ଟାଇଗର ଶ୍ରଫଙ୍କ ଏହି ଗୋଲାପୀ ସ୍ଲିଭଲେସ ହୁଡିର ଦାମ ଜାଣି ହୋଇଯିବେ ଆଶ୍ଚର୍ଯ୍ୟ

ଟାଇଗର ଶ୍ରଫ ଅଭିନୟ ସାଙ୍ଗକୁ ତାଙ୍କର ନୃତ୍ୟ ଦକ୍ଷତା ପାଇଁ ପ୍ରଶଂସକଙ୍କ ପ୍ରିୟ। ତାଙ୍କ ନୃତ୍ୟ ମଧ୍ୟ ଆଶ୍ଚର୍ଯ୍ୟଜନକ। ଲକ୍‌ଡାଉନ୍‌ର ଦୀର୍ଘ ଦିନ ବ୍ୟବଧାନ ପରେ ପ୍ରାୟ ସମସ୍ତ କଳାକାର କାର୍ଯ୍ୟ ପାଇଁ ଘରୁ ବାହାରକୁ ଯାଉଛନ୍ତି। ବର୍ତ୍ତମାନ ଟାଇଗର ମଧ୍ୟ ବାହାରକୁ ବାହାରିଥିବା ଦେଖିବାକୁ ମିଳିଛି। ହେଲେ ଏହି ସମୟରେ ସେ ପିନ୍ଧିଥିବା ହୁଡି ମୂଲ୍ୟ ସମ୍ପର୍କରେ କହିବୁ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ। କାରଣ ଏହାର ମୂଲ୍ୟ ବହୁତ କମ୍‌ ଅଟେ।

ଅନଲକ ୧ ସମୟରେ ଟାଇଗର କୌଣସି କାମ ପାଇଁ ମୁମ୍ବାଇ ଯାଇଥିଲେ। ଏହି ସମୟରେ ସେ ଗୋଲାପୀ ସ୍ଲିଭଲେସ ହୁଡି ଏବଂ ଅଣ୍ଟାରେ ଏକ ଡେନିମ ଫ୍ୟାନି ପ୍ୟାକ ସହିତ କଳା ରଙ୍ଗର ଟ୍ରାକ ପ୍ୟାଣ୍ଟ ପିନ୍ଧିଥିବାର ନଜର ଆସିଥିଲେ। ଏହି ସମୟ ମଧ୍ୟରେ ସେ ଧଳା ରଙ୍ଗର ଏକ ମାସ୍କ ମଧ୍ୟ ପିନ୍ଧିଥିଲେ।

ଏହି ହୁଡି ଆର୍ମୋରର ମେନସ ପ୍ରୋଜେକ୍ଟ ଅନ୍ତର୍ଗତ ଡୱେନ ଜନସନ ‘ଦି ରକ’ ସହଭାଗିତାରେ ପ୍ରସ୍ତୁତ। ସବୁଠାରୁ ଦାମୀ ଅଭିନେତାମାନଙ୍କ ମଧ୍ୟରେ, ଡୱେନ ଜନସନଙ୍କ ବ୍ରାଣ୍ଡ ନାମରେ ଏହି ସ୍ଲିଭଲେସ ହୁଡି ର ମୂଲ୍ୟ ମାତ୍ର ୩ ହଜାର ୫୦୦ ଟଙ୍କା। ଯେକେହି ଶୁଣି ଅଶ୍ଚର୍ଯ୍ୟ ହୋଇଯିବ। ଟାଇଗର ଶ୍ରଫଙ୍କ ଏହି ସୁନ୍ଦର ଲୁକ ପ୍ରଶଂସକଙ୍କୁ ପସନ୍ଦ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଣମାଧ୍ୟମ ସାମ୍ନାକୁ ଆସିବାକୁ ଚାହୁଁ ନାହାନ୍ତି ଅକ୍ଷୟଙ୍କ ପୁଅ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ମନଖୋଲି ତାଙ୍କ ପୁଅକଥା କଥା ହୋଇଛନ୍ତି। ସେ କହିଛନ୍ତି ତାଙ୍କ ପୁଅ ଆରବ ଏବେ ଗଣମାଧ୍ୟମଠାରୁ ସମ୍ପୂର୍ଣ୍ଣ...

ମୋ ବିରୋଧରେ କୋର୍ଟ ଗଲେ, ମୁଁ ସୁପ୍ରିମକୋର୍ଟ ଯାଇ ହାହାକାର କରିବି: ଜାଣନ୍ତୁ ଏପରି କାହିଁକି କହିଲେ ଅର୍ନବ

ବମ୍ବେ: ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଯାଞ୍ଚ ଦାୟିତ୍ୱ ଏବେ ସିବିଆଇ ହାତରେ। ଦିନକୁ ଦିନ ଘଟଣା ନୂଆ ମୋଡ ନେଉଥିବାରୁ ମିଡିଆଠାରୁ...

ଡ୍ରେସ୍‌କୁ ନେଇ ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ: ବଲିଉଡ୍‌ର ବିବାଦୀୟ ଅଭିନେତ୍ରୀ କଙ୍ଗନା ରାନାଓ୍ବତ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ କଙ୍ଗନା ସୋସିଆଲ ମିଡିଆରେ ଏକ ଟ୍ରାନ୍ସପରେଟ ପୋଷାକ ପିନ୍ଧିଥିବାର ଥ୍ରୋବ୍ୟାକ୍‌ ଫଟୋ...

ଟ୍ରୋଲ୍‌ ପରେ ଜ୍ୟାକଲିନ କହିଲେ ଏମିତି

ବଲିଉଡ୍‌ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ବୟ ଫ୍ରେଣ୍ଡ ସୁକେଶଙ୍କୁ ଇଡି ଗିରଫ କରିବା ପରେ ତାଙ୍କୁ ନେଇ ସୋସିଆଲ ମିଡିଆରେ ନାନା ପ୍ରଶ୍ନ ଉଠିଛି ।...

ସିଦ୍ଧାନ୍ତଙ୍କ ସହ ରୋମାନ୍ସ କରିବେ ଦୀପିକା

ବମ୍ବେ: ନୂଆ ନାୟକଙ୍କ ସହ ରୋମାନ୍ସ କରିବେ ଦୀପିକା। ସେ ବି ନିର୍ଦ୍ଦେଶକ ଶକୁନ ବତ୍ରାଙ୍କ ଆଗାମୀ ଫିଲ୍ମରେ। ଚଳଚ୍ଚିତ୍ରର ନାମ ଏଯାଏ ଫାଇନାଲ୍‌ ହୋଇ...

ସନି@୬୩: ଆଜି ବି ଦର୍ଶକଙ୍କ ପାଇଁ ଅଭୁଲା ତାଙ୍କ ଡାଏଲଗ୍‌

ନିଜର ଆକ୍ସନ୍‌ ଅନ୍ଦାଜ, ଡାଏଲଗ୍‌ ପାଇଁ ଲକ୍ଷ ଲକ୍ଷ ପ୍ରଶଂସକଙ୍କ ହୃଦୟ ଜିଣି ପାରିଥିବା ଅନ୍ୟତମ ବଲିଉଡ୍‌ ଅଭିନେତା ହେଉଛନ୍ତି ସନି ଦେଓଲ। ଅକ୍ଟୋବର ୧୯ରେ...

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିବ ପ୍ରଥମ ଲତା ଦିନାନାଥ ମଙ୍ଗେଶକର ପୁରସ୍କାର

ମୁମ୍ବାଇ,୧୨।୪:ସ୍ବର କୋକିଳା ତଥା ଭାରତ ରତ୍ନ ଲତା ମଙ୍ଗେଶକରଙ୍କ ସ୍ମୃତିରେ ତାଙ୍କ ପରିବାର ଲତା ଦିନାନାଥ ମଙ୍ଗେଶକର ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଲତା...

‘ତୁମେ ଫେରିଆସ ଇର୍ଫାନ’: ଦୀପିକା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଇର୍ଫାନ୍‌ ଖାଁ ଜୀବିତ ନ ଥିଲେ ମଧ୍ୟ ଅନେକଙ୍କ ମନରେ ସେ ଆଜିବି ଜୀବିତ ହୋଇ ରହିଛନ୍ତି। ତାଙ୍କ ମୃତ୍ୟୁକୁ କେହି...

Advertisement
Archives

Model This Week