ହ୍ୟୁମାନଙ୍କ ମ୍ୟାନେଜର ପପୁକୁ ନେଇ ଚାଞ୍ଚଲ୍ୟକର ସୂଚନା ଦେଲେ ମା’ ଶେଫାଳୀ: ସବୁ ଜାଣିଥିଲା…

ଭୁବନେଶ୍ୱର,୨୨।୧୧: ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟଛି। ତେବେ ତାଙ୍କ ମୃତ୍ୟୁ ପରେ ଅନେକ ବାଦ ବିବାଦ ଲାଗି ରହିଛି। ଏହାରି ମଧ୍ୟରେ ହ୍ୟୁମାନଙ୍କ ମା’ ଶଫାଳୀ ସୁନା ଚାଞ୍ଚଲ୍ୟକର ସୂଚନା ଦେିଛନ୍ତି। ସେ କହିଛନ୍ତି, ପ୍ରୋଗ୍ରାମ ନେଇ ହ୍ୟୁମାନଙ୍କୁ ଆଗୁଆ ଜଣାଯାଉ ନଥିଲା। ପ୍ରୋଗ୍ରାମ ବୁକ କରିବା ଓ ଟଙ୍କା ଧାର୍ଯ୍ୟ କରିବା କାମ ପପୁ କରୁଥିଲା। ମୋ ପୁଅ ବିଷୟରେ ପପୁ ହିଁ ସବୁ ଜାଣିଥିଲା। ୧୦ ତାରିଖରେ ଅସୁସ୍ଥତା ଥାଇ ଭୁବନେଶ୍ବରରେ ପ୍ରୋଗ୍ରାମ କରାଯାଇଥିଲା। ୧୧ ତାରିଖରେ ତାକୁ ହସ୍ପିଟାଲ ନେଇ କିଛି ସମୟ ପରେ ଅଣାଯାଇଥିଲା। ୧୨ ତାରିଖରେ ୧୦୩ ଜ୍ବର ଥାଇ ବି ପ୍ରୋଗାମ ରଖାଯାଇଥିଲା। ଆଉ ସେହି ପପୁ ଆସି ତାକୁ ହସ୍ପିଟାଲ ନେଇଥିଲା। ସେହିଦିନ ହିଁ ତାକୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା। ଏତେ ଅସୁସ୍ଥତା ସତ୍ତ୍ବେ ମୋତେ କିଛି ବି ଅବଗତ କରାଯାଇ ନଥିଲା ବୋଲି ତାଙ୍କ ମା’ କହିଛନ୍ତି ।

ଅନ୍ୟପକ୍ଷେ ତାଙ୍କ ଗୁରୁ ପ୍ରେମଆନନ୍ଦ ମଧ୍ୟ କହିଛନ୍ତି, ହ୍ୟୁମାନ ସାଗର ବହୁତ ସରଳ, ତାଙ୍କୁ ଇମୋସନାଲ ଟ୍ରାପ କରାଯାଉଥିଲା। ତାଙ୍କ ଶାରିରୀକ ଅସୁସ୍ଥତା କଷ୍ଟ ଦେଉଥିଲା। ବାରମ୍ବାର ଝିଅକୁ ଦେଖା କରିବାକୁ ଚାହୁଁଥିଲେ ହ୍ୟୁମାନ। ଝିଅକୁ ଦେଖା କରିବାକୁ କିଏ ଅଟକାଉଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି। ହ୍ୟୁମାନଙ୍କ ମା’କୁ ଗାଳିଗୁଲଜ କରିବା ଠିକ ନୁହେଁ। ଗୋଟିଏ ବୋଲି ପୁଅକୁ ହରାଇ ମାନସିକ ଭାରସାମ୍ୟ ହରାଇଛନ୍ତି ମାଆ। ହ୍ୟୁମାନଙ୍କ ମୃତ୍ୟୁର ତଦନ୍ତ କରାଗଲେ ସତ୍ୟାସତ୍ୟ ଜଣାପଡ଼ିବ। ସୋସିଆଲ ମିଡିଆ ଟ୍ରୋଲ୍‌କୁ ବହୁତ ଡରୁଥିଲେ ହ୍ୟୁମାନ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଆଲୋଚନା କଲେ, ଦାବିପତ୍ର ଦେଲେ

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଶୁକ୍ରବାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ସ୍ଥାନୀୟ…

