Posted inଜାତୀୟ

ବୁଲେଟ୍ ଫ୍ରୁଫ୍ ଗାଡି ଯୋଗୁ ବଞ୍ଚିଗଲି: ନଡ୍ଡା

କୋଲକାତା,୧୦ ।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ପଶ୍ଚିମ ବଙ୍ଗ ଗସ୍ତର ଶେଷ ଦିନରେ ତାଙ୍କ ରାଲି ଉପରେ ଆକ୍ରମଣ ହୋଇଥିଲା । ଏହାପରେ ସେ ଦକ୍ଷିଣ ୨୪ ପ୍ରଗଣାରେ ଏକ ସଭାକୁ ସମ୍ବୋଧିତ କରିଥିଲେ । ସେଠାରେ ସେ କହିଥିଲେ ଏଠାକୁ ଆସିବା ପୂର୍ବରୁ ମୋ ସହ ଯେଉଁ ଘଟଣା ଘଟିଲା ଏଥିରୁ ସ୍ପଷ୍ଟ ହୋଇଛି ସେ ପଶ୍ଚିମବଙ୍ଗରେ ଅରାଜକତା ଓ ଅସହିଷ୍ଣୁତା କେଉଁ ପରିମାଣରେ ବୃଦ୍ଧି ପାଇଛି । ଆଉ ମୁଁ ଆଜି ଏଇଥିପାଇଁ ଜୀବିତ ଅଛି ଯେ ମୋ ନିକଟରେ ବୁଲେଟ୍ ପ୍ରୁଫ୍ ଗାଡି ରହିଥିଲା । ସୂଚନାଯୋଗ୍ୟ, ଗୁରୁବାର ସକାରେ ପଶ୍ଚିମବଙ୍ଗର ଡାଇମଣ୍ଡ ହାର୍ବରରେ ନଡ୍ଡାଙ୍କ ଉପରେ ଆକ୍ରମଣ କରାଯାଇଥିଲା । ତାଙ୍କର ୨ ଦିନିଆ ପଶ୍ଚିମବଙ୍ଗ ଗସ୍ତକୁ ନେଇ ବିରୋଧ ପ୍ରଦର୍ଶନ କରୁଥିବା ଲୋକେ ତାଙ୍କ ରାଲିକୁ ଡାଇମଣ୍ଡ ହାର୍ବରରେ ଅଟକାଇବାକୁ ଚେଷ୍ଟା କରିବା ସହ ପଥରମାଡ କରିଥିଲେ । ଆଉ ଦକ୍ଷିଣ ୨୪ ପ୍ରଗଣାରେ ପହଞ୍ଚିବା ପରେ ସେ କହିଥିଲେ ମା’ ଦୁର୍ଗାଙ୍କ ଆଶୀର୍ବାଦ ଯୋଗୁ ମୁଁ ଆଜି ଏଇଠି ପହଞ୍ଚିପାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri