ସୁପ୍ରିମକୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ଏତେ ଅପରାଧିକ ମାମଲା

ଭୁବନେଶ୍ୱର, ୧୯।୮: ନେତାମାନଙ୍କ ବିରୋଧରେ ରହିଥିବା ଅପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ ଆସିଛି। ବରିଷ୍ଠ ଆଇନଜୀବୀ ବିଜୟ ହଂସାରିଆ କହିଛନ୍ତି ଯେ, ୨୮ଟି ରାଜ୍ୟରୁ ୧୪ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ନିଜ ବିରୋଧରେ ଥିବା ଅପରାଧିକ ମାମଲା ସମ୍ପର୍କରେ ତଥ୍ୟ ଦେଇଛନ୍ତି। ଏଥିରେ ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ୮୯ଟି ମାମଲା ସହ ତାଲିକାର ଶୀର୍ଷରେ ଥିବାବେଳେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ୨୯ଟି ମାମଲା ରହିଛି।

ରିପୋର୍ଟ ଅନୁସାରେ, ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀଙ୍କ ବିରୋଧରେ ୮୯ଟି ମାମଲା ରହିଛି ଏବଂ ସେ ଏହି ତାଲିକାର ଶୀର୍ଷରେ ଅଛନ୍ତି। ଏହା ପରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ୨୯ଟି ମାମଲା ରହିଛି। କର୍ନାଟକର ମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଏବଂ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁଙ୍କ ବିରୋଧରେ ୧୯ଟି ଲେଖାଏ ମାମଲା ରହିଛି। ସେହିପରି କେରଳର ମୁଖ୍ୟମନ୍ତ୍ରୀ ଭି.ଡି. ସତୀଶନଙ୍କ ବିରୋଧରେ ୧୮ଟି ମାମଲା ରହିଛି। ଏହା ସହ ସିକ୍କିମର ମୁଖ୍ୟମନ୍ତ୍ରୀ ପି.ଏସ. ତମାଙ୍ଗ, ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମାଙ୍କ ବିରୋଧରେ ଗୋଟିଏ ଲେଖାଏ ମାମଲା ଥିବା ଉଲ୍ଲେଖ ରହିଛି।

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିରୋଧରେ ୫ଟି ମାମଲା ରହିଛି। ମହାରାଷ୍ଟ୍ରର ଦେବେନ୍ଦ୍ର ଫଡନଭିସ ଏବଂ ହିମାଚଳ ପ୍ରଦେଶର ସୁଖବିନ୍ଦର ସିଂହ ସୁଖୁଙ୍କ ବିରୋଧରେ ୪ଟି ଲେଖାଏ ମାମଲା ରହିଛି। ସେହିପରି ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଏବଂ ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ବିରୋଧରେ ୨ଟି ଲେଖାଏ ମାମଲା ଥିବା ଦର୍ଶାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଟକଣାକୁ ମାନୁନାହାନ୍ତି ମତ୍ସ୍ୟଜୀବୀ, ଅଲିଭ ରିଡ୍‌ଲେଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ

କେନ୍ଦ୍ରାପଡ଼ା,୨୮ା୧୧(ଜଗନ୍ନାଥ ଧଳ): ବିରଳ ଅଲିଭ ରିଡଲେ କଇଁଛଙ୍କ ପାଇଁ ଗତ ନଭେମ୍ବର ପହିଲାରୁ ଆସନ୍ତା ୨୦୨୭ ମେ ଶେଷ ପର୍ଯ୍ୟନ୍ତ ଗହୀରମଥା ସାମୁଦ୍ରିକ ଅଞ୍ଚଳକୁ କଟକଣା ମଧ୍ୟରେ…

ଘରୁ ବାହାରିଥିଲେ ସନ୍ତୋଷ, ବାରଙ୍ଗରେ ଜଳିଗଲା ଜୀବନ: ଏସିପି କହିଲେ….