ମିଳିଲା ଅନୁମତି: ଦିଲ୍ଲୀ କ୍ୟାପିଟାଲ୍ସରେ ଖେଳିବେ ମିଚେଲ ଷ୍ଟାର୍କ

ସିଡ୍‌ନୀ,୨୪ା୪: ମିଚେଲ ଷ୍ଟାର୍କଙ୍କୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବା ଲାଗି କ୍ରିକେଟ ଅଷ୍ଟ୍ରେଲିଆ ଅନୁମତି ଦେଇଛି। ଫଳତଃ ମେ ୧’ରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ…

ଯୁଦ୍ଧ ଭିତରେ ଚମକାଇ ଦେଲେ ନେତାନ୍ୟାହୁ, ମେଡିକାଲ ରିପୋର୍ଟ କଲେ ସାର୍ବଜନୀନ! ଗୁରୁତର ରୋଗରେ…

ଜେରୁଜେଲମ,୨୪।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ତାଙ୍କର ବାର୍ଷିକ ଚିକିତ୍ସା ରିପୋର୍ଟ ସାର୍ବଜନୀନ କରି ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛନ୍ତି। ଯୁଦ୍ଧ ଏବଂ କୂଟନୀତିର କେନ୍ଦ୍ରସ୍ଥଳରେ ଥିବା ନେତାନ୍ୟାହୁ…

୩୦ ଜୀବନ ବଞ୍ଚାଇ ହାରିଗଲା ‘କାଳୀ’: ଲୁହ ଝରାଇଲେ ଗାଁ ଲୋକ

ଉଦଳା,୨୪।୪(ସନ୍ତୋଷ କୁମାର ବାଚ୍ଛିନୀ): ଆଜିର ସମାଜରେ ଉପକାର କରିଥିବା ଆପଣାର ଲୋକଙ୍କୁ ମଣିଷ ଠକି ଦେଉଛି। ମାତ୍ର ମଣିଷ ପାଖରୁ ପାଇଥିବା ସ୍ନେହ ମମତା ଓ ଭଲ…

ଏଏପିର ୭ ଏମପି : ରାଜ୍ୟ ସଭାରେ ଭାଜପାର ବଡ଼ ଗେମ୍‌, ଦିଲ୍ଲୀରେ ହଲଚଲ!

ନୂଆଦିଲ୍ଲୀ,୨୪।୪: ଆମ ଆଦମୀ ପାର୍ଟି (ଏଏପି)ର ସାତ ଜଣ ରାଜ୍ୟ ସଭା ସଦସ୍ୟ ରାଘବ ଚଢା ଏବଂ ସନ୍ଦୀପ ପାଠକ ଶୁକ୍ରବାର ଭାଜପାରେ ଯୋଗଦେବାର ଘୋଷଣା କରିଛନ୍ତି।…

ଭାଙ୍ଗିଯିବ ପଞ୍ଜାବର ମାନ ସରକାର? ଏଏପିର ୭ ଏମପି ଦଳ ଛାଡିବା ପରେ ବଢିଲାଣି ଚିନ୍ତା

ନୂଆଦିଲ୍ଲୀ,୨୪।୪: ପଞ୍ଜାବରେ ଆମ ଆଦମୀ ପାର୍ଟି (AAP) ସରକାର ପତନ ଦ୍ୱାରରେ ପହଞ୍ଚିଛି କି? ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ, AAP ରାଜ୍ୟ ସଭା ଏମପି ରାଘବ ଚଢା,…

କେରଳରୁ ଭୁବନେଶ୍ୱର ଆସୁଥିଲା ତୀର୍ଥଯାତ୍ରୀ ବସ୍‌, ବାଟରେ ଓଲଟିପଡ଼ିଲା

ବାଲେଶ୍ୱର,୨୪ା୪(ବାଞ୍ଛାନିଧି ଦେ): ରାଜପଥରେ ଓଲଟିପଡ଼ିଲା ତୀର୍ଥଯାତ୍ରୀ ବସ୍‌। ଫଳରେ ୮ ଜଣ ଗୁରୁତର ହୋଇଛନ୍ତି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ଓଭରବ୍ରିଜ ପାଖରେ ଶୁକ୍ରବାର ରାସ୍ତାକଡ଼କୁ…

ସମୟ ପୂର୍ବରୁ କେରଳ ଛୁଇଁବ ମୌସୁମୀ, IMDର ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୪।୪: ଏପ୍ରିଲ ମାସରୁ ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଗରମ ଅନୁଭୂତ ହେଉଛି। ଫଳରେ, ଲୋକମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଉତ୍ତର, ମଧ୍ୟ ଏବଂ ପୂର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri