ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନୂତନ ଯୋଗ୍ୟ ହିତାଧିକାରୀ ଚୟନ ନିମନ୍ତେ ସର୍ଭେ ଆରମ୍ଭ, ଜାଣନ୍ତୁ ଯୋଗ୍ୟତା…

ଭୁବନେଶ୍ୱର,୨୫।୧: ପୂରଣ ହେବ ପକ୍କା ଘର ଆଶା, ବିକଶିତ ହେବ ଓଡ଼ିଶା। ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ନୂତନ ଯୋଗ୍ୟ ହିତାଧିକାରୀ ଚୟନ ନିମନ୍ତେ ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ବାଇକ୍‌, ଫ୍ରିଜ, ଲାଣ୍ଡଲାଇନ୍‌ ଫୋନ୍‌ ଥିବା ପରିବାର ମଧ୍ୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସର୍ଭେରେ ସାମିଲ ହୋଇପାରିବେ।

ଗୃହ ମଞ୍ଜୁର ପାଇଁ ପରିବାରର ମାସିକ ଆୟ ସୀମା ସର୍ବାଧିକ ୧୫,୦୦୦ଟଙ୍କାକୁ ବୃଦ୍ଧି କରାଯାଇଛି। pmayg.nic.in/netiayHome/hom&&/rhodisha.gov.inରେ ଅଧିକ ବିବରଣୀ ଜାଣିପାରିବେ। ସହାୟତା ପାଇଁ ଟୋଲ ଫ୍ରି ନମ୍ବର ୦୬୭୪-୬୮୧୭୭୭୭ରେ ଯୋଗାଯୋଗ କରିପାରିବେ। ନୂତନ ଯୋଗ୍ୟ ହିତାଧିକାରୀ ଚୟନ ନିମନ୍ତେ ସର୍ଭେ ଆବେଦନ ପାଇଁ ଜାଣନ୍ତୁ ଯୋଗ୍ୟତା…

-ଆବେଦନକାରୀ ୨୦୧୧ ଜନଗଣନାର ପରିଭାଷା ଅନୁଯାୟୀ ଓଡ଼ିଶାର ଗ୍ରାମାଞ୍ଚଳ ବାସିନ୍ଦା ହୋଇଥିବା ଆବଶ୍ୟକ।

-ବାଇକ, ଫ୍ରିଜ ଓ ଲାଣ୍ଡ ଲାଇନ ଫୋନ ଥିବା ପରିବାର ମଧ୍ୟ ସର୍ଭେରେ ସାମିଲ ହୋଇପାରିବେ।

-ଗୃହ ମଞ୍ଜୁର ପାଇଁ ପରିବାରର ମାସିକ ଆୟ ସୀମା ସର୍ବାଧୁକ ୧୫,୦୦୦ଟଙ୍କାକୁ ବୃଦ୍ଧି କରାଯାଇଛି।

-ଯେଉଁମାନେ ପୂର୍ବରୁ ଆବେଦନ କରିଥିଲେ ମଧ୍ୟ ଘର ଆବଣ୍ଟନକୁ ଅପେକ୍ଷା କରିଛନ୍ତି. ସେମାନେ ପୁନର୍ବାର ଆବେଦନ କରିପାରିବେ।

– ସ୍ବାମୀଠାରୁ ଅଲଗା ହୋଇଥିବା ମହିଳା ବି ଆବେଦନ କରିପାରିବେ।

-ବାପାଠାରୁ ଅଲଗା ହୋଇଥିବା ପୁଅ ବି ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ବିଦେଶରେ ଭାରତୀୟ ଛାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ

ମସ୍କୋ,୮।୨: ଋଷର ବାଶକୋର୍ଟୋସ୍ତାନ ଗଣରାଜ୍ୟରେ ଶନିବାର ବିଦେଶୀ ଛାତ୍ରଙ୍କ ପାଇଁ ଏକ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛୁରୀ ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସମେତ ଛଅ ଜଣ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri