Posted inଖେଳ

ବଡ଼ କୀର୍ତ୍ତିମାନ ହାସଲ କଲେ ସୂର୍ଯ୍ୟକୁମାର

ମେଲବୋର୍ନ,୬।୧୧: ଭାରତୀୟ କ୍ରିକେଟର୍‌ ସୂର୍ଯ୍ୟକୁମାର ଯାଦବଙ୍କ କ୍ରିକେଟ୍‌ କ୍ୟାରିୟରରେ ୨୦୨୨ ବର୍ଷ ସର୍ବଶ୍ରେଷ୍ଠ ପ୍ରମାଣିତ ହୋଇଛି। ଟି-୨୦ ବିଶ୍ୱକପ୍‌ର ଶେଷ ଲିଗ୍‌ ମ୍ୟାଚ୍‌ରେ ସେ ରବିବାର ଜିମ୍ବାୱେ ବିପକ୍ଷରେ ଅପରାଜିତ ୬୧ ସ୍କୋର କରିଛନ୍ତି। ଏହା ହେଉଛି ଚଳିତବର୍ଷ ତାଙ୍କର ୯ମ ଅର୍ଦ୍ଧଶତକ। ଏହା ସହିତ ଚଳିତବର୍ଷ ଏକ ହଜାର ରନ ମଧ୍ୟ ପୂରଣ କରିଛନ୍ତି। ଏହାପୂର୍ବରୁ କୌଣସି ଭାରତୀୟ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ଟି-୨୦ରେ ଗୋଟିଏ ବର୍ଷରେ ୧୦୦୦ ରନ୍‌ କରିବାରେ ସମର୍ଥ ହୋଇପାରି ନ ଥିଲେ।
୨୦୨୨ରେ ସୂର୍ଯ୍ୟକୁମାର ଯାଦବ ଏପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଟି-୨୦ରେ ୨୮ ଇନିଂସରେ ହାରାହାରି ୪୫ରେ ୧୦୨୬ ରନ ସଂଗ୍ରହ କରିଛନ୍ତି। ସେ ଗୋଟିଏ ଶତକ ଏବଂ ୯ ଅର୍ଦ୍ଧଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri