Posted inଖେଳ

ପଡ଼ିଆରୁ ୪ ମାସ ଦୂରେଇ ରହିବେ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ, ୮ା୪- ଭାରତୀୟ ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାରଙ୍କ କାନ୍ଧରେ ଗୁରୁବାର ସଫଳ ଅସ୍ତ୍ରୋପଚାର କରାଯାଇଛି। ଗତ ମାସରେ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ତାଙ୍କ ବାମ କାନ୍ଧରେ ଆଘାତ ଲାଗିଥିଲା। ଏହି କାରଣରୁ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଥିବା ଆଇପିଏଲର ୧୪ତମ ସଂସ୍କରଣରୁ ସେ ବାଦ୍‌ ପଡ଼ିଛନ୍ତି।

ଅସ୍ତ୍ରୋପଚାର ସଫଳ ହୋଇଛି। ଯଥା ଶୀଘ୍ର ମୁଁ ପଡ଼ିଆକୁ ଫେରିବି। ଆପଣଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ୍‌ ବୋଲି ଆୟାର ଅସ୍ତ୍ରୋପଚାର ପରେ ନିଜ ଫଟୋ ସହ ଟୁଇଟ୍‌ କରିଛନ୍ତି। ତାଙ୍କୁ ଫିଟ୍‌ ହେବା ପାଇଁ ଅତିକମ୍‌ ୪ ମାସ ସମୟ ଲାଗିବ। ଉଲ୍ଲେଖଯୋଗ୍ୟ, ଏହି ୨୬ ବର୍ଷୀୟ ବ୍ୟାଟ୍ସମ୍ୟାନଙ୍କ ନେତୃତ୍ୱରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ଥର ପାଇଁ ଆଇପିଏଲ ଫାଇନାଲରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ସିରୁ ଇସ୍ତଫା ଦେଲେ ଆଗା ରୁହୁଲ୍ଲା

ବଡଗାମ,୪ା୧୧: ଶ୍ରୀନଗର ଲୋକ ସଭା ସଦସ୍ୟ ସୟଦ ଆଗା ରୁହୁଲ୍ଲା ମେହେଦି ମଙ୍ଗଳବାର ନ୍ୟାଶନାଲ କନ୍‌ଫରେନ୍ସ(ଏନ୍‌ସି)ରୁ ଇସ୍ତଫା ଦେଇଛନ୍ତି। ସେ ଦଳର ନେତୃତ୍ୱ ଉପରେ ଧାରା ୩୭୦ର…

ଆମେରିକା ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ପାଇଁ ମତଦାନ ଜାରି

ଓ୍ବାଶିଂଟନ,୪ା୧୧: ଆମେରିକା କଂଗ୍ରେସକୁ କେଉଁ ଦଳ ନିୟନ୍ତ୍ରଣ କରିବ, ସେନେଇ ମଙ୍ଗଳବାର ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଅନୁଷ୍ଠିତ ହେଉଛି। ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍ସର ସମସ୍ତ ୪୩୫ ଆସନ ଏବଂ…

ଆଜି ପ୍ରଥମ ଦିନିକିଆ: ପେସ୍‌ ଆଟାକ୍‌ ଭାରତ ପାଇଁ ଚିନ୍ତାର କାରଣ

ଅକ୍‌ଲାଣ୍ଡ, ୪ା୧୧: ସ୍ଥାନୀୟ ଇଡେନ୍‌ ପାର୍କଠାରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। କ୍ୟାରିୟରରେ ଅନ୍ତିମଥର ପାଇଁ…

ବିକ୍ଷୋଭ ପାଇଁ ଅନିର୍ଦ୍ଦିଷ୍ଟ କାଳ ସ୍ଥାନ ଦଖଲ ହୋଇପାରିବନି

ନୂଆଦିଲ୍ଲୀ,୪ା୧୧: ବିକ୍ଷୋଭ କରିବା ପାଇଁ କେହି ଏକ ସ୍ଥାନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଦଖଲ କରିପାରିବେ ନାହଁି ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଏପରିକି ବିକ୍ଷୋଭ ପାଇଁ…

ବୁଧବାର ଏହି ଜିଲାର ସମସ୍ତ ସ୍କୁଲ ବନ୍ଦ ଘୋଷଣା, ନିର୍ଦ୍ଦେଶନାମା ଜାରି କଲେ…

ଛତ୍ରପୁର,୩।୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ନଭେମ୍ବର ୪ ତାରିଖ (ବୁଧବାର) ଗଞ୍ଜାମ ଜିଲାର ସମସ୍ତ…

କୋଟିଆରେ ଓଡ଼ିଶାର ଦୃଢ଼ ଆଭିମୁଖ୍ୟ: ପ୍ରଶାସନ-ପୋଲିସର ବିରୋଧ ପରେ ପଛଘୁଞ୍ଚା ଦେଲା ଆନ୍ଧ୍ର ପୋଲିସ୍

ପଟ୍ଟାଙ୍ଗି,୩।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନସ୍ଥ ବିବାଦୀୟ କୋଟିଆ ପଞ୍ଚାୟତର ନେରିଡିବାଲସା ଗ୍ରାମରେ ପୁଣି ଥରେ ସୀମା ବିବାଦ ଉଗ୍ର ରୂପ ନେଇଛି।…

ଆସନ୍ତା ୭ରେ ଗଞ୍ଜାମ ଆସୁଛନ୍ତି ନବୀନ: ବାତ୍ୟା-ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବେ ବିଜେଡି ସୁପ୍ରିମୋ,ନିର୍ବାଚନ ପୂର୍ବରୁ…

ଭଞ୍ଜନଗର,୩।୧୧(ବାବୁଲା ପ୍ରଧାନ): ଗତ ୨୯ ତାରିଖରେ ହୋଇଥିବା ପ୍ରଳୟଙ୍କରୀ ବନ୍ୟା ଗଞ୍ଜାମ ଜିଲାକୁ ସମ୍ପୂର୍ଣ୍ଣ ଶ୍ରୀହୀନ କରିଦେଇଛି। ପ୍ରାକୃତିକ ଦୁର୍ବିପାକ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗିଦେଇଥିବା ବେଳେ…

୨୫୦ ଟଙ୍କିଆ ସ୍ମାରକୀ ମୁଦ୍ରା ଜାରିକଲେ ଅର୍ଥମନ୍ତ୍ରୀ, କିଣିବାକୁ ହେଲେ ଦେବାକୁ ହେବ….

ନୂଆଦିଲ୍ଲୀ,୩।୧୧: କର୍ନାଟକ ସଙ୍ଗୀତର ମହାନ ସଙ୍ଗୀତଜ୍ଞ ତଥା କର୍ନାଟକ ସଙ୍ଗୀତର ତ୍ରିମୂର୍ତ୍ତିଙ୍କ ମଧ୍ୟରୁ ଅନ୍ୟତମ ମୁଥୁସ୍ୱାମୀ ଦୀକ୍ଷିତାରଙ୍କ ୨୫୦ତମ ଜୟନ୍ତୀ ଅବସରରେ ୨୫୦ ଟଙ୍କିଆ ସ୍ମାରକୀ ମୁଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?