ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ସୁରମା ପାଢ଼ୀ ଦେଲେ ପ୍ରତିକ୍ରିୟା, କହିଲେ ମୁଁ କେବେ…

ଭୁବନେଶ୍ୱର,୨୦।୬: ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ସୁରମା ପାଢ଼ୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୁଁ କେବେ କଳ୍ପନା କରି ନ ଥିଲି ଏହି ପଦରେ ବସିବି। ଗୃହର ପଦ ମର୍ଯ୍ୟାଦା, ଗରିମା ରକ୍ଷା କରିବା ସମସ୍ତଙ୍କର କର୍ତ୍ତବ୍ୟ। ମୁଁ ନିଶ୍ଚିତ ଭାବେ ନିରପେକ୍ଷତା ଅବଲମ୍ବନ କରିବି। ଗୃହ ପରିଚାଳନା ପାଇଁ ଆପଣଙ୍କ ସହଯୋଗ କାମନା କରୁଛି।

ରଣପୁର ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ସୁରମା ପାଢୀ ଆଜି ବିଧିବଦ୍ଧ ଭାବେ ସେ ବାଚସ୍ପତି ଆସନ ଗ୍ରହଣ କରିଛନ୍ତି । ବାଚସ୍ପତି ହେବା ପରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କଠାରୁ ସୁରମା ପାଢୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ସୁରମା ପାଢୀ ବାଚସ୍ପତି ହେବା ପରେ ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଓ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri