ସୀମାନ୍ତରେ ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୪।୪(ଡି.ଏନ୍‌.ଏ.): ମାଓବାଦୀଙ୍କ ଗଡ଼ ରୂପେ ପରିଚିତ ଛତିଶଗଡରେ ମାଓବାଦୀଙ୍କୁ ଶକ୍ତ ଝଟକା ଲାଗିଛି। ସୋମବାର ସିଆରପିଏଫ୍‌ର ଦାନ୍ତଓ୍ବୋଡା ଡେପୁଟି ରେଞ୍ଜର କମଳାଲୋଚନ କଶ୍ୟପ ଓ ପୋଲିସ୍‌ ସୁପରିଟେଣ୍ଡେଣ୍ଟ ଅଞ୍ଜାନେୟ ଭର୍ସନିଙ୍କ ନିକଟରେ ୧୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରେ ୪ ଜଣ ମହିଳା ମାଓବାଦୀ ରହିଛନ୍ତି। ଫଳରେ ମାଓବାଦୀଙ୍କୁ ଶକ୍ତ ଝଟକା ଲାଗିଥିବା କୁହାଯାଉଛି। ଏହି ମାଓବାଦୀମାନଙ୍କୁ ୧୦ହଜାର ଲେଖାଏ ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି। ଏମାନେ ଅନେକ ବଡ଼ ବଡ଼ ହିଂସାକାଣ୍ଡରେ ଜଡିତ ଥିବା ଜଣାପଡିଛି। ଅନ୍ୟପକ୍ଷରେ ଛତିଶଗଡ଼ର ବିଜାପୁର ଜିଲା ସିଲଗର ଜଙ୍ଗଲରେ ପୋଲିସ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ଆଇଇଡି ବୋମା ଜବତ କରିଛି। ପୋଲିସକୁ ଟାର୍ଗେଟ୍‌ କରି ମାଓବାଦୀମାନେ ଜଙ୍ଗଲରେ ଏହି ବୋମା ଲୁଚାଇ ରଖିଥିଲେ। ପରେ ଏହାକୁ ଯବାନମାନେ ନିଷ୍କ୍ରିୟ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri