ବାଚସ୍ପତି ହେବେ ସୁରମା ପାଢ଼ୀ

ଭୁବନେଶ୍ୱର,୧୨ା୬: ରାଜ୍ୟରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିଛି। ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ଶପଥ ନେଇଥିବା ବେଳେ ତାଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ଆଉ ୧୫ ମନ୍ତ୍ରୀ ମଧ୍ୟ ଶପଥ ପାଠ କରିଛନ୍ତି। ତେବେ ନୂଆ ସରକାରରେ ବାଚସ୍ପତି କିଏ ହେବେ ସେନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା।  ଏଥିରେ ଆଜି ପୂର୍ଣ୍ଣଚ୍ଛେଦ ପଡ଼ିଛି। ରଣପୁର ବିଧାୟିକା ସୁରମା ପାଢ଼ୀ ବାଚସ୍ପତି ହେବେ ବୋଲି ସ୍ପଷ୍ଟ ସୂଚନା ମିଳିଛି।

ସେହିପରି ଆଜି ମୋହନ ସରକାରରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଇ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଛନ୍ତି। ଅନ୍ୟ ମନ୍ତ୍ରୀମାନଙ୍କ ମଧ୍ୟରେ କ୍ୟାବିନେଟ୍‌ ପାହ୍ୟାରେ ସୁରେଶ ପୂଜାରୀ, ରବି ନାରାୟଣ ନାୟକ,ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର,  ପୃଥ୍ବୀରାଜ ହରିଚନ୍ଦନ, ଡ. ମୁକେଶ ମହାଲିଙ୍ଗ,  ବିଭୂତି ଭୂଷଣ ଜେନା,  ଡ. କୃଷ୍ଣଚନ୍ଦ୍ର ମହାପାତ୍ର ରହିଥିବା ବେଳେ ରାଷ୍ଟ୍ରମନ୍ତ୍ରୀ ସ୍ବାଧୀନ ପାହ୍ୟାରେ ଗଣେଶ ରାମ ସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ,  ପ୍ରଦୀପ ବଳସମାନ୍ତ. ଗୋକୁଳାନନ୍ଦମଲ୍ଲିକ, ସମ୍ପଦ ସ୍ବାଇଁ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri