ଧାମନଗର ଉପନିର୍ବାଚନ: ସୂର୍ଯ୍ୟବଂଶୀ ସୂରଜ ଭାଜପା ପ୍ରାର୍ଥୀ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ରବିବାର ପ୍ରାର୍ଥୀ ଘୋଷଣା କରିଛି ଭାଜପା।  ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡ଼ିଛି। ତେବେ ବିଷ୍ଣୁଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି।ଆସନ୍ତା ନଭେମ୍ବର ୩ରେ ଧାମନଗରରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ୬ରେ ଭୋଟ୍‌ ଗଣତି ହେବ।

Share