ବ୍ଲକ ଘେରାଉ କରି ଭାଜପାର ବିକ୍ଷୋଭ

ପାଟଣା,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଭାଜପା ପକ୍ଷରୁ ଶୁକ୍ରବାର ବ୍ଲକ ଘେରାଉ କରାଯାଇଛି। ରାଜ୍ୟ ବିଜେଡି ସରକାର ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ କରିଥିବା ମହାଦୁର୍ନୀତି ବିରୋଧରେ ଏହି ଘେରାଉ ହୋଇଛି। ଭାଜପାର ଶତାଧିକ କର୍ମୀ ଓ ନେତାମାନେ ଏକ ବିରାଟ ଶୋଭାଯାତ୍ରାରେ ବାହାରି ରାଜ୍ୟ ସରକାରଙ୍କ ବିଭିନ୍ନ ଦୁର୍ନୀତି ଓ ବିଫଳତା ବିରୋଧରେ ନାରା ଦେଇଥିଲେ। ବ୍ଲକ କାର୍ଯ୍ୟାଳୟ ପରିସରରେ ପୂର୍ବତନ ପାଟଣା ମଣ୍ଡଳ ଭାଜପା ସଭାପତି ପ୍ରହ୍ଲାଦ ଓଆଲେଙ୍କ ସଂଯୋଜନାରେ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା। ଏଥିରେ ଭାଜପା ପାଟଣା ମଣ୍ଡଳ ସଭାପତି ଅଭୟ କୁମାର ବେହେରା, ପୂର୍ବତନ ପାଟଣା ନିର୍ବାଚନମଣ୍ଡଳୀର ବିଧାୟକ ପ୍ରାର୍ଥୀ ଭବାନୀ ଶଙ୍କର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହା ସହ ବିଡିଓ ଈଶ୍ୱର ଚନ୍ଦ୍ର ନାଏକଙ୍କୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ବିଧାୟକ ସୁର ରାଉତରାୟଙ୍କ ପ୍ରତିନିଧି

ଖୋର୍ଦ୍ଧା ଅଫିସ,୧୦।୩: ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପ୍ରତିନିଧି ଲକ୍ଷ୍ମୀଧର ବିଶ୍ବାଳ ବିଧିବଦ୍ଧ ଭାବେ କଂଗ୍ରେସ ଦଳ ଛାଡ଼ି ବିଜୁ ଜନତା ଦଳରେ ଗୁରୁବାର ଯୋଗ...

ଅଧ୍ୟକ୍ଷ, ୩ କର୍ମଚାରୀଙ୍କ କାର୍ଯ୍ୟକାଳ ବଢ଼ିଲାନି: ଉଚ୍ଚଶିକ୍ଷା ବିଭାଗକୁ ସ୍ପଷ୍ଟୀକରଣ ମାଗିଲା ପ୍ରଶାସନ

ଢେଙ୍କାନାଳ ଅଫିସ, ୩୧।୧୦ – ଢେଙ୍କାନାଳ ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରତାପରୁଦ୍ର ମହାପାତ୍ରଙ୍କ ସମେତ ୩ କର୍ମଚାରୀଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇନାହିଁ। ସେମାନଙ୍କ କାର୍ଯ୍ୟକାଳ ଅବଧି...

ଝାରସୁଗୁଡାରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଝାରସୁଗୁଡା ଅଫିସ୍‌/ଲଖନପୁର,୧୩ା୯(ଡି.ଏନ୍‌.ଏ.):ରାଜ୍ୟ ଯୋଜନା ଓ ସଂଯୋଜନା ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗୁରୁବାର ଦିନିକିଆ ଝାରସୁଗୁଡା ଜିଲା ଗସ୍ତରେ ଆସି ସର୍କିଟ୍‌...

ଗନ୍ଧମାର୍ଦ୍ଦନରେ ୪ ମାଓବାଦୀ କ୍ୟାମ୍ପ ଧ୍ୱଂସ

ବରଗଡ଼ ଅଫିସ୍‌,୧୦।୮: ବରଗଡ଼ ଜିଲାରେ ପୁଣି ମାଓବାଦୀଙ୍କ ଗତିବିଧି ପରିଲକ୍ଷିତ ହୋଇଛି। ଶନିବାର ଏସ୍‌ଓଜି ଏବଂ ସିଆର୍‌ପିଏଫ୍‌ ଯବାନମାନେ ଜିଲାର ପାଇକମାଳ ନିକଟ ଗନ୍ଧମାର୍ଦ୍ଦନ ସଂରକ୍ଷିତ...

ମତସାବ୍ୟସ୍ତ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨୨।୨(ଡି.ଏନ୍‌.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଚତୁର୍ଥ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଜାରି ରହିଛି। ଗଜପତି ଜିଲାର କାଶୀନଗର ଓ ଗୁମ୍ମା ବ୍ଲକରେ ଶାନ୍ତିପୂର୍ଣ୍ଣ ଭାବରେ ଲୋକ...

ପୁନଃନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ବଜାର, ମଲ

ବ୍ରହ୍ମପୁର ଅଫିସ,୨୧ା୩ ମହାମାରୀ କରୋନା ମୁକାବିଲା ପାଇଁ ସଚେତନତା ହିଁ ଏକମାତ୍ର ପନ୍ଥା ା ଭିଡ଼ରେ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କା ଅଧିକ ରହିଛି। ତେଣୁ...

ଗୁଳିବିଦ୍ଧ ଦନ୍ତାର ଚାଲିଛି ଚିକିତ୍ସା

ଭୁବନେଶ୍ୱର,୮।୬(ବ୍ୟୁରୋ): କଟକ ଜିଲା ନରସିଂହପୁର ଜଙ୍ଗଲରେ ଗୁଳିବିଦ୍ଧ ଦନ୍ତାର ଚିକିତ୍ସା କରାଯାଉଛି। ପ୍ରଥମେ ହାତୀଟି କାହାକୁ ତା’ ପାଖକୁ ଆସିବାକୁ ଦେଉ ନ ଥିବାରୁ ଚିକିତ୍ସାରେ...

କଲଭର୍ଟ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

ପାଟଣା,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରି ନିକଟରେ ଏକ କଲଭର୍ଟ ତଳୁ ଗୁରୁବାର ସକାଳୁ ଜଣେ ଯୁବକଙ୍କ କ୍ଷତ...

Advertisement
Archives

Model This Week