ରୁଷିଆରେ ବିଦେଶୀଙ୍କୁ ସରୋଗେସି ମନା…

ମସ୍କୋ,୨୮।୧୧ : ରୁଷିଆରେ ସରୋଗେସି ଆଇନଗତ ହୋଇଛି। ତେବେ ଦୀର୍ଘ ଦିନ ଧରି ଅନେକ ଧାର୍ମିକ ଗୋଷ୍ଠୀ ଏହାକୁ ଅପମାନଜନକ ଏବଂ ଧର୍ମ ବିରୋଧୀ ବୋଲି କହିଆସୁଥିଲେ। ବିଶେଷକରି ବିଦେଶୀ ଲୋକମାନେ ରୁଷିଆର ମହିଳାମାନଙ୍କୁ ସରୋଗେଟ ମାତା କରିବାକୁ ଆପତ୍ତି କରୁଛନ୍ତି। ଏ ସମ୍ପର୍କରେ ରୁଷ ସଂସଦର ନିମ୍ନ ଗୃହର ବାଚସ୍ପତି ଭାୟାଚେଲାଭ ଭୋଲୋଡିନ କହିଛନ୍ତି ଯେ ଖୁବ ଶୀଘ୍ର ବିଦେଶୀମାନଙ୍କୁ ରୁଷିୟ ମହିଳାମାନଙ୍କ ପାଇଁ ସରୋଗେଟ ମା ’କରିବା ଉପରେ ବାରଣ କରାଯିବ। ଭୋଲୋଡିନ ରୁଷିଆର ମାତୃ ଦିବସରେ ଭାଷଣ ଦେଇ କହିଛନ୍ତି ଯେ ରୁଷିଆ ଏହାର ମହିଳା ଏବଂ ଶିଶୁଙ୍କ ସୁରକ୍ଷା ପାଇଁ ସମସ୍ତ ଉଦ୍ୟମ କରିବ।

ସେ କହିଛନ୍ତି ଯେ ଗତ ଏକ ବର୍ଷ ମଧ୍ୟରେ ସରୋଗେଟ ମା’ଙ୍କଠାରୁ ଜନ୍ମ ହୋଇଥିବା୪୫ ହଜାରରୁ ଅଧିକ ପିଲାଙ୍କୁ ଦେଶ ବାହାରକୁ ନିଆଯାଇଛି। ଏହା ହେଉଛି ଶିଶୁ କାରବାର, ଖୁବ ଶୀଘ୍ର ଏହାକୁ ସମ୍ପୂର୍ଣ୍ଣ ନିଷେଧ କରାଯିବ। ଏହା ପରେ, ରୁଷିୟ ମାତାଙ୍କଠାରୁ ଜନ୍ମ ହୋଇଥିବା କୌଣସି ପିଲା ରୁଷିଆରୁ ବାହାରକୁ କେହି ନେଇ ପାରିବେ ନାହିଁ।
https://www.amarujala.com/world/surrogacy-wil


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri