Posted inଖେଳ

ପଡ଼ିଆରୁ ୪ ମାସ ଦୂରେଇ ରହିବେ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ, ୮ା୪- ଭାରତୀୟ ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାରଙ୍କ କାନ୍ଧରେ ଗୁରୁବାର ସଫଳ ଅସ୍ତ୍ରୋପଚାର କରାଯାଇଛି। ଗତ ମାସରେ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ତାଙ୍କ ବାମ କାନ୍ଧରେ ଆଘାତ ଲାଗିଥିଲା। ଏହି କାରଣରୁ ଶୁକ୍ରବାର ଠାରୁ ଆରମ୍ଭ ହେବାକୁ ଥିବା ଆଇପିଏଲର ୧୪ତମ ସଂସ୍କରଣରୁ ସେ ବାଦ୍‌ ପଡ଼ିଛନ୍ତି।

ଅସ୍ତ୍ରୋପଚାର ସଫଳ ହୋଇଛି। ଯଥା ଶୀଘ୍ର ମୁଁ ପଡ଼ିଆକୁ ଫେରିବି। ଆପଣଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ୍‌ ବୋଲି ଆୟାର ଅସ୍ତ୍ରୋପଚାର ପରେ ନିଜ ଫଟୋ ସହ ଟୁଇଟ୍‌ କରିଛନ୍ତି। ତାଙ୍କୁ ଫିଟ୍‌ ହେବା ପାଇଁ ଅତିକମ୍‌ ୪ ମାସ ସମୟ ଲାଗିବ। ଉଲ୍ଲେଖଯୋଗ୍ୟ, ଏହି ୨୬ ବର୍ଷୀୟ ବ୍ୟାଟ୍ସମ୍ୟାନଙ୍କ ନେତୃତ୍ୱରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ଥର ପାଇଁ ଆଇପିଏଲ ଫାଇନାଲରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାପାନ ଲିଗ୍‌ ଫୁଟବଲ ଆରମ୍ଭ

ଟୋକିଓ, ୫।୭(ଏପି)-କରୋନା ଭାଇରସ ସଂକ୍ରମଣ ଜନିତ ପ୍ରଭାବ ଯୋଗୁ ଦୀର୍ଘ ୪ ମାସ ବ୍ୟବଧାନ ପରେ ଶନିବାରଠାରୁ ଆରମ୍ଭ ହୋଇଛି ଜାପାନ ପେସାଦାର ଫୁଟବଲ ଲିଗ୍‌।...

ଏସ୍‌ଆର ଅନ୍‌ଲାଇନ୍‌ ଓପନ ଚେସ୍‌: ଟାଇଟଲରେ ନିଖିଲଙ୍କ ହ୍ୟାଟ୍ରିକ

ଭୁବନେଶ୍ୱର, ୨୯।୧୨(କ୍ରୀଡ଼ା ପ୍ରତିନିଧି)- ଏସ୍‌ଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୨୪ତମ ଅନ୍‌ଲାଇନ୍‌ ଚେସ୍‌ ପ୍ରତିଯୋଗିତାରେ ଷ୍ଟିଓ୍ବାର୍ଟ ସ୍କୁଲର ନିଖିଲ ସାହୁ ଚାମ୍ପିୟନ ହୋଇଛନ୍ତି। ୬...

ଜମ୍ମୁ-କଶ୍ମୀରରେ ରହୁଥିବା ଏହି କ୍ରିକେଟରଙ୍କ ପାଇଁ ରକ୍ଷକ ସାଜିଲେ ସେନା, ଘରେ ନେଇ ପହଞ୍ଚାଇଲେ ଔଷଧ

ଶ୍ରୀନଗର, ୧୨।୮: ଜମ୍ମୁ-କଶ୍ମୀରରେ ରହୁଥିବା ଦିଲ୍ଲୀ ରଣଜୀ ଟିମର ପୂର୍ବତନ ଅଧିନାୟକ ମିଥୁନ ମାନହସ୍‌ଙ୍କ ପରିବାର ଲୋକଙ୍କ ପାଇଁ ରକ୍ଷକ ସାଜିଛନ୍ତି ଭାରତୀୟ ସେନା। ମିଥୁନଙ୍କ...

ବଡ଼ ଭାଇଙ୍କୁ ନେଇ ଧୋନୀ ମୁହଁ ଖୋଲନ୍ତି ନାହିଁ କାହିଁକି

ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ କିଛିଦିନ ପାଇଁ ଦୂରେଇ ଯାଇଛନ୍ତି। ଏହି ସମୟ ମଧ୍ୟରେ ନିଜକୁ ସେନାରେ ସାମିଲ...

ରୁଟ୍‌ଙ୍କ ଶତକ: ଇଂଲଣ୍ଡର ସହଜ ବିଜୟ

ସାଉଥାମ୍ପଟନ,୧୫।୬(ପି.ଟି.)- ପ୍ରଥମେ ଦ୍ରୁତ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଓ ପରେ ତାରକା ଓପନର ଜୋ ରୁଟ୍‌ଙ୍କ ଅପରାଜିତ ଶତକ ସହାୟତାରେ ଆୟୋଜକ ତଥା ଫେଭରାଇଟ୍‌ ଇଂଲଣ୍ଡ...

ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ: ଭାରତୀୟ ମହିଳା ଦଳ ଘୋଷିତ; ଶିଖାଙ୍କୁ ଅଣଦେଖା, ଦିନିକିଆରୁ ଶେଫାଳି ବାଦ୍‌

ନୂଆଦିଲ୍ଲୀ,୨୮।୨(ପି.ଟି.): ମାର୍ଚ୍ଚ ୭ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟୁଇନ୍‌ ସିରିଜ (ଦିନିକିଆ ଓ ଟି୨୦) ପାଇଁ ଭାରତୀୟ ମହିଳା ଦଳ...

ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ସଚିନ

ନୂଆଦିଲ୍ଲୀ,୭।୨- ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଶୁକ୍ରବାର ଅଷ୍ଟ୍ରେଲିଆର ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି) ଗସ୍ତ କରି ଷ୍ଟାଡିୟମରେ ତାଙ୍କ ପସନ୍ଦୀୟ ଜାଗା ଦେଖାଇଛନ୍ତି।...

ଇଂଲଣ୍ଡ-ଦକ୍ଷିଣ ଆଫ୍ରିକା ଉଦ୍‌ଘାଟନୀ ମୁକାବିଲା

ଲଣ୍ଡନ, ୨୯।୫: କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣ ପାଇଁ କ୍ଷେତ୍ର ପ୍ରସ୍ତୁତ। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି...

Advertisement

BGU

Archives

Model This Week

Why Dharitri