Posted inଖେଳ

ଛକା ସହ ଅନ୍ତର୍ଜାତୀୟ କ୍ରିକେଟରେ ଏଣ୍ଟ୍ରି ମାରିଲେ ସୂର୍ଯ୍ୟକୁମାର

ଅହମ୍ମଦାବାଦ,୧୮।୩: ସୂର୍ଯ୍ୟକୁମାର ଯାଦବ ଫୁଲ ସ୍ବାଗ୍‌ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଛନ୍ତି। ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍‌ର ଦ୍ବିତୀୟ ମ୍ୟାଚ୍‌ରେ ସେ ପଦାର୍ପଣ କରିଥିଲେ। କିନ୍ତୁ ତାଙ୍କୁ ବ୍ୟାଟିଂ କରିବାକୁ ସୁଯୋଗ ମିଳି ନ ଥିଲା। ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ କ୍ୟାରିୟରରେ ପ୍ରଥମ ଥର ବ୍ୟାଟିଂ କରିବାକୁ ପାଇଥିଲେ ସୁଯୋଗ। ଆଉ କ୍ୟାରିୟରର ପ୍ରଥମ ବଲରେ ହିଁ ସେ ଛକା ମାରିଥିଲେ। ଏଥିସହ ଅନ୍ତର୍ଜାତୀୟ ଟି୨୦ରେ ପ୍ରଥମ ବଲରେ ଛକା ମାରିଥିବା ଖେଳାଳିଙ୍କ ତାଲିକାରେ ସାମିଲ ହୋଇଛନ୍ତି ସୁର୍ଯ୍ୟକୁମାର। ତାଙ୍କ ବ୍ୟତୀତ ଏହି କ୍ଲବରେ କମରାନ ଆକମଲ, କରିମ ସାଦିକ, ଡ୍ବେନ ସ୍ମିଥ (ଦୁଇ ଥର), ମାର୍ଟିନ ଗୁପଟିଲ, କଲିନ ମୁନ୍‌ରୋ, ହାଜାରାତୁଲା ଜାଜାଇ ଓ ରୋହିତ ଶର୍ମା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାରବାଟୀ ମ୍ୟାଚ: ଡାଏଟ୍‌ ପ୍ଲାନ୍‌ରେ ଚିକେନ୍‌କୁ ଗୁରୁତ୍ୱ

କଟକ ଅଫିସ,୧୨ା୧୨-  ଉଭୟ ଭାରତ ଓ ୱେଷ୍ଟଇଣ୍ଡିଜ ଦଳର ଡାଏଟ୍‌ ପ୍ଲାନ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ରେ ପହଞ୍ଚିଛି। ଉଭୟ ଦଳର ଖେଳାଳିଙ୍କ ଖାଦ୍ୟ ତାଲିକାରେ ଚିକେନ୍‌ର...

ଭେଟେଲ ଜିତିଲେ ସିଙ୍ଗାପୁର ଗ୍ରାଁ ପ୍ରି

ସିଙ୍ଗାପୁର, ୨୩।୯(ଏଏଫପି)- ଫେରାରୀର ସେବାଷ୍ଟିଆନ ଭେଟେଲ ରବିବାର ଅନୁଷ୍ଠିତ ସିଙ୍ଗାପୁର ଗ୍ରାଁ ପ୍ରି ଫର୍ମୁଲାଓ୍ବାନ ମୋଟରରେସିଂରେ ପ୍ରଥମସ୍ଥାନ ଅଧିକାର କରିଛନ୍ତି। ଦୀର୍ଘ ୧ ବର୍ଷ ଟାଇଟଲ...

ଖେଲୋ ଇଣ୍ଡିଆ ବ୍ୟାଡମିଣ୍ଟନ: ପୁରୁଷରେ ଆନ୍ଧ୍ର, ମହିଳାରେ ଜୈନ ଚାମ୍ପିୟନ

କଟକ ଅଫିସ,୨୭ା୨-  ସ୍ଥାନୀୟ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁନଭର୍ସିଟି ଗେମ୍ସର ବ୍ୟାଡମିଣ୍ଟନ ଇଭେଣ୍ଟ ବୁଧବାର ଶେଷ ହୋଇଛି। ଏହି ଇଭେଣ୍ଟର...

ଏହି ଅଭିନେତ୍ରୀଙ୍କ ପ୍ରେମରେ ଉବୁଟୁବୁ ପୃଥ୍ବୀ ଶ’

ଭାରତୀୟ ଦଳର ଯୁବ ବ୍ୟାଟ୍ସ ବ୍ୟାଟ୍ସମ୍ୟାନ୍‌ ପୃଥ୍ବୀ ଶ ନିଜର ୨୧ତମ ଜନ୍ମଦିନ ପାଳନ କରିଛନ୍ତି। ଏବେ ୟୁଏଇରେ ଆଇପିଏଲରେ ବ୍ୟସ୍ତ ଥିବା ଶ’ଙ୍କୁ ଅନେକ...

ପ୍ରେମିକାଙ୍କ ଇଚ୍ଛାକୁ ପୂରଣ କଲେ କ୍ରିକେଟର୍‌ କେ.ଏଲ ରାହୁଲ

ଅଭିନେତା ସୁନୀଲ ସେଟ୍ଟୀଙ୍କ ତନୟା ତଥା ଅଭିନେତ୍ରୀ ଆଥିଆ ସେଟ୍ଟୀ ଏବଂ କ୍ରିକେଟର୍‌ କେ.ଏଲ ରାହୁଲଙ୍କ ମଧ୍ୟରେ ପ୍ରେaମ ସମ୍ପର୍କ କାହାକୁ ଅଚପା ନାହିଁ। ଉଭୟ...

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ଲାୟନ୍ସକୁ ହରାଇଲା ଚିତାସ

ଭୁବନେଶ୍ୱର,୩।୧(ସ୍ପୋର୍ଟ୍ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ରେ ଶନିବାର ଓଡ଼ିଶା ଚିତାସ...

ପାକିସ୍ତାନକୁ ଝଟ୍‌କା

ଆବୁଧାବି,୧୧।୧୧: ଅଷ୍ଟ୍ରେଲିଆ ବିପକ୍ଷରେ ଟି -୨୦ ବିଶ୍ୱକପ ୨୦୨୧ର ସେମିଫାଇନାଲ ମ୍ୟାଚ ଖେଳିବାକୁ ଗୁରୁବାର ପାକିସ୍ତାନ ପଡ଼ିଆକୁ ଓହ୍ଲାଇବ। କିନ୍ତୁ ଏହା ପୂର୍ବରୁ ପାକିସ୍ତାନକୁ ବଡ଼...

ଆଜି ପ୍ରଥମ ଅଭ୍ୟାସ ମ୍ୟାଚ୍‌ ଖେଳିବ ଭାରତ; ଜାଣନ୍ତୁ କେବେ, କେଉଁଠି ଆଉ କେମିତି ଦେଖିବେ ସିଧା ପ୍ରସାରଣ

ଦୁବାଇ,୧୮।୧୦: ଭାରତ-ଇଂଲଣ୍ଡ ମଧ୍ୟରେ ସୋମବାର ଟି-୨୦ ବିଶ୍ୱକପ୍‌ର ଅଭ୍ୟାସ ମ୍ୟାଚ୍‌ ଅନୁଷ୍ଠିତ ହେବ। ଉଭୟ ଟିମ୍‌ ସୁପର-୧୨ରେ ଅଛନ୍ତି। ଚଳିତ ସପ୍ତାହରୁ ଦଳଗୁଡ଼ିକ ନିଜ ନିଜର...

Advertisement
Archives

Model This Week