ବାରଙ୍ଗ,୨୮।୧୧(ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଗୋଡ଼ିସାହି ଅଞ୍ଚଳରେ ଏକ କାର୍‌ ନିକଟରୁ ଉଦ୍ଧାର ହୋଇଥିବା ଅର୍ଦ୍ଧଦଗ୍ଧ ମୃତଦେହର ପରିଚୟ ମିଳିଛି। ମୃତକ ହେଉଛନ୍ତି କଟକ କଲ୍ୟାଣ…

ରୋହିତ ଶର୍ମା MIର ଅଧିନାୟକ ହେବା ଉପରେ ଏମିତି ପ୍ରତିକ୍ରିୟା ଦେଲେ ଚହଲ, ଯାହା ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୧୧: ରୋହିତ ଶର୍ମା ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହୋଇଛନ୍ତି। ତିନି ସିଜିନର ବ୍ୟବଧାନ ପରେ, ରୋହିତଙ୍କୁ ପୁଣିଥରେ ‘ଅଧିନାୟକ’ ଭାବେ ଦେଖିବାକୁ ମିଳିବ। ଦଳର ପୂର୍ବତନ…

ରାଜଧାନୀରେ ଦିନ ଦ୍ୱିପ୍ରହରରେ ଗୋଡ଼େଇ ଗୋଡ଼େଇ ହାଣିଲେ

ଭୁବନେଶ୍ୱର, ୨୮ । ୧୧ରାଜଧାନୀରେ ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ଆକ୍ରମଣ କରି ହାଣିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଚନ୍ଦ୍ରଶେଖରପୁର ଅଞ୍ଚଳରେ ପୂର୍ବ…

ସୀମା ନିର୍ଦ୍ଧାରଣ ବିଲ ଉପରେ କେନ୍ଦ୍ରକୁ ସମର୍ଥନ ଘୋଷଣା କରିଛି DMK; ଷ୍ଟାଲିନ କହିଲେ ଏହା ତାମିଲନାଡୁ ପାଇଁ ବଡ଼ ବିଜୟ

ନୂଆଦିଲ୍ଲୀ,୨୮।୧୧: ଶନିବାର ଡିଏମକେ (DMK) କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ (ଡିଲିମିଟେସନ) ବିଲକୁ ଆନୁଷ୍ଠାନିକ ଭାବେ ସମର୍ଥନ ଜଣାଇଛି। ଦଳର ମୁଖ୍ୟ ଏମ. କେ. ଷ୍ଟାଲିନ…

IND vs NZ: ଛୋଟ ଇନିଂସରେ ବଡ଼ ସଫଳତା ହାସଲ କରିଛନ୍ତି ଋଷଭ ପନ୍ତ, ନିରାଶ ହୋଇଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୮।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଇନିଂସରେ ଭାରତୀୟ ୱିକେଟକିପର-ବ୍ୟାଟର ଋଷଭ ପନ୍ତ ଏକ ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲେ ମଧ୍ୟ,…

ଆକାଶ ଅମ୍ବାନୀଙ୍କ ଗୋଟିଏ ଫୋନ କଲ୍‌ରେ ବଦଳିଗଲା ରୋହିତ ଶର୍ମାଙ୍କ ନିଷ୍ପତ୍ତି, ଜାଣନ୍ତୁ କ’ଣ ଘଟିଲା

ମୁମ୍ବାଇ,୨୮।୧୧: ରୋହିତ ଶର୍ମା ପୁଣିଥରେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହେବାକୁ ରାଜି ହୋଇଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସକୁ ୫ ଥର ଆଇପିଏଲ ଚାମ୍ପିୟନ କରାଇଥିବା ରୋହିତ ଆଗାମୀ ଆଇପିଏଲ୍‌ରେ…

ମୋଦି ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି ମାୟାବତୀ

ନୂଆଦିଲ୍ଲୀ,୨୮।୧୧: ବହୁଜନ ସମାଜ ପାର୍ଟି (ବିଏସପି) ମୁଖ୍ୟ ମାୟାବତୀ, ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକରେ ମହିଳାମାନଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ଯୋଗାଇବା ନେଇ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?