ସୂର୍ଯ୍ୟ-ଶନିଙ୍କ ମୁହାଁମୁହିଁ ଦୃଷ୍ଟି: ସତର୍କ ରୁହନ୍ତୁ ୩ ରାଶି; ଚାଲିଯିବ ସବୁ ଟଙ୍କା, କ୍ୟାରିୟରରେ ବଡ଼ ସଙ୍କଟ!

ସୂର୍ଯ୍ୟ ଏବଂ ଶନିଙ୍କ ମଧ୍ୟରେ ପ୍ରତିଯୁତି ଦୃଷ୍ଟି ଯୋଗ ଗଠନ ଅନେକ ରାଶି ପାଇଁ ଅଶୁଭ ସାବ୍ୟସ୍ତ ହୋଇପାରେ। ସୂର୍ଯ୍ୟ ଏବଂ ଶନି ମୁହାଁମୁହିଁ ହେବା ଏକ ଚ୍ୟାଲେଞ୍ଜପୂର୍ଣ୍ଣ ଯୋଗ ଭାବେ ବିବେଚନା କରାଯାଏ।

ଆଜି ସୂର୍ଯ୍ୟ ଏବଂ ଶନି ପରସ୍ପରଠାରୁ ୧୮୦ ଡିଗ୍ରୀ ଦୂରତାରେ ରହିବେ। ଉଭୟ ଗ୍ରହ ପାଖାପାଖି ହେବା କାରଣରୁ ଅନେକ ରାଶିର ଲୋକଙ୍କୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ପିତା-ପୁତ୍ର ହୋଇଥିବା ସତ୍ତ୍ୱେ ସୂର୍ଯ୍ୟ ଏବଂ ଶନିଙ୍କ ମଧ୍ୟରେ ଶତ୍ରୁତାପୂର୍ଣ୍ଣ ସମ୍ପର୍କ ରହିଥିବା ବିଶ୍ୱାସ କରାଯାଏ।

ସୂର୍ଯ୍ୟ ଏବଂ ଶନି ଗ୍ରହଙ୍କ ପ୍ରଭାବ ହେତୁ ମିଥୁନ, କନ୍ୟା ଏବଂ ମୀନ ରାଶିର ବ୍ୟକ୍ତିବିଶେଷଙ୍କୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଏହି ଲୋକମାନଙ୍କୁ ଆର୍ଥିକ ସମସ୍ୟା ଭୋଗିବାକୁ ପଡ଼ିପାରେ। ଆସନ୍ତୁ ଜାଣିବା ଏହି ଅଶୁଭ ପ୍ରଭାବିତ ରାଶିଗୁଡ଼ିକ ବିଷୟରେ:

ସୂର୍ଯ୍ୟ ଏବଂ ଶନିଙ୍କ ଯୋଗ ପ୍ରଭାବରୁ ମିଥୁନ ରାଶିର ଲୋକଙ୍କୁ ମାନସିକ ଚାପର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆପଣଙ୍କୁ ଚାକିରି ଏବଂ କ୍ୟାରିୟରରେ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡ଼ିପାରେ। ସମସ୍ୟାରୁ ବର୍ତ୍ତିବା ପାଇଁ ଯେକୌଣସି କାର୍ଯ୍ୟ ଯୋଜନାବଦ୍ଧ ଭାବେ କରିବା ଉଚିତ।

କନ୍ୟା ରାଶିର ଲୋକଙ୍କ ପାଇଁ କାର୍ଯ୍ୟ କ୍ଷେତ୍ରରେ ସମୟ କଷ୍ଟକର ରହିପାରେ। କର୍ମକ୍ଷେତ୍ରରେ ଦାୟିତ୍ୱ ବୃଦ୍ଧି ପାଇବା ଯୋଗୁଁ ଆପଣ ଚାପଗ୍ରସ୍ତ ହୋଇପାରନ୍ତି। ର୍ଧଯ୍ୟର ସହିତ କାମ କରନ୍ତୁ। ନିବେଶ କରିବା ପୂର୍ୱରୁ ଭଲ ଭାବରେ ଚିନ୍ତା କରନ୍ତୁ, ନଚେତ ଆପଣଙ୍କୁ କ୍ଷତି ସହିବାକୁ ପଡ଼ିପାରେ।

ଶନି ଗ୍ରହ ବର୍ତ୍ତମାନ ମୀନ ରାଶିରେ ଅବସ୍ଥାନ କରୁଛନ୍ତି। ଶନିଙ୍କ ସ୍ଥିତି ଏବଂ ସୂର୍ଯ୍ୟଙ୍କ ସହିତ ପ୍ରତିଯୁତି ଦୃଷ୍ଟି ଯୋଗୁଁ ମୀନ ରାଶିର ଲୋକଙ୍କୁ ସମସ୍ୟା ହୋଇପାରେ। ଆର୍ଥିକ କ୍ଷେତ୍ରରେ ଚ୍ୟାଲେଞ୍ଜ ଆସିପାରେ। ଟଙ୍କା ପଇସା କାରବାର ବେଳେ ସତର୍କ ରୁହନ୍ତୁ।

 


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?