୍ତୁ ଯେତେବେଳେ ବି ତାଙ୍କୁ ସୁଯୋଗ ମିଳେ ସେ ଫାଉଣ୍ଡେସନ କାର୍ଯ୍ୟରେ ଜଡିତ ରୁହନ୍ତି। ବିବାହ ପୂର୍ବରୁ ପ୍ରିୟଙ୍କା ନେଦରଲ୍ୟାଣ୍ଡରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ କାମ କରୁଥିଲେ। ଯେଉଁଠାରେ ତାଙ୍କୁ କୋଟି କୋଟି ଟଙ୍କା ପ୍ୟାକେଜରେ ଦରମା ମିଳୁଥିଲା। କିନ୍ତୁ ଆଜି ସେ ସାମାଜିକ ସେବାରେ ନିୟୋଜିତ ଅଛନ୍ତି। ପ୍ରିୟଙ୍କା ବି.ଟେକ କରିଥିଲେ ଏବଂ ପରେ ଆଇଟି ପ୍ରଫେସନାଲ ଭାବରେ କ୍ୟାରିୟର ଆରମ୍ଭ କରିଥିଲେ।
୨୦୧୫ରେ ରାଇନା ଏବଂ ପ୍ରିୟଙ୍କା ବିବାହ କରିଥିଲେ। ଝିଅ ଗ୍ରାସିଆଙ୍କ ଜନ୍ମ ପରେ ପ୍ରିୟଙ୍କା ଭାରତ ଆସିଥିଲେ। ଏହା ପରେ ତାଙ୍କ ଝିଇଙ୍କ ନାମରେ ଏକ ଚାରିଟେବୁଲ ଫାଉଣ୍ଡେସନ ଆରମ୍ଭ କରିଥିଲେ। ଏହି ଫାଉଣ୍ଡେଶନର ମୂଳ ଉଦ୍ଦେଶ୍ୟ ହେଉଛି ଗରିବ ପିଲାମାନଙ୍କୁ ସାହାଯ୍ୟ କରିବା। ଏହି ଫାଉଣ୍ଡେସନ ଲକ୍ଷ୍ୟ ହେଉଛି ମହିଳାମାନଙ୍କୁ ସଶକ୍ତ କରିବା, ପିଲାମାନଙ୍କ ସହ ଜଡିତ ଆବଶ୍ୟକ ନିଷ୍ପତ୍ତି ନେବା ପାଇଁ ପ୍ରେରଣା ଯୋଗାଇଥାଏ। ଏଥିସହିତ ଗର୍ଭବତୀ ମହିଳା ଏବଂ ଜନ୍ମ ସମୟରେ ଶିଶୁକୁ ସଠିକ ଖାଦ୍ୟପେୟ ସହ ଜଡିତ ଗୁରୁତ୍ୱପୂର୍ଣ୍ଣ ଦିଗ ବିଷୟରେ ଅବଗତ କରାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri