ଟାଇଗର ଶ୍ରଫଙ୍କ ଏହି ଗୋଲାପୀ ସ୍ଲିଭଲେସ ହୁଡିର ଦାମ ଜାଣି ହୋଇଯିବେ ଆଶ୍ଚର୍ଯ୍ୟ

ଟାଇଗର ଶ୍ରଫ ଅଭିନୟ ସାଙ୍ଗକୁ ତାଙ୍କର ନୃତ୍ୟ ଦକ୍ଷତା ପାଇଁ ପ୍ରଶଂସକଙ୍କ ପ୍ରିୟ। ତାଙ୍କ ନୃତ୍ୟ ମଧ୍ୟ ଆଶ୍ଚର୍ଯ୍ୟଜନକ। ଲକ୍‌ଡାଉନ୍‌ର ଦୀର୍ଘ ଦିନ ବ୍ୟବଧାନ ପରେ ପ୍ରାୟ ସମସ୍ତ କଳାକାର କାର୍ଯ୍ୟ ପାଇଁ ଘରୁ ବାହାରକୁ ଯାଉଛନ୍ତି। ବର୍ତ୍ତମାନ ଟାଇଗର ମଧ୍ୟ ବାହାରକୁ ବାହାରିଥିବା ଦେଖିବାକୁ ମିଳିଛି। ହେଲେ ଏହି ସମୟରେ ସେ ପିନ୍ଧିଥିବା ହୁଡି ମୂଲ୍ୟ ସମ୍ପର୍କରେ କହିବୁ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ। କାରଣ ଏହାର ମୂଲ୍ୟ ବହୁତ କମ୍‌ ଅଟେ।

ଅନଲକ ୧ ସମୟରେ ଟାଇଗର କୌଣସି କାମ ପାଇଁ ମୁମ୍ବାଇ ଯାଇଥିଲେ। ଏହି ସମୟରେ ସେ ଗୋଲାପୀ ସ୍ଲିଭଲେସ ହୁଡି ଏବଂ ଅଣ୍ଟାରେ ଏକ ଡେନିମ ଫ୍ୟାନି ପ୍ୟାକ ସହିତ କଳା ରଙ୍ଗର ଟ୍ରାକ ପ୍ୟାଣ୍ଟ ପିନ୍ଧିଥିବାର ନଜର ଆସିଥିଲେ। ଏହି ସମୟ ମଧ୍ୟରେ ସେ ଧଳା ରଙ୍ଗର ଏକ ମାସ୍କ ମଧ୍ୟ ପିନ୍ଧିଥିଲେ।

ଏହି ହୁଡି ଆର୍ମୋରର ମେନସ ପ୍ରୋଜେକ୍ଟ ଅନ୍ତର୍ଗତ ଡୱେନ ଜନସନ ‘ଦି ରକ’ ସହଭାଗିତାରେ ପ୍ରସ୍ତୁତ। ସବୁଠାରୁ ଦାମୀ ଅଭିନେତାମାନଙ୍କ ମଧ୍ୟରେ, ଡୱେନ ଜନସନଙ୍କ ବ୍ରାଣ୍ଡ ନାମରେ ଏହି ସ୍ଲିଭଲେସ ହୁଡି ର ମୂଲ୍ୟ ମାତ୍ର ୩ ହଜାର ୫୦୦ ଟଙ୍କା। ଯେକେହି ଶୁଣି ଅଶ୍ଚର୍ଯ୍ୟ ହୋଇଯିବ। ଟାଇଗର ଶ୍ରଫଙ୍କ ଏହି ସୁନ୍ଦର ଲୁକ ପ୍ରଶଂସକଙ୍କୁ ପସନ୍ଦ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri