Advertisement
Posted inଖେଳ

ବଡ଼ କୀର୍ତ୍ତିମାନ ହାସଲ କଲେ ସୂର୍ଯ୍ୟକୁମାର

ମେଲବୋର୍ନ,୬।୧୧: ଭାରତୀୟ କ୍ରିକେଟର୍‌ ସୂର୍ଯ୍ୟକୁମାର ଯାଦବଙ୍କ କ୍ରିକେଟ୍‌ କ୍ୟାରିୟରରେ ୨୦୨୨ ବର୍ଷ ସର୍ବଶ୍ରେଷ୍ଠ ପ୍ରମାଣିତ ହୋଇଛି। ଟି-୨୦ ବିଶ୍ୱକପ୍‌ର ଶେଷ ଲିଗ୍‌ ମ୍ୟାଚ୍‌ରେ ସେ ରବିବାର ଜିମ୍ବାୱେ ବିପକ୍ଷରେ ଅପରାଜିତ ୬୧ ସ୍କୋର କରିଛନ୍ତି। ଏହା ହେଉଛି ଚଳିତବର୍ଷ ତାଙ୍କର ୯ମ ଅର୍ଦ୍ଧଶତକ। ଏହା ସହିତ ଚଳିତବର୍ଷ ଏକ ହଜାର ରନ ମଧ୍ୟ ପୂରଣ କରିଛନ୍ତି। ଏହାପୂର୍ବରୁ କୌଣସି ଭାରତୀୟ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ଟି-୨୦ରେ ଗୋଟିଏ ବର୍ଷରେ ୧୦୦୦ ରନ୍‌ କରିବାରେ ସମର୍ଥ ହୋଇପାରି ନ ଥିଲେ।
୨୦୨୨ରେ ସୂର୍ଯ୍ୟକୁମାର ଯାଦବ ଏପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଟି-୨୦ରେ ୨୮ ଇନିଂସରେ ହାରାହାରି ୪୫ରେ ୧୦୨୬ ରନ ସଂଗ୍ରହ କରିଛନ୍ତି। ସେ ଗୋଟିଏ ଶତକ ଏବଂ ୯ ଅର୍ଦ୍ଧଶତକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ବର୍ଣ୍ଣ ଜିତିବା ପରେ ପ୍ରଥମ ଟୁଇଟ୍‌ କଲେ ନୀରଜ; କହିଲେ ଏମିତି କଥା

ନୂଆଦିଲ୍ଲୀ,୮।୮: ଟୋକିଓ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କରିଥିବା ଭାରତୀୟ ଜାଭେଲିନ ଥ୍ରୋ ଖେଳାଳି ନୀରଜ ଚୋପ୍ରା ୧୩ ଦିନ ପରେ ପ୍ରଥମ ଟୁଇଟ୍‌ କରିଛନ୍ତି। ଏହି...

ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌: ଲାୟନ୍ସକୁ ହରାଇଲା ପାନ୍ଥର୍ସ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ଏମ୍‌ଜିଏମ୍‌ ଟି୨୦ କ୍ରିକେଟ ଲିଗ୍‌ର ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଓଡ଼ିଶା ପାନ୍ଥର୍ସ ୭...

ରାହୁଲ ହେଲେ ଭାରତୀୟ ଦଳର ଉପଅଧିନାୟକ

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଓପନର ଲୋକେଶ ରାହୁଲ ଭ୍ରମଣକାରୀ ଭାରତୀୟ ଦଳର ଉପଅଧିନାୟକ...

କ୍ୱାଲିଫାୟରରୁ ଅଙ୍କିତା ଆଉଟ୍‌

ପ୍ୟାରିସ୍‌,୨୫।୯(ପି.ଟି.): ଭାରତୀୟ ମହିଳା ଟେନିସ୍‌ ତାରକା ଅଙ୍କିତା ରାଇନା ଫ୍ରେଞ୍ଚ୍‌ ଓପନ୍‌ କ୍ୱାଲିଫାୟର ଟୁର୍ନାମେଣ୍ଟରୁ ବାଦ୍‌ ପଡିଛନ୍ତି। ସେ ଦ୍ୱିତୀୟ ରାଉଣ୍ଡ ପାର କରିପାରିନାହାନ୍ତି। ଗୁରୁବାର...

ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ-ଭଉଣୀଙ୍କ ମଧ୍ୟରେ କଥା କଟାକଟି

ଅହମଦାବାଦ,୧୦।୯:ଗୁଜରାଟ ବିଧାନସଭା ନିର୍ବାଚନ ପୂର୍ବରୁ କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିଭା ଏବଂ ଭଉଣୀ ନୟନା ମୁହାଁମୁହିଁ ହୋଇଛନ୍ତି। ରିଭା ଗତ ସପ୍ତାହରେ ଜନ୍ମଦିନ ପାଳନ...

କର୍ନାଟକ ପ୍ରିମିୟର ଲିଗ୍‌ ଦଳର ମାଲିକ ଗିରଫ

ବେଙ୍ଗାଲୁରୁ,୨୫।୯: କର୍ନାଟକ ପ୍ରିମିୟର କ୍ରିକେଟ ଲିଗ୍‌ ଦଳର ମାଲିକ ବେଟିଂ ସ୍କାଣ୍ଡାଲରେ ଜଡ଼ିତ ହେବା କାରଣରୁ ଗିରଫ ହୋଇଛନ୍ତି। ଗିରଫ ହୋଇଥିବା ଅଭିଯୁକ୍ତଙ୍କ ନାମ ଅଲି...

କୋହଲି ଏକମାତ୍ର ଖେଳାଳି

ନୂଆଦିଲ୍ଲୀ,୧୯।୯: ଭାରତୀୟ ଅଧିନାୟକ ବିରାଟ କୋହଲି ନିଜ କ୍ୟାରିୟରରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ୭୨ ରନ୍‌ର ଅପରାଜିତ...

ଭାରତ ଆଜି ଶ୍ରୀଲଙ୍କାକୁ ଭେଟିବ

ସିଲ୍‌ହେଟ୍‌ (ବାଂଲାଦେଶ), ୧।୧୦(ପି.ଟି.): ଏସିଆ କପ୍‌ ମହିଳା ଟି୨୦ କ୍ରିକେଟ ଶନିବାରଠାରୁ ଆରମ୍ଭ ହେବ। ପ୍ରଥମ ଦିବସରେ ଦୁଇଟି ମ୍ୟାଚ ଖେଳାଯିବ। ଗୋଟିଏ ମ୍ୟାଚରେ ଭାରତ...

Advertisement
Archives

Model This Week