ଭୁବନେଶ୍ୱରରେ ହେବ ସୂର୍ଯ୍ୟକିରଣ ଶୋ’

ଭୁବନେଶ୍ୱର,୧୩।୯(ବ୍ୟୁରୋ): ବାୟୁସେନା ପକ୍ଷରୁ ଭୁବନେଶ୍ୱର ଓ ପୁରୀରେ ସୂର୍ଯ୍ୟକିରଣ ଶୋ’ କରାଯିବ। ଆସନ୍ତା ୧୬ ତାରିଖରେ କୁଆଖାଇ ନଦୀ ଶଯ୍ୟାରେ ଏବଂ ୧୮ ତାରିଖରେ ପୁରୀରେ ରାଜଭବନ ଉପରେ ଶୋ’ କରାଯିବ। ଏହାକୁ ଦେଖିବା ପାଇଁ ବହୁ ଲୋକ ସମାଗମ ହେବେ। ଏଥିପାଇଁ କୁଆଖାଇର ଦୁଇ ପାର୍ଶ୍ୱରେ ସୁରକ୍ଷା କଡ଼ାକଡ଼ି କରାଯିବା ସହ ପାର୍କିଂ ଓ ଟ୍ରାଫିକ ବ୍ୟବସ୍ଥା ଉପରେ ମଧ୍ୟ ବିଶେଷ ଧ୍ୟାନ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରି ଅସ୍ଥାୟୀ ବସ୍‌ ଡିପୋକୁ ନେବ ଓଏସ୍‌ଆର୍‌ଟିସି

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଦୂର ହେବ ବରମୁଣ୍ଡା ବସ୍‌ଷ୍ଟାଣ୍ଡ ସମସ୍ୟା। ଏହାର ନିର୍ମାଣ କାର୍ଯ୍ୟ ଚଳିତବର୍ଷ ଶେଷ ସୁଦ୍ଧା ଆରମ୍ଭ ହେବାକୁ ଥିବାବେଳେ ଅକ୍ଟୋବରରୁ ଓଡ଼ିଶା ରାଜ୍ୟ ସଡ଼କ...

ଗାଁ ଗାଁ ବୁଲିବ ବୁଷ୍ଟର ଟିକା ଭ୍ୟାନ

ଭୁବନେଶ୍ୱର, ୯ା୮(ବ୍ୟୁରୋ): ସାରା ଦେଶରେ ଏବେ ମାଗଣା ବୁଷ୍ଟର ଡୋଜ୍‌ ଟିକାକରଣ ଚାଲିଛି। ଓଡ଼ିଶାରେ ବି ଏହି ଟିକାକରଣ ଚାଲିଥିବାବେଳେ ବହୁ ଲୋକ ଟିକା ନେବା...

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡା ନିଯୁକ୍ତ

ଭୁବନେଶ୍ୱର,୪।୯(ବ୍ୟୁରୋ): ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡାଙ୍କୁ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ନିଯୁକ୍ତି ଦେଇଛନ୍ତି।...

ଏବେ ଲୁଚାଛପାର ସମୟ ନୂହେଁ, ଧାର୍ମିକ ନେତାମାନେ ସନ୍ଦିଗ୍ଧଙ୍କୁ ବୁଝାଇ ଆଗକୁ ଆସିବାକୁ କୁହନ୍ତୁ : ବାଗଚି

ଭୁବନେଶ୍ବର, ୪।୪(ବ୍ୟୁରୋ) : ବର୍ତ୍ତମାନ ସମୟରେ ସାମାଜ ଆତଙ୍କିତ ଅବସ୍ଥାରେ ରହିଛି । ଏଣୁ ଦିଲ୍ଲୀ ନିଜ୍ଜାମୁଦ୍ଦୀନ ଧର୍ମସଭାରେ ଯୋଗ ଦେଇ ଓଡିଶାକୁ ଫେରିଥିବା ବ୍ୟକ୍ତି...

କୁଖ୍ୟାତ ଲୁଟେରା ସୟିଦ, ସଦାମ ଗିରଫ

କଟକ ଅଫିସ,୨୭ା୫: ସହରର ଦୁଇ କୁଖ୍ୟାତ ଲୁଟେରାଙ୍କୁ ବୁଧବାର ଗିରଫ କରିଛି ଲାଲବାଗ ଥାନା ପୋଲିସ। ଏହି ଦୁଇ ଜଣ ହେଲେ ଓଡ଼ିଆ ବଜାରର ସୟିଦ...

କମିଲା ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୫(ବ୍ୟୁରୋ): ତେଲ ଦର ହ୍ରାସ ପାଇବା ପରେ କମିଲା ବସ୍‌ ଭଡା। ସାଧାରଣ ବସ ଭଡ଼ା ପୂର୍ବରୁ କିଲୋମିଟର ପିଛା ୯୨ ପଇସା ଥିଲା। ଏବେ...

ଗଞ୍ଜାମ ଯିବେ ୫ ଓଏଏସ୍‌, ୪୭ ଓଆର୍‌ଏସ୍‌ ଅଫିସର

ଭୁବନେଶ୍ୱର, ୧୫।୭(ବ୍ୟୁରୋ): ଗଞ୍ଜାମ ଜିଲାର କରୋନା ସ୍ଥିତି ଦେଖି ରାଜ୍ୟ ସରକାର ସେଦିଗରେ ବିଶେଷ ଧ୍ୟାନ ଦେଉଛନ୍ତି। ଜିଲାରେ କରୋନା ସ୍ଥିତିକୁ କିଭଳି ନିୟନ୍ତ୍ରଣ କରାଯାଇପାରିବ...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ବଳଦ ମୃତ

ଚିକିଟି,୩୦ା୬(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ସୋରଳ ପଞ୍ଚାୟତ କଇଠା ଗ୍ରାମରେ ରବିବାର ମଧ୍ୟାହ୍ନରେ ଏକ ଅଘଟଣ ଘଟିଛି ା ଗ୍ରାମ ମଝିରେ ଥିବା ଗୁହାଳକୁ ପ୍ରବେଶ କରିବା...

Advertisement
Archives

Model This Week