୩୩ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୬ା୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍‌ମା ପୋଲିସ ନିକଟରେ ଗୁରୁବାର ୩୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣ ହାର୍ଡକୋର ମାଓବାଦୀ ଅଛନ୍ତି। ସେମାନଙ୍କ ନାମରେ ଛତିଶଗଡ଼ ସରକାର ୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ।

ଛତିଶଗଡ଼ରେ ବହୁ ସିଆର୍‌ପିଏଫ୍‌ କ୍ୟାମ୍ପ ପ୍ରତିଷ୍ଠା ହେବାରୁ ମାଓବାଦୀମାନେ ଭୟଭୀତ ହୋଇ ଆତ୍ମସମର୍ପଣ କରିଥିବା ସୁକ୍‌ମା ଏସ୍‌ପି କହିଛନ୍ତି। ଅନ୍ୟପକ୍ଷେ ଛତିଶଗଡ଼ରେ ପୋଲିସ ଓ ସିଆର୍‌ପିଏଫ୍‌ ପକ୍ଷରୁ ବହୁ ଉନ୍ନୟନମୂଳକ କାର୍ଯ୍ୟ ହେଉଛି। ପ୍ରତି ଗାଁରେ ପାନୀୟ ଜଳ ବ୍ୟବସ୍ଥା, ବିଦ୍ୟାଳୟ, ରାସ୍ତାଘାଟ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିରେ ପ୍ରଭାବିତ ହୋଇ ମାଓବାଦୀମାନେ ସମାଜର ମୁଖ୍ୟସ୍ରୋତକୁ ଫେରୁଛନ୍ତି। ତେବେ ସରକାରଙ୍କ ଥଇଥାନ ନୀତି ଅନୁଯାୟୀ ତାଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri