ଭାଜପା ପକ୍ଷରୁ ଏସ୍‌ପି ଅଫିସ ଘେରାଉ

ଦେବଗଡ଼,୪ା୩(ଡି.ଏନ୍‌.ଏ.): ଭୁବନେଶ୍ୱରରେ ବିକ୍ଷୋଭ ବେଳେ ପୋଲିସ ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତାଙ୍କୁ ମାଡ଼ ମାରିବା ଘଟଣା ନେଇ ଦେବଗଡ଼ ଭାଜପା ପକ୍ଷରୁ ଏସ୍‌ପି ଅଫିସ ସମ୍ମୁଖରେ ଘେରାଉ କରାଯାଇଛି। ନବ ଦାସ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି, ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ନେଇ ଭୁବନେଶ୍ୱର ଲୋୟର ପିଏମ୍‌ଜିଠାରେ ରାଜ୍ୟ ଯୁବ ମୋର୍ଚ୍ଚା ଶାନ୍ତିପୂର୍ଣ୍ଣ ବିକ୍ଷୋଭ କରିଥିଲା। ମାତ୍ର ପୋଲିସ ଶାସକ ଦଳର ଗୁଣ୍ଡା ଭଳି ଭାଜପା ଯୁବମୋର୍ଚ୍ଚାର କର୍ମକର୍ତ୍ତାଙ୍କୁ ଆକ୍ରମଣ କରିଥିଲା। ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହଙ୍କ ନେତୃତ୍ୱରେ ବହୁ ଦଳୀୟ କର୍ମୀ ସ୍ଥାନୀୟ ଭାଜପା କାର୍ଯ୍ୟାଳୟରୁ ଏକ ରାଲି ବାହାରି ଏସ୍‌ପି ଅଫିସ ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଡିଂ ଜୋନ୍‌ ନିର୍ମାଣକୁ ବିରୋଧ

ଦେବଗଡ଼,୭ା୧୨(ଡି.ଏନ୍‌.ଏ.): ସ୍ଥାନୀୟ ଟାଉନ୍‌ ହଲ୍‌ ସମ୍ମୁଖରେ ଭେଣ୍ଡିଂ ଜୋନ୍‌ ନିର୍ମାଣକୁ ବିରୋଧ କରି ବୁଧବାର ପୌରପରିଷଦର କେତେକ କାଉନସିଲର ଏସ୍‌ପି ପ୍ରମୋଦ କୁମାର ରଥଙ୍କୁ ସାକ୍ଷାତ...

ଲକ୍‌ଡାଉନ୍‌: କଳାବଜାର ରୋକିବାକୁ ଦେବଗଡ଼ ଜିଲା ପୋଲିସର ବୈଠକ

ଦେବଗଡ଼,୨୮।୩(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର ବେଆଇନ ମହଜୁଦ ଓ କଳାବଜାର ରୋକିବା ପାଇଁ ଦେବଗଡ଼ ଆଦର୍ଶ ଥାନା ପରିସରରେ ଜିଲା ପୋଲିସ ପକ୍ଷରୁ ସ୍ଥାନୀୟ...

ଦେବଗଡ଼ ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବି: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା କୃଷକ ସଂଘର୍ଷ ସଂଘ

ଦେବଗଡ଼,୧୧।୯(ଡି.ଏନ୍‌.ଏ.): ଜିଲାକୁ ସମ୍ପୂର୍ଣ୍ଣ ମରୁଡ଼ି ଘୋଷଣା ଦାବିରେ ବୁଧବାର ଜିଲା କୃଷକ ସଂଘର୍ଷ ସଂଘ ପକ୍ଷରୁ ଜିଲାପାଳଙ୍କ ଅଫିିସ ଘେରାଉ କରାଯାଇଛି। ସ୍ଥାନୀୟ ଗୋପାଳଜୀଉ ମନ୍ଦିରରୁ...

ପୋଲରେ ପିଟିହେଲା କାର୍‌: ୨ ମୃତ

  ଦେବଗଡ଼, ୮।୨(ଡି.ଏନ.ଏ)- ଗୁରୁବାର ରାତିରେ ଦେବଗଡ ଥାନା ଅଧୀନ ଆମ୍ବପାଳ ଗ୍ରାମ ନିକଟସ୍ଥ ରାଞ୍ଚି-ବିଜୟୱାଡା ରାଜପଥରେ ଏକ କାର ଦୁର୍ଘଟଣାଗସ୍ତ ହେବାରୁ ୨ଯୁବକଙ୍କ ମୃତ୍ୟୁ...

ଦେବଗଡ଼ରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ଦେବଗଡ଼,୧।୩(ଡି.ଏନ.ଏ.)-ଦେବଗଡ଼ ମନ୍ଦାକିନୀ ବାଳିକା ଉନ୍ନୀତ ବିଦ୍ୟାଳୟରେ ଶନିବାର ପ୍ରଧାନ ଶିକ୍ଷୟିତ୍ରୀ ସୁବଣ୍ଣର୍ର୍ କପରଦାରଙ୍କ ତତ୍ତ୍ୱାବଧାନରେ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି ା ଏହି ଅବସରରେ ବିଦ୍ୟାଳୟର...

ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ: ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ଜିଲାପାଳ

ଦେବଗଡ଼,୧୯ା୧(ଡି.ଏନ୍‌.ଏ.) -ଜାନୁୟାରୀ ୧୮ ରୁ ଫେବୃୟାରୀ ୧୭ ତାରିଖ ପର୍ଯ୍ୟନ୍ତ ଜାତୀୟ ସଡକ ସୁରକ୍ଷା ମାସ ପାଳନ ଅବସରରେ ସୋମବାର ଜିଲା ଆଞ୍ଚଳିକ ପରିବହନ ବିଭାଗ...

କୁଣ୍ଢେଇଗୋଳା-ବୁଢାପାଳ ଯୋଗାଯୋଗ ବିଚ୍ଛିନ୍ନ

ଦେବଗଡ,୨୮ା୮(ଡ଼ି.ଏନ୍‌.ଏ.) ଲଗାଣ ବର୍ଷା ଯୋଗୁ ଦେବଗଡ ରିଆମାଳ ବ୍ଲକ ଅନ୍ତର୍ଗତ କୁଣ୍ଢେଇଗୋଳା ଗ୍ରାମ ନିକଟରେ ଟିକିରା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ା ଫଳରେ...

ବିଧାୟକଙ୍କ ଗିରଫ ପ୍ରତିବାଦରେ ଦେବଗଡ଼ ବନ୍ଦ

ଦେବଗଡ଼,୨ା୫(ଡି.ଏନ୍‌.ଏ.): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ଗିରଫ ପ୍ରତିବାଦରେ ସୋମବାର ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ ପାଳନ କରୁଛି ଭାଜପା। ସକାଳ ୬ଟାରୁ ବନ୍ଦ...

Advertisement
Archives

Model This Week