ବଞ୍ଚିଛି ମାନବିକତା: ମା’-ବାପା ଛେଉଣ୍ଡ ୩ ପିଲାଙ୍କୁ ସହାୟତାର ହାତ ବଢ଼ାଇଲେ…

ଛତ୍ରପୁର,୧୫।୮(ଡି.ଏନ୍‌.ଏ.): ଏବେ ବି ବଞ୍ଚିଛି ମାନବିକତା। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ସୁନ୍ଦରପୁର ଗାଁରେ। ମା’-ବାପା ଛେଉଣ୍ଡ ୩ ଅସହାୟ ପିଲାଙ୍କୁ ଛତ୍ରପୁର ଶକ୍ତି ଏଜୁକେଶନ ଆଣ୍ଡ୍‌ ଚାରିଟେବୁଲ ଟ୍ରଷ୍ଟ ପରିଚାଳିତ ୟୁରୋ କିଡ୍‌ସ ସ୍କୁଲ ସହଯୋଗର ହାତ ବଢାଇଛି। ସ୍କୁଲର ପରିଚାଳକ ନିର୍ଦ୍ଦେଶକ ପି.ଅନିଲ କୁମାର ରେଡ୍ଡି ଓ ଭଗବାନ ସ୍ବାଇଁ ସୁନ୍ଦରପୁର ଗାଁକୁ ଯାଇ ସ୍ବର୍ଗତ କାଳିଆ ମହାଙ୍କୁଡ ଓ କୁନୁ ମହାଙ୍କୁଡଙ୍କ ଅସହାୟ ୩ ପିଲାଙ୍କୁ ଭେଟି ୩୦ ହଜାର ଟଙ୍କା ଓ କିଛି ରାସନ ସାମଗ୍ରୀ ପ୍ରଦାନ କରିଥିବା ଜଣାପଡ଼ିଛି।
ପ୍ରକାଶ ଯେ, ୫ ବର୍ଷ ପୂର୍ବେ କାଳିଆ ମହାଙ୍କୁଡଙ୍କର କ୍ୟାନ୍‌ସର ରୋଗରେ ମୃତ୍ୟୁ ଘଟିଥିଲା। ଏହାର କିଛିଦିନ ପୂର୍ବେ କାଳିଆଙ୍କ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ଅଫିସ ସାମ୍ନାରେ ଆତ୍ମହୁତି ଉଦ୍ୟମ

ବରଗଡ଼ ଅଫିସ,୨୦ା୧୨: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଜଗଲପାଟ ପଞ୍ଚାୟତରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ତେବେ ଏ ନେଇ ଗତମାସ ୬ ତାରିଖରୁ...

ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ପୁରୀ ଅଫିସ, ୨୭।୯: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ବିପର୍ଯ୍ୟୟ ପରିଚାଳନା ପ୍ରକୋଷ୍ଠରେ ସର୍ଟଶର୍କିଟ ଯୋଗୁ ଏସିରୁ ନିଆଁ ଲାଗିଯାଇଥିବା ଜଣାପଡ଼ିଛି।...

ଆନ୍ଧ୍ର ମାନଚିତ୍ରରେ ଓଡ଼ିଶାର ଏହି ଗାଁ, ଓଡ଼ିଆ ବଦଳରେ ତେଲୁଗୁ କହିଲେଣି ଲୋକେ

ଚିତ୍ରକୋଣ୍ଡା,୧୧।୨(ଡି.ଏନ୍‌.ଏ.): ଓଡ଼ିଶା ହାତରୁ ଖସୁଛି ଆନ୍ଧ୍ର ସୀମାନ୍ତ ଆଉ ଗୋଟିଏ ଗାଁ। ଦୀର୍ଘବର୍ଷ ଧରି ଆନ୍ଧ୍ର ସରକାରଙ୍କଠାରୁ ସମସ୍ତ ପ୍ରକାର ସୁବିଧା ଓ ସୁଯୋଗ ପାଇ...

ବାରବାଟୀ ଷ୍ଟାଡିୟମରେ ହେବ ଆଇସୋଲେଶନ ୱାର୍ଡ

କଟକ ଅଫିସ,୨୧ା୩ : କଟକ ବାରବାଟୀ ଷ୍ଟାଡିୟମକୁ କରୋନା ମୁକାବିଲା ପାଇଁ ପ୍ରସ୍ତୁତ କରାଯାଉଛି। ଏ ନେଇ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ(ସିଏମ୍‌ସି)...

‘ପାଣିପିଆ ଘଣ୍ଟା’ ଅଭିଯାନ: ଭିଭିଗିରି ବାଳିକା ଉଚ୍ଚ ବିଦ୍ୟାଳୟରେ ବାଜିଲା ଘଣ୍ଟା

ବ୍ରହ୍ମପୁର ଅଫିସ,୨୫।୧୧: ଛାତ୍ରୀଛାତ୍ରଙ୍କ ପାଇଁ ଗଞ୍ଜାମ ଜିଲାରେ ଏକ ଅଭିନବ ଅଭିଯାନ ଆରମ୍ଭ ହୋଇଛି। ପାଣି ପିଇବା ପାଇଁ ପିଲାମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ସୋମବାରଠାରୁ...

୬ ମାସ ତଳେ କରିଥିଲେ ପ୍ରେମ ବିବାହ, ଆଜି ଗଛରୁ ମିଳିଲା ଝୁଲନ୍ତା ମୃତଦେହ

କୋକସରା,୧୧ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଆଁଏଲି ଗ୍ରାମର ଜଣେ ଯୁବକ ବୁଧବାର ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ଆଁଏଲି ଗ୍ରାମର ଦୁଷ୍ମନ୍ତ ମାଝି(୨୦) ।...

୫.୯୧ ଲକ୍ଷ ଟଙ୍କା ସହାୟତା ସଂଗ୍ରହ

ଭୁବନ, ୫।୫(ଡି.ଏନ୍‌.ଏ.) କରୋନା ସଙ୍କଟ ସମୟରେ ରାଜ୍ୟ ସରକାରଙ୍କୁ ସହାୟତାର ହାତ ବଢ଼ାଇବାକୁ ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳଙ୍କ ନେତୃତ୍ୱରେ ଆରମ୍ଭ...

ଶାଗ ମାଛ ଦରରେ ବିକ୍ରି କରୁଛନ୍ତି ମୂଲ୍ୟବାନ୍‌ କାଠ

ଚନ୍ଦ୍ରପୁର, ୨୭।୬(ଡି.ଏନ୍‌.ଏ.): ଗଛ ଆମର ବନ୍ଧୁ। ସୁସ୍ଥ ପରିବେଶ ପାଇଁ ଗଛ ଯେ କେତେ ଜରୁରୀ ତାହା ସମସ୍ତଙ୍କୁ ଜଣା। ପରିବେଶକୁ ସ୍ବଚ୍ଛ, ସୁସ୍ଥ ରଖିବାକୁ...

Advertisement
Archives

Model This Week