ଧାମନଗର ଉପନିର୍ବାଚନ: ସୂର୍ଯ୍ୟବଂଶୀ ସୂରଜ ଭାଜପା ପ୍ରାର୍ଥୀ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ରବିବାର ପ୍ରାର୍ଥୀ ଘୋଷଣା କରିଛି ଭାଜପା।  ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି। ତେବେ ବିଷ୍ଣୁଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି।ଆସନ୍ତା ନଭେମ୍ବର ୩ରେ ଧାମନଗରରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ୬ରେ ଭୋଟ୍‌ ଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri