Odisha Elections 2024

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ ବାକି ରହିଛି। ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ବୁଧବାର ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କୁ ବିଜୁ ଜନତା ଦଳ ନାମାଙ୍କନ ଲାଗି ଟିକେଟ ଦେଇଛି। ଫଳରେ କର୍ମୀଙ୍କ ମଧ୍ୟରେ ଲାଗି ରହିଥିବା ସସ୍‌ପେନ୍ସରୁ ପରଦା ହଟିଛି।

ସୂଚନାଯୋଗ୍ୟ, ବିଜେଡି ପକ୍ଷରୁ ଗତମାସ ୩ତାରିଖରେ ପ୍ରାର୍ଥୀ ଘୋଷଣା କରି ବିଧାୟିକା ସୂର୍ଯ୍ୟମଣିଙ୍କ ନାମକୁ ରିପିଟ କରାଯାଇଥିଲା। ହେଲେ ଗଞ୍ଜାମ ଜିଲାର ସମସ୍ତ ପ୍ରାର୍ଥୀଙ୍କୁ ନାମାଙ୍କନ ଲାଗି ଦଳ ଟିକେଟ ଦେଇଥିବା ବେଳେ ସୂର୍ଯ୍ୟମଣିଙ୍କୁ ମିଳି ନ ଥିଲା। ଯାହାକି ଖଲ୍ଲିକୋଟ ନିର୍ବାଚନମଣ୍ଡଳୀରେ ଦଳୀୟ ଗୋଷ୍ଠୀ କନ୍ଦଳ ତୀବ୍ରତର ହୋଇ ବିଦ୍ରୋହ ଦେଖାଦେଇଥିଲା। ବିଜେଡି କାହାକୁ ପ୍ରାର୍ଥୀ କରିବ ସେଥିନେଇ ଚିନ୍ତାରେ ପଡିଥିଲା। ସୂର୍ଯ୍ୟମଣିଙ୍କୁ ଟିକେଟ ଦେବ ନା ଅନ୍ୟ ନୂଆ ମୁହଁ କାହାକୁ ଦେବ ତାକୁ ନେଇ ଦ୍ୱନ୍ଦ୍ୱ ରହିଥିଲା। ଫଳରେ ଦଳର କେତେକ ନେତୃବୃନ୍ଦ ଦୀର୍ଘ ୫ଦିନ ଧରି ସବୁସ୍ତରରୁ ଅଙ୍କ କଷି ଶେଷରେ ସୂର୍ଯ୍ୟମଣିଙ୍କ ନାମରେ ମୋହର ମାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ପରେ ହେଲପରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ପଳାସପଙ୍ଗା ଓଭରବ୍ରିଜ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣା...

ଗାଁ ଗାଁ ବୁଲି ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ଢେଙ୍କା, ଓରାଳି ଏବଂ ସମଣା ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜେଡି ବିଧାୟକ...

‘୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ’

ସମ୍ବଲପୁର,୨୧।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବଲପୁର ସଭାରେ ଆସୁ ଆସୁ ବର୍ଷିଛନ୍ତି। ଶାହା କହିଛନ୍ତି, ଭାଜପା ସରକାର ଆସିଲେ ମେଡିକାଲ ସାଇନ୍ସ ଓଡ଼ିଆରେ...

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ...

ମନ୍ମଥଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ, ଭିଡିଓ ବାର୍ତ୍ତାରେ କହିଲେ…

ଭୁବନେଶ୍ୱର,୨୧।୫: ଭୁବନେଶ୍ୱର ଏମ୍‌ପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମନ୍ମଥ...

ମୁହଁ ଖୋଲିଲେ ପ୍ରଦୀପ ପାଣିଗ୍ରାହୀ: କହିଲେ, ବିଜେଡି ଷଡଯନ୍ତ୍ରରେ ହୋଇଛି ଆକ୍ରମଣ

ଭୁବନେଶ୍ୱର,୨୧।୫: ବ୍ରହ୍ମପୁର ଭାଜପା ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଭୁବନେଶ୍ୱର ଏମ୍ସରୁ ଡିସ୍‌ଚାର୍ଜ ହୋଥଛନ୍ତି। ଡିସ୍‌ଚାର୍ଜ ପରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ମୁହଁ...

ଶତାଧିକ କଂଗ୍ରେସ, ଭାଜପା କର୍ମୀ ବିଜେଡିରେ ସାମିଲ

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର କାଠକଟା ପଞ୍ଚାୟତର ଶତାଧିକ କଂଗ୍ରେସ ଏବଂ ଭାଜପା କର୍ମୀ ସୁବ୍ରତ ସାମଲଙ୍କ ତତ୍ୱାବଧାନରେ ବିଜେଡିରେ ସାମିଲ ହୋଇଛନ୍ତି...

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